THE BYAPINI
Browsing Category

ରାଜ୍ୟ

ପୌରାଧ୍ୟକ୍ଷାଙ୍କ ଘର ଉପରକୁ ବୋମାମାଡ଼

ପୌରାଧ୍ୟକ୍ଷାଙ୍କ ଘର ଉପରକୁ ବୋମାମାଡ଼ । ଢ଼େଙ୍କାନାଳ ପୌର ପରିଷଦର ନବ ନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ବୋମାମାଡ଼ କରିଛନ୍ତି ଦୁବୃର୍ତ୍ତ । ଅଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ସିମିଳିଆ ସ୍ଥିତ ବାସ ଭବନ ଉପରେ

ଆଜି ପବିତ୍ର ରାମନବମୀ

ଆଜି ପବିତ୍ର ରାମନବମୀ । ମର୍ୟ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁଁ ଭଗବାନଙ୍କ ଠାରୁ ଦୁରେଇ ରହିଥିବା ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଆଜି ମିଳନ ହୋଇଛି । ରାମ ନବମୀ ପାଇଁ ରାଜ୍ୟ ତଥା ଦେଶର

ଭୁବନେଶ୍ୱର ଡେପୁଟି ମେୟର ମଞ୍ଜୁଲତା କହଁର

ଭୁବନେଶ୍ୱର ମହାନଗର ନିଗମ ପାଇଁ ବଛା ହେଲେ ଡେପୁଟୀ ମେୟର । ଏହି ପଦବୀ ପାଇଁ ଅନେକ ଆଶାୟୀ ଲବି ଚଳାଇଥିଲେ ବି ସମସ୍ତଙ୍କୁ ଚମକାଇ ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଞ୍ଜୁଲତା କହଁର । ଏ ନେଇ ସେ କହିଛନ୍ତି, ଏତେ ବଡ଼

କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ

କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଆଜି ସକାଳେ ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ଘରୁ ୧କୋଟି ୪୧ ଲକ୍ଷ ୬୨ ହଜାର ୪୦୦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଭୁବନେଶ୍ୱର ସାଲିଆ ସାହିରେ ଥିବା ଦ୍ୱିତୀୟ

ଝାରପଡା ହାଟ ଉଚ୍ଛେଦକୁ ବିରୋଧ

ଭୁବନେଶ୍ୱର ସ୍ଥିତ ଝାରପଡ଼ାରେ ଥିବା ଗଣେଶ ମଣ୍ଡପ ହାଟ ଭଙ୍ଗାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ବିନା ନୋଟିସରେ ଉଚ୍ଛେଦ କରାଯାଉଥିବାରୁ ବ୍ୟବସାୟୀମାନେ ଏହାକୁ ବିରୋଧ କରିଛନ୍ତି। କାଲି ରାତି ୯ଟାରେ ସୂଚନା ଦେଇ ସକାଳୁ ଉଚ୍ଛେଦ

କୋର୍ଟରେ ହାଜର ହେଲେ ଶର୍ମିଷ୍ଠା ଓ ଝୁନା

କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା। କୋର୍ଟରେ ପୁଣି ହାଜର ହେଲେ ଶର୍ମିଷ୍ଠା ଓ ଝୁନା । ଦ୍ବିତୀୟ ପର୍ୟ୍ୟାୟ ରିମାଣ୍ଡ ଅବଧି ଶେଷ ପରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଓ ସହଯୋଗୀ ଝୁନାକୁ ଚାନ୍ଦବାଲି କୋର୍ଟରେ ହାଜର କରିଛି

କଟକ ଡେପୁଟି ମେୟର ହେଲେ ଦମୟନ୍ତୀ ମାଝୀ

କଟକ ଡେପୁଟି ମେୟର ଭାବେ ନିର୍ବାଚିତ ହେଲେ ଦମୟନ୍ତୀ ମାଝୀ । ଦମୟନ୍ତୀ ମାଝୀ ଏକମାତ୍ର ଭାବେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । କାରଣ ପୂର୍ବରୁ ବିଜେପି ଏବଂ କଂଗ୍ରେସ ଡେପୁଟି ମେୟର

ବଦଳିଲା ଜେଇଇ ମେନ୍ ପରୀକ୍ଷା ତାରିଖ

ବଦଳିଲା ଜେଇଇ ମେନ୍ ୨୦୨୨ର ପରୀକ୍ଷା ତାରିଖ ।ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ତରଫରୁ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରାଯାଇଛି । ତେବେ ସେସନ୍-୧ ପରୀକ୍ଷା ଜୁନ୍ ୨୦ରୁ ୨୯ ତାରିଖ ଭିତରେ ହେବ । ସେହିପରି ସେସନ୍-୨ ପରୀକ୍ଷା

କାହିଁକି ଭାଙ୍ଗିଲା ଚୁଲି.. କହିଲା ଅଭିଯୁକ୍ତ

ଶ୍ରୀମନ୍ଦିର ରୋଷଘର ୪୦ ଚୁଲି ଭଙ୍ଗା ଯିବା ଘଟଣାରେ ମୁହଁ ଖୋଲିଲା ଅଭିଯୁକ୍ତ । କୋର୍ଟ ଚାଲାଣ ବେଳେ ଚୁଲି କାହିଁକି ଓ କେମିତି ଭାଙ୍ଗିଥିଲା ଅଭିଯୁକ୍ତ? ସେ ନେଇ କହିଛି ଅଭିଯୁକ୍ତ । । କହିଲା, ହାତରେ ଭାଙ୍ଗିଥିଲି ଚୁଲି । ରୋଷ

ଶର୍ମିଷ୍ଠାଙ୍କୁ ୧୦ ହଜାର ଟଙ୍କା ମାଗିଥିଲେ ମାନସ

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ ଲାଗିଛି । ଶର୍ମିଷ୍ଠାଙ୍କୁ ୧୦ ହଜାର ଟଙ୍କା ମାଗିଥିଲେ ମାନସ । ଜେରା ବେଳେ ମେମୋରି ଚିପ୍ ସମ୍ପର୍କରେ ମିିଳିଲା ତଥ୍ୟ । ଶର୍ମିଷ୍ଠା ଓ ଝୁନା