THE BYAPINI
Browsing Category

ରାଜ୍ୟ

ସ୍କୁଟି-ବାଇକ୍‌ ମଧ୍ୟରେ ମୁହାଁମୁହିଁ, ୫ ମୃତ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ବରାଡି ନିକଟରେ ସ୍କୁଟି-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଚାଲିଗଲା ୫ଜଣଙ୍କ ଜୀବନ । ଏକ ବାଇକ୍‌ରେ ୩ ଜଣ ବସି ଅଶୁରବଦ୍ଧ ଠାରୁ ସୋରଡ଼ା ଅଭିମୁଖେ ଆସୁଥିଲେ । ଏହି ସମୟରେ ବିପରୀତ

ଅପ୍ରେଲ ୩୦ ସୁଦ୍ଧା ସରିବ ନାଟ ମଣ୍ଡପ ମରାମତି କାମ

କଟକ : ହାଇକୋର୍ଟରେ ଶ୍ରୀମନ୍ଦିର ଜଗମୋହନ, ନାଟମଣ୍ଡପ ମରାମତି ମାମଲାର ଶୁଣାଣି ହୋଇଛି । ୧୦ ତାରିଖରେ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିବା ଆମିକସ୍‌ କ୍ୟୁରି ହାଇକୋର୍ଟଙ୍କୁ ଜଣାଇଛନ୍ତି । ଅପ୍ରେଲ ୩୦ ସୁଦ୍ଧା ସରିବ ନାଟ ମଣ୍ଡପ

ମର୍ମନ୍ତୁଦ ଦୁର୍ଘଟଣା, ୪ ଶ୍ରମିକ ମୃତ

ବରଗଡ: ବରଗଡ଼ ଦିଲ୍ଲା ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା । ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ମାଡିଗଲା ବୋରିଂ ଗାଡି । ଆଉ ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର

ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା

ବାଙ୍ଗିରିପୋଷି: ଡାହାଣୀ ସନ୍ଦେହରେ ଭାଉଜକୁ ହାଣିଲା ଦିଅର। ଭାଉଜର ଜୀବନ ଗଲା। ମୟୁରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଯୋକା ପଞ୍ଚାୟତ ପୋଖରିଆ ଗ୍ରାମରେ ବିଳମ୍ବିତ ରାତିରେ ଘଟିଛି ଏପରି ସମ୍ବେଦନଶୀଳ ଘଟଣା। ନିଜ ଭାଉଜ ମିନତି

ଦୁର୍ଘଟଣାରେ ଦେଢ ବର୍ଷର ଶିଶୁ ପୁତ୍ର ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ପୁରୁଣିଆ ନିକଟରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଆମ୍ବୁଲାନ୍ସ ରାସ୍ତାକଡରେ ଥିବା ଗଛରେ ପିଟି ହୋଇଯାଇଛି। ଦୁର୍ଘଟଣାରେ ଦେଢ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ଘଟିଥିବାବେଳେ

ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ: ନାବାଳିକାଙ୍କୁ ଦୁଷ୍କର୍ମ ମାମଲାର ଶୁଣାଣି। ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି ଫୁଲବାଣୀ ପୋସ୍କ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା।

ଦନ୍ତା ଆକ୍ରମଣରେ ଯୁବକ ମୃତ

ଯାଜପୁର : ପୁଣି ହାତୀ ଆକ୍ରମଣରେ ଚାଲିଗଲା ଆଉ ଏକ ଜୀବନ। ଶୌଚ ହେବାକୁ ଯାଇଥିବା ବେଳେ ଦନ୍ତା ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କୋରେଇ ବ୍ଲକ ତନ୍ଦରା ଗାଁରେ ଦନ୍ତା ଆକ୍ରମଣରେ ଗୁରୁବାର ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ

ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍, ଫ୍ଲାଗଅଫ୍ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ ଏକ୍ସପ୍ରେସକୁ ଫ୍ଲାଗଅଫ୍ କରିବେ । ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର

ପ୍ରବଳ ଜାଡ ସହ କଲବଲ କରୁଛି ଘନ କୁହୁଡି

ଭୁବନେଶ୍ବର: ପ୍ରବଳ ଜାଡ ସହ ଘନ କୁହୁଡି ବି କରୁଛି କଲବଲ । ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡି ଦେଖିବାକୁ ମିଳିଛି । ଦୃଶ୍ୟମାନ କ୍ଷମତା ବହୁତ କମ୍‌ ରହିଛି । କୁହୁଡିକୁ ନେଇ ପରିବହନ ବିଭାଗ ପକ୍ଷରୁ ସତର୍କତା ଜାରି

ଓଏଏସସ୍ତରରେ ବଦଳି

ଭୁବନେଶ୍ୱର: ରାଜ୍ୟ ସରକାର ୪ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ବଦଳି କରିଛନ୍ତି । ସୁବର୍ଣ୍ଣପୁର, ନୟାଗଡ଼, ବଲାଙ୍ଗିର ଓ ଭଦ୍ରକର ଅତିରିକ୍ତ ଜିଲ୍ଲାପାଳଙ୍କ ବଦଳି ହୋଇଛି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଆଉ ଜଣେ ଓଏଏସ୍