Browsing Category
ରାଜ୍ୟ
ମାନସ ସ୍ୱାଇଁ ହତ୍ୟା :ସତ ମାନିଲା ରଞ୍ଜନ
ମାନସ ସ୍ୱାଇଁ ହତ୍ୟା ମାମଲାରେ ରଞ୍ଜନ ସତ ମାନିଛି । କ୍ରାଇମବ୍ରାଞ୍ଚ ଆଗରେ ହତ୍ୟାକାଣ୍ଡର ଗୁମର ଖୋଲିଲା ରଞ୍ଜନ ନାୟକ । ଶର୍ମିଷ୍ଠା ଓ ଅନ୍ୟ ଅଭିଯୁକ୍ତଙ୍କ ସହ ଅପହରଣ କରିଥିବା ନେଇ ସ୍ୱୀକାର କରିଛି । ପଳାସପୁରରୁ ମାନସଙ୍କୁ!-->…
ତେଲ ଦର ବୃଦ୍ଧିରେ ଲାଗୁନି ବ୍ରେକ୍
ତେଲ ଦର ବୃଦ୍ଧିରେ ଲାଗୁନି ବ୍ରେକ୍ । ଆଜି ପୁଣି ବଢ଼ିଛି ପେଟ୍ରୋଲ ଓ ଡିଜେଲ୍ ଦର । ଦେଶରେ ଆଜି ପେଟ୍ରୋଲ ଓ ଡିଜେଲ୍ ଦର ଲିଟର୍ ପିଛା ୮୦ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ୍ ଦର ଲିଟର୍ ପିଛା ୮୬ ପଇସା ଓ ଡିଜେଲ୍!-->…
ଏପ୍ରିଲ ୨ତାରିଖରୁ ସକାଳୁଆ ସ୍କୁଲ
ଏପ୍ରିଲ ୨ତାରିଖରୁ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ସକାଳୁଆ ହେବ ସ୍କୁଲ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ସାଢ଼େ ୬ରୁ ୧୦ଟା । ନବମରୁ ଦଶମ ଶ୍ରେଣୀ ସକାଳ ୭ଟାରୁ ୧୧ଟା । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା!-->…
୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ ଆଗତ
୨୦୨୨-୨୩ଆର୍ଥିକ ବର୍ଷର କାମଚଳା ବଜେଟ ଆଗତ । ମୋଟ ୧ଲକ୍ଷ ୬ହଜାର ୪ଶହ୯୮କୋଟି ଟଙ୍କାର ବଜେଟ । ମହାମାରୀ ଓ ଯୁଦ୍ଧ ବିଶ୍ୱ ଅର୍ଥନୀତିକୁ ପ୍ରଭାବିତ କରିଛି । ତେବେ ୨୦୨୨-୨୩ରେ ଦେଶର ଜିଡିପି ୭.୮ପ୍ରତିଶତ ରହିବା ଆକଳନ । ଜାତୀୟ!-->…
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ନୟାଗଡ଼ରେ ସହକାରୀ କାର୍ୟ୍ୟନିର୍ବାହୀ ଭାବେ କାର୍ୟ୍ୟରତ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସର ଚଢ଼ାଉ । ଭିଜିଲାନ୍ସ ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିଛି । ନୟାଗଡ଼ ସ୍ଥିତ ବାସଭବନ!-->…
ଆଜି ଆସିବ କାମଚଳା ବଜେଟ୍
ଆଜି ଆସିବ କାମ ଚଳା ବଜେଟ୍ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ଲେଖାନୁଦାନ ପ୍ରସ୍ତାବ ବିଧାନସଭାରେ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ । ତେବେ ଅର୍ଥମନ୍ତ୍ରୀ ପ୍ରଥମେ ବାର୍ଷିକ ବଜେଟ ଆକଳନ!-->…
ତେଲ ଦରରରେ ଲାଗୁନି ବ୍ରେକ୍
ନିୟମିତ ବଢ଼ିଚାଲିଛିି ତେଲ ଦର ।ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧିରେ ଲାଗୁନି ବ୍ରେକ୍ । ଦେଶରେ ଆଜି ପେଟ୍ରୋଲ ଓ ଡିଜେଲ୍ ଦର ଲିଟର୍ ପିଛା ୮୦ ପଇସା ବୃଦ୍ଧି ପାଇଛି । ଗତ ନଅ ଦିନରେ ଆଠଥର ବଢ଼ିଲାଣି ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦର!-->…
ସଂସଦ ଭବନରେ ଦଳୀୟ ସାଂସଦଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ତିନି ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂସଦ ଭବନ ମୁଖ୍ୟମନ୍ତ୍ରୀ ଦଳୀୟ ସଂସଦମାନଙ୍କ ସହିତ ଆଲୋଚନା କରିଛନ୍ତି । ନୂଆଦିଲ୍ଲୀରେ ପହଞ୍ଚିବା ପରେ ଆଜି କେନ୍ଦ୍ରମନ୍ତ୍ରୀ ଓ ବିଭିନ୍ନ ଦଳର!-->…
ଲଗାତର ବଢୁଛି ତୈଳ ଦର..ଲାଗୁନି ବ୍ରେକ୍
ଲଗାତର ଭାବେ ବଢିଚାଲିଛି ତେଲଦର । ଆଜି ପେଟ୍ରୋଲ ଲିଟର ପିଛା ୮୬ ଓ ଡିଜେଲ ୭୪ ପଇସା ମହଙ୍ଗା ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୮୬ ପଇସା ଓ ଡିଜେଲ ଲିଟର ପିଛା ୭୪ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର!-->…
ଆଜି ବି ଭାରତ ବନ୍ଦ, ଜବରଦସ୍ତ ପେଟ୍ରୋଲ ପମ୍ପକୁ ବନ୍ଦ କଲେ ଆନ୍ଦୋଳନକାରୀ
ଆଜି ଭାରତ ବନ୍ଦର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନରେ ଜବରଦସ୍ତ ପେଟ୍ରୋଲ ପମ୍ପକୁ ବନ୍ଦ କଲେ ଆନ୍ଦୋଳନକାରୀ । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଏଭଳି ଚିତ୍ର ସାମ୍ନାକୁ ଆସୁଛି । ଗତକାଲି ଆନ୍ଦୋଳନକାରୀଙ୍କ ଭୟରେ ସକାଳୁ ବନ୍ଦ!-->…