Browsing Category
ରାଜ୍ୟ
ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ
ଗୁଳିଫୁଟିବାରୁ ଭଞ୍ଜନଗର ଗାଙ୍ଗପୁର ଥାନା ଅଧିକାରୀଙ୍କ ମୃତ୍ୟୁ । ନିଜ ରିଭଲଭର ସଫା କରୁଥିବା ସମୟରେ ଗୁଳି ଫୁଟିଲା । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ହସ୍ପିଟାଲରେ ହିଁ ଆଇଆଇସିଙ୍କ!-->…
ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର
ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ଗତ ୪ ଦିନ ମଧ୍ୟରେ ତୃତୀୟ ଥର ଦର ବୃଦ୍ଧି ହୋଇଛି । ଦିଲ୍ଲୀରେ ଲିଟର ପିଛା ୮୦ ପଇସା ଲେଖାଏଁ ମହଙ୍ଗା ହୋଇଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ୮୬ ଓ ଡିଜେଲରେ ୮୫ ପଇସା ବୃଦ୍ଧି ହୋଇଛି ।!-->…
ଭୋଟ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ପ୍ରତିଟି ଭୋଟ୍ ମୂଲ୍ୟବାନ
ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ଚାଲି ଚାଲି ବୁଥ୍ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ!-->…
ପୌର ନିର୍ବାଚନ: ଚାଲିଛି ମତଦାନ
ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ।ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଆରମ୍ଭ ହୋଇଛି ଭୋଟ । ୪ ହଜାର ୩୭୩ ବୁଥରେ ମତଦାନ ସାବ୍ୟସ୍ତ କରୁଛନ୍ତି ମୋଟ ୪୦ ଲକ୍ଷରୁ ଅଧିକ ଭୋଟର । ଅପରାହ୍ନ ୫ଟା!-->…
ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ!-->…
୨୮ ତାରିଖରୁ ଖୋଲିବ ଅଙ୍ଗନୱାଡ଼ି
ଆସନ୍ତା ୨୮ ତାରିଖରୁ ଖୋଲିବ ଅଙ୍ଗନୱାଡ଼ି କେନ୍ଦ୍ର । ଏନେଇ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଭାଗୀୟ ସଚିବ ସମସ୍ତ ଜିଲ୍ଲାପାଳଙ୍କୁ ଏନେଇ ଚିଠି ଲେଖିଛନ୍ତି । ଅଙ୍ଗନୱାଡ଼ି ଖୋଲିବା ନେଇ!-->…
ପୁଣି ବଢିଲା ତେଲ ଦର
ଲଗାତାର ଦ୍ୱିତୀୟ ଦିନ ପାଇଁ ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ଲେଖାଏଁ ବୃଦ୍ଧି ପାଇଛି । ମଙ୍ଗଳବାର ପ୍ରାୟ ୪ମାସ ବିରତି ପରେ ପେଟ୍ରୋଲ, ଡିଜେଲ ଓ ଏଲପିଜି ଦର ବୃଦ୍ଧି ପାଇଥିଲା ।ଆନ୍ତର୍ଜାତିକ!-->…
ଜେଲ୍ ଗଲେ ବାହୁବଳୀ ବିଧାୟକ ଜଗଦ୍ଦେବ
ଗିରଫ ହୋଇ ଜେଲ ଗଲେ ଚିଲିକାର ଦବଙ୍ଗ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ବାଣପୁର ଜେଏମ୍ଏଫସି କୋର୍ଟ ବିଧାୟକ ଜାମିନ୍ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି । ଗତକାଲି ଗିରଫ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା ।!-->…
କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାରେ ଆଉ ୩ଜଣ ଗିରଫ
କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାରେ ଆଉ ୩ଜଣ ଗିରଫ । ଗିରଫ ଅଭିଯୁକ୍ତ ହେଲେ ଟୁଟୁ, ହରି ପଣ୍ଡା ଓ କୁନମୁନି । କୃଷ୍ଣ ପ୍ରତିହାରୀଙ୍କୁ ଗୁଳି କରିଥିଲା ଟୁଟୁ । ଅତି ନିକଟରୁ ଗୁଳି କରିଥିଲା ଟୁଟୁ । କୃଷ୍ଣ ପ୍ରତିହାରୀ ହତ୍ୟା!-->…
ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ । ଶର୍ମିଷ୍ଠା ଆବେଦନକୁ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଖବର ଅନୁଯାୟୀ, ଗତ ଫେବ୍ରୁଆରି ୨୩ ତାରିଖରେ ଶର୍ମିଷ୍ଠା!-->…