Browsing Category
ରାଜ୍ୟ
ମହଙ୍ଗା ହେଲା ଘରୋଇ ସିଲିଣ୍ଡର
ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧିର ପ୍ରଭାବ ବର୍ତ୍ତମାନ ଘରୋଇ ସ୍ତରରେ ଦେଖାଯାଉଛି । ଗ୍ରାହକଙ୍କୁ ପୁଣିଥରେ ଲାଗିବାକୁ ଯାଉଛି ଝଟକା । ଆଜିଠାରୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ହୋଇଛି । ସିଲିଣ୍ଡର ପିଛା ୫୦ ଟଙ୍କା!-->…
ବଢିଲା ପେଟ୍ରୋଲ ଓ ଡିଜେଲ ଦର
ନିର୍ବାଚନ ପରେ ତେଲ ଦରରେ ଲାଗିଲା ନିଆଁ । ଦୀର୍ଘ ୪ ମାସ ପରେ ବଢିଛି ପେଟ୍ରୋଲ ଓ ଡିଜେଲ ଦର । ଉଭୟ ତେଲର ଲିଟର ପିଛା ଦାମ୍ ସର୍ବଭାରତୀୟ ସ୍ତରରେ ୮୦ ପଇସା ବୃଦ୍ଧି ପାଇଛି । ୟୁକ୍ରେନ ଉପରେ ରୁଷ ଆକ୍ରମଣ ଯୋଗୁଁ ଅଶୋଧିତ!-->…
୨୪ରେ ପୌର ଭୋଟ, କାଲି ସରିବ ପ୍ରଚାର
ଆସନ୍ତା ୨୪ ତାରିଖ ପୌର ନିର୍ବାଚନ । ୨୪ ତାରିଖ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସରିବ ପ୍ରଚାର । ରାଜ୍ୟ ନିର୍ବାଚନ କମିସନର ପ୍ରେସମିଟ୍ ଜରିଆରେ ଏନେଇ ସୂଚନା ଦେଇଛନ୍ତି ।ମୋଟ ୨୨!-->…
ଏପ୍ରିଲ ୨୮ରୁ ଯୁକ୍ତ ଦୁଇ ପରୀକ୍ଷା
ଏପ୍ରିଲ ୨୮ ତାରିଖରେ ହେବ ଯୁକ୍ତ ଦୁଇ ପରୀକ୍ଷା ଏନେଇ ସିଏଚଏସଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଇଁ ପରୀକ୍ଷା ହେବ ।୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।
!-->!-->…
ବିଦା ହେଲେ ଆଉ ୬ ଅଧିକାରୀ
ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ!-->…
ସେବାୟତଙ୍କୁ ଗୁଳି କରି ହତ୍ୟା
ପୁରୀରେ ବରିଷ୍ଠ ସେବାୟତଙ୍କୁ ଗୁଳି କରି ହତ୍ୟା । ଗୁଳିମାଡ଼ରେ କୃଷ୍ଣଚନ୍ଦ୍ର ପତ୍ରିହାରୀଙ୍କ ମୃତ୍ୟୁ । ମେଡିକାଲରେ କୃଷ୍ଣଚନ୍ଦ୍ରଙ୍କୁ ମୃତ ଘୋଷଣା କଲେ ଡାକ୍ତର ।ବାରବାଟୀ ଆଖଡା ନିକଟରେ ସେବାୟତଙ୍କୁ ଗୁଳିମାଡ଼ କରିଛନ୍ତି!-->…
୨୪ ଘଣ୍ଟା ମଧ୍ୟରେ ଲଘୁଚାପ
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭାରତ ମହାସାଗର ଓ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ହେବା ପରେ ଏହା ବାତ୍ୟାର ରୂପ!-->…
ଶ୍ରୀତମ ଦାସ କଟକର ମେୟର ପ୍ରାର୍ଥୀ
ତିନି ମହାନଗର ନିଗମର ମେୟର ପଦ ପାଇଁ ବିଜୁ ଜନତା ଦଳ ପ୍ରାର୍ଥୀ ଘୋଷଣା କରିସାରିଛି । ବିଜେଡି ପରେ ଆଜି କଟକ ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ଅଭିନେତା ଶ୍ରୀତମ ଦାସ କଟକ ବିଜେପିର ମେୟର!-->…
ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା..ଏବେ ଅପେକ୍ଷା କିଏ ଜିତିବ ଲୋକଙ୍କ ଭରସା ?
ରାଜ୍ୟର ୩ ମହାନଗର ନିଗମ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟାକୁ ଆଉ ମାତ୍ର ୨ଦିନ ବାକି ଥିବାବେଳେ ଶାସକ ବିଜେଡି ଓ ବିଜେନି ନିଜର ମେୟର ପ୍ରାର୍ଥୀ ଘୋଷଣା କରିଛି।ଭୁବନେଶ୍ୱର ପାଇଁ ମେୟର ପ୍ରାର୍ଥୀ ଭାବେ ସୁଲୋଚନା!-->…
ଭୁବନେଶ୍ୱର ପାଇଁ ମଧୁସ୍ମିତାଙ୍କୁ ମେୟର ପ୍ରାର୍ଥୀ କଲା କଂଗ୍ରେସ
ଭୁବନେଶ୍ୱର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ମଧୁସ୍ମିତା ଆଚାର୍ୟ୍ୟଙ୍କୁ କଂଗ୍ରେସ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛି । କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ବିଧିବଦ୍ଧ ଭାବେ ମଧୁସ୍ମିତାଙ୍କୁ ମେୟର!-->…