THE BYAPINI
Browsing Category

ରାଜ୍ୟ

ପଞ୍ଚାୟତ ଫଇସଲା: ଭୋଟ ଗଣତି ଆରମ୍ଭ

୨୦୨୨ ପଞ୍ଚାୟତ ଲଢେଇର ସବୁଠୁ ବଡ କସରତ । ଆରମ୍ଭ ହେଲା ଭୋଟ୍ ଗଣତି । ପ୍ରଥମ ଦିନରେ ୩୧୫ ଜିଲ୍ଲା ପରିଷଦ ଜୋନ ପାଇଁ ଗଣତି ଆରମ୍ଭ । ସମସ୍ତ ବ୍ଲକ ହେଡ୍ କ୍ୱାର୍ଟରରେ ଗଣତି ଆରମ୍ଭ । ପ୍ରଥମେ ୱାର୍ଡମେମ୍ବର ପ୍ରାର୍ଥୀଙ୍କ ଭୋଟ୍ ଗଣନା

ମାର୍ଚ୍ଚ ୨୪ରେ ପୌର ନିର୍ବାଚନ

ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ । ରାଜ୍ୟର ୧୦୬ ପୌରସଂସ୍ଥା ଓ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।ମାର୍ଚ୍ଚ ୨୪ ତାରିଖରେ

ଶାହାଙ୍କ ସହ କଥା ହେଲେ ନବୀନ..ୟୁକ୍ରେନରେ ଫଶିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ ଅନୁରୋଧ

ୟୁକ୍ରେନରେ ଫଶି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ସହ କଥା ହେଲେ ନବୀନ ପଟ୍ଟନାୟକ। ଋଷ-ୟୁକ୍ରେନ ଯୁଦ୍ଧ ଚାଲିଥିବା ବେଳେ ପୂରା ବିଶ୍ୱରେ ଏବେ ଭୟର ବାତାବରଣ ଖେଳିଯାଇଛି । କାରଣ ୟୁକ୍ରେନରେ ଅନେକ ଦେଶର

ଶେଷ ପର୍ୟ୍ୟାୟରେ ୭୦ ପ୍ରତିଶତ ଭୋଟିଂ

ରାଜ୍ୟରେ ପଞ୍ଚମ ପର୍ୟ୍ୟାୟ ମତଦାନ ଶେଷ ହୋଇଛି । ଶେଷ ପର୍ୟ୍ୟାୟରେ ସାରା ରାଜ୍ୟରେ ୭୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ ଥର ପାଇଁ ମାଲକାନାଗିରିରେ ୭୦ ଶତକଡ଼ା ମତଦାନ

ଆଜି ଶେଷ ପର୍ୟ୍ୟାୟ ନିର୍ବାଚନ

ଆଜି ରାଜ୍ୟରେ ଆରମ୍ଭ ହୋଇଛି ପଞ୍ଚମ ତଥା ଶେଷ ପର୍ୟ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ୨୫ ଜିଲ୍ଲାର ୪୮ ବ୍ଲକରେ ଆରମ୍ଭ ହୋଇଛି ଭୋଟିଂ । ୧୩୧ ଜିଲ୍ଲା ପରିଷଦ ଆସନରେ ନେତା ବାଛୁଛନ୍ତି ଜନତା । ୯୭୫

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା : ଆଉ ୩ ଗିରଫ

ବିଂଝାରପୁରର ବାଛୋଳରେ ସାମ୍ବାଦିକ ଆକ୍ରମଣ ଘଟଣାରେ ଆଉ ୩ ଜଣ ଗିରଫ ହୋଇଛନ୍ତି । ଏହି ଘଟଣାରେ ଏ ଯାଏଁ ଗିରଫଦାରୀଙ୍କ ସଂଖ୍ୟା ୧୫ରେ ପଂହଚିଛି । ପୂର୍ବରୁ ୧୨ ଜଣ ଗିରଫ ହୋଇ କୋର୍ଟଚାଲାଣ ହୋଇସାରିଛନ୍ତି । ତେବେ ମୁଖ୍ୟ ଅଭିଯୁକ୍ତ

ନିର୍ବାଚନ କମିଶନଙ୍କ ଅଫିସ ଆଗରେ ମୁହାଁମୁହିଁ ବିଜେଡି-ବିଜେପି

କିଏ କରୁଛି ନିର୍ବାଚନୀ ହିଂସା ? ଏହାକୁ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଅଫିସ ଆଗରେ ମୁହାଁମୁହିଁ ହୋଇଛନ୍ତି ବିଜେଡି-ବିଜେପି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଉଭୟ ବିଜେଡି ଓ ବିଜେପି ପକ୍ଷରୁ ଧାରଣା

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଫାଲଗୁନ କୃଷ୍ଣ ସପ୍ତମୀ । ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାରେ ହେବ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି । ଦତ୍ତତ୍ତ ମହାପାତ୍ର ସେବକ ଶ୍ରୀମୁଖ ଶୃଙ୍ଗାର କରିବେ ।

ଆଜି ୪୫ଟି ସ୍ଥାନରେ ଚାଲିଛି ସାନି ମତଦାନ

ଆଜି ୪୫ ଟି ସ୍ଥାନରେ ଚାଲିଛି ସାନି ମତଦାନ । ବିଭିନ୍ନ କାରଣରୁ ପ୍ରଥମ ଓ ଦ୍ୱିତୀୟ ପର୍ୟ୍ୟାୟ ଭୋଟଦାନ ହୋଇପାରିନଥିବା ୪୫ଟି ବୁଥରେ ଆଜି ସାନି ମତଦାନ ହେଉଛି । ସକାଳ ୯ଟାରୁ ୩ଟା ମଧ୍ୟରେ ଏହି ଭୋଟଦାନ ହେବ । ଏହି ବୁଥଗୁଡିକରେ

ଚତୁର୍ଥ ପର୍ୟ୍ୟାୟରେ ୭୩ ପ୍ରତିଶତ ମତଦାନ

ଆଜି ଚତୁର୍ଥ ପର୍ୟ୍ୟାୟ ମତଦାନ ଶେଷ ହୋଇଛି। କାଁଭାଁ ସ୍ଥାନକୁ ଛାଡ଼ି ଦେଲେ ଦ୍ୱିତୀୟ ଓ ତୃତୀୟ ପର୍ୟ୍ୟାୟ ପରି ହିଂସା ଘଟିନାହିଁ। ଚତୁର୍ଥ ପର୍ୟ୍ୟାୟରେ ପ୍ରାରମ୍ଭିକ ସୂଚନା ଅନୁସାରେ ୭୩ ପ୍ରତିଶତ ମତଦାନ ହୋଇଛି। ଚୂଡ଼ାନ୍ତ ସଂଖ୍ୟା