THE BYAPINI
Browsing Category

ରାଜ୍ୟ

‘ଏଣିକି ୧୭ ହଜାର ନୁହେଁ, ତପସ୍ୱିନୀଙ୍କୁ ମାସକୁ ମିଳିବ ୧୦ ହଜାର’

ଏଣିକି ତପସ୍ୱିନୀଙ୍କୁ ଭରଣପୋଷଣ ନିମନ୍ତେ ମାସିକ ୧୭ ହଜାର ବଦଳରେ ୧୦ ହଜାର ମିଳିବ। ତପସ୍ୱିନୀଙ୍କ ସ୍ୱାମୀ ତଥା ଡାକ୍ତର ସୁମିତ ଦାସଙ୍କୁ ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଅନ୍ୟତ୍ର ରହଣି ବ୍ୟବସ୍ଥା କରାଯାଉଥିବାରୁ

୧୧ଟା ସୁଦ୍ଧା ୩୬%ରୁ ଅଧିକ ମତଦାନ

ପଂଚାୟତର ନିର୍ବାଚନ ପାଇଁ ଚାଲିଛି ଚତୁର୍ଥ ପର୍ୟ୍ୟାୟ ମତଦାନ । ଦିନ ୧୧ଟା ସୁଦ୍ଧା ୩୬ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି । ଶାନ୍ତିଶୃଙ୍ଖଳାର ସହ ପ୍ରାର୍ଥୀଙ୍କୁ ଭୋଟ ଦେଉଛନ୍ତି

ଆଜି ଚତୁର୍ଥ ପର୍ୟ୍ୟାୟ ନିର୍ବାଚନ

ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଚାଲିଛି ଚତୁର୍ଥ ପର୍ୟ୍ୟାୟ ମତାଦାନ । ୨୭ଟି ଜିଲ୍ଲାର ୬୪ଟି ବ୍ଲକର ୧୬୩ଟି ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି । ୧୬୩ଟି ଜିଲ୍ଲା ପରିଷଦ ଆସନରେ ମୋଟ ୬୬୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ

ନୂଆ ଲୁକରେ ନବୀନ

ନୂଆ ଲୁକରେ ନବୀନ । ଟ୍ରାକ ପ୍ୟାଣ୍ଟକୁ ଧଳା ରଙ୍ଗର ଟି-ସାର୍ଟ ପିନ୍ଧି କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଥିଲେ ମୁୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରିବା ସହ

ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

କୋଟିପତି ଏଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ନିକଟରେ ତ୍ରିନାଥ ମିଶ୍ରଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ

ତୃତୀୟ ପର୍ୟ୍ୟାୟରେ ୭୮.୬ % ମତଦାନ

ତୃତୀୟ ପର୍ୟ୍ୟାୟରେ ରାଜ୍ୟରେ ୭୮.୬ % ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୁବର୍ଣ୍ଣପୁରରେ ସର୍ବାଧିକ ୮୭.୪୪ ପ୍ରତିଶତ ମତଦାନ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬୬.୭୫

ତଳମୁହାଁ କରୋନା ମିଟର

କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୦୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪

ଜଗା ଦର୍ଶନ ପାଇଁ ହଟିଲା କଟକଣା

ଶ୍ରୀଜିଉଙ୍କ ଦର୍ଶନ ପାଇଁ ହଟିଲା କୋଭିଡ୍ କଟକଣା। ଦୀର୍ଘ ଦୁଇ ବର୍ଷ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କଟକଣା କୋହଳ ହୋଇଛି । ଆଜିଠାରୁ ଆଉ କୋଭିଡ୍ ନେଗେଟିଭ୍ ରିପୋର୍ଟ କିମ୍ବା ଟିକା ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ

ରାଜନଗରରେ ନିର୍ବାଚନୀ ହିଂସା..ପୁଲିସକୁ ପିଟିଲେ ଲୋକେ

ରାଜନଗର ଗୋଖଣିରେ ନିର୍ବାଚନୀ ହିଂସା । ରାଜ୍ୟରେ ତୃତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି । ପ୍ରଥମେ ଯାଜପୁରରେ ନିର୍ବାଚନୀ ହିଂସା ଘଟଣା ସାମ୍ନାକୁ ଆସିଥିବା ବେଳେ ଏବେ ରାଜନଗରରୁ ମଧ୍ୟ ନିର୍ବାଚନୀ ହିଂସା ଘଟଣା

ଶରଧାବାଲିରେ ବିଶ୍ୱ ବୈଷ୍ଣବ ସମ୍ମିଳନୀ

ପୁରୀ ଶରଧାବାଲିରେ ଉଦଘାଟନ ହୋଇଛି ବିଶ୍ୱ ବୈଷ୍ଣବ ସମ୍ମିଳନୀ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଉଦଘାଟନ କରିଛନ୍ତି । ଏଥିରେ ସମ୍ମିଳିତ ଶ୍ରଦ୍ଧାଳୁ ତଥା ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରିବା ସହ ଭାରତର ସନାତନ ଧର୍ମ ତଥା