THE BYAPINI
Browsing Category

ରାଜ୍ୟ

ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଭୋଟ ଦେଉଛି ଓଡିଶା

ପଞ୍ଚାୟତ ନିର୍ବାଚନ ର ଆଜି ଦ୍ୱିତୀୟ ପର୍ୟ୍ୟାୟ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୧ଟା ଯାଏ ଯାଏ ମତାଦନ ଚାଲିବ। ଦ୍ୱିତୀୟ ପର୍ୟ୍ୟାୟରେ ୩୦ ଜିଲ୍ଲାର ୬୮ ବ୍ଲକର ୧୮୬ ଜିଲ୍ଲା ପରିଷଦ ଜୋନରେ

କୃଷ୍ଣପ୍ରସାଦରେ ରାଜନୈତିକ ହିଂସା..ବୁଥରେ ଆକ୍ରମଣ

ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକରେ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା। ଇ ଗୋଷ୍ଠୀ ମହାଁମୁହିଁ ହୋଇଛନ୍ତି। ପୁଲିସ ଉପସ୍ଥିତିରେ ବୁଥ ଭିତରେ ପଶି ନୁର୍ଧୁମ ବାଡେଇଛନ୍ତି। ଭୋଟ୍ ଗ୍ରହଣ ଚାଲିଥିବା ବେଳେ ହଠାତ୍ ଦୁଇ

ସରିଲା ପ୍ରଥମ ପର୍ୟ୍ୟାୟ ନିର୍ବାଚନ; ୬୦% ମତଦାନ

ଶେଷ ହେଲା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟ ଭୋଟ୍। ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଛି । ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ଗୋଟାଏ ପର୍ୟ୍ୟନ୍ତ ଚାଲିଥିଲା

ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ସରପଞ୍ଚ ପ୍ରାର୍ଥୀନି

ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ସରପଞ୍ଚ ପ୍ରାର୍ଥୀ। ଫଳରେ ବନ୍ଦ ରହିଲା ମତଦାନ । କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଯଶପଡା ପଂଚାୟତ ର ସରପଞ୍ଚ ପ୍ରାର୍ଥୀନି ନମିତା ବେହେରାଙ୍କର ହୃଦଘାତ ରେ ପରଲୋକ ଘଟିଛି। ଗତ ରାତିରେ

ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼

ଆଜି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ, ବିଭିନ୍ନ ସ୍ଥାନରୁ ଆସିଛି ହିଂସାର ଚିତ୍ର । ସାଲେପୁର ଶିଶୁଆ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ ତଥା ବିଜେଡି ନେତା ଓ ଆତ୍ମା ବ୍ଲକ ସଭାପତି ଦିଲ୍ଲୀପ ଦାଶଙ୍କ

ପଂଚାୟତ ନିର୍ବାଚନ : ପ୍ରଥମ ପର୍ୟ୍ୟାୟ ପାଇଁ ଚାଲିଛି ମତଦାନ

ଆଜି ପଂଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟ ପାଇଁ ମତଦାନ ଆରମ୍ଭ । ୩୦ଟି ଜିଲ୍ଲାର ୧ ହଜାର ୬୬୯ ଗ୍ରାମପଂଚାୟତରେ ପ୍ରଥମ ପର୍ୟ୍ୟାୟ ଭୋଟ, ଯେଉଁଥିରେ ପ୍ରାୟ ୬୮ ଲକ୍ଷ ଲୋକ ଭୋଟ ଦେବେ । ୨ଶହ ଜିଲ୍ଲାପରିଷଦ ସଭ୍ୟ ପାଇଁ ୭୨୬ ଜଣ

୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଡା ଆଭିମୁଖ୍ୟ । ୫ ଜଣ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ପୋଲିସ ଡିଏସପି, ଜଣେ ଓଏଏସ, ଜଣେ ଇନ୍ସପେକ୍ଟର ଓ ଦୁଇ ଜଣ ମ୍ୟୁନିସିପାଲଟି

ବିଧାନ ପରିଷଦ ସଂକଳ୍ପ ପ୍ରସଙ୍ଗରେ କେନ୍ଦ୍ରକୁ ୨ଟି ଚିଠି ଲେଖିଲେ ବାଚସ୍ପତି

ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଛନ୍ତି ବାଚସ୍ପତି । ପ୍ରଥମ ଚିଠିରେ ୨୦୧୮ ର ଦିଆଯାଇଥିବା ସମସ୍ତ ତଥ୍ୟକୁ ସଂଲଗ୍ନ କରି ପଠା ଯାଇଛି । ଦ୍ଵିତୀୟ ଚିଠିଟି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଲେଖିଛନ୍ତି ବାଚସ୍ପତି

କାଲି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟ ଭୋଟ..ସକାଳ ୭ରୁ ଭୋଟିଂ ଆରମ୍ଭ

ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ପଡିବ ପ୍ରଥମ ପର୍ୟ୍ୟାୟ ଭୋଟ । ଚଳିତଥର ମୋଟ ୨ କୋଟି ୭୯ ଲକ୍ଷରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ୬୭୯୪ ଗ୍ରାମ ପଞ୍ଚାୟତରେ ୯୧,୯୧୩ ୱାର୍ଡରେ ହେବ ଭୋଟ ଗ୍ରହଣ । ଆଉ

ଜଗା ଦର୍ଶନ: ଆଉ ଦରକାର ପଡିବନି ଟିକା ପ୍ରମାଣପତ୍ର

ଆସନ୍ତା ୨୧ରୁ ଶ୍ରୀମନ୍ଦିରରେ ସହଜ ହେବ ଜଗା ଦର୍ଶନ । ଜଗାଦର୍ଶନ ନେଇ କଟକଣା କୋହଳ କଲା ଶ୍ରୀମନ୍ଦିର ପ୍ରଶାସନ । ଏଣିକି ଦର୍ଶନ ପାଇଁ ଆବଶ୍ୟକ ପଡିବନି ଟିକା ପ୍ରମାଣପତ୍ର । ମାସ୍କ ପିନ୍ଧି ଭିତରକୁ ପ୍ରବେଶ ବାଧ୍ୟତାମୂଳକ । ଛତିଶା