THE BYAPINI
Browsing Category

ରାଜ୍ୟ

ଜଙ୍ଗଲରେ ମାଓ କ୍ୟାମ୍ପ ଧ୍ୱଂସ

ବୌଦ୍ଧ : ବୌଦ୍ଧ ଜିଲ୍ଲା ବୁଢାଖୋଲ୍‌ ଜଙ୍ଗଲରେ ମାଓ କ୍ୟାମ୍ପ ଧ୍ୱଂସ । ଏହି ମାଓ କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଛି । ବୁଢାଖୋଲ ଓ ମାତାକୃପା ଜଙ୍ଗଲରେ

ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଲେ ଗଜପତି

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇ ୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି । ଅନ୍ୟପଟେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ଲୋକାର୍ପିତ ହେଲା ପରିକ୍ରମା ପ୍ରକଳ୍ପ

ଭୁବନେଶ୍ୱର: ଅପେକ୍ଷାର ଅନ୍ତ ଘଟିଲା । ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି । ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଠିକ ୧.୧୫

ଫୁଲମାଳାରେ ଝଟକୁଛି ସିଂହଦ୍ବାର

 ପୁରୀ: ସଜେଇ ହୋଇଛି ଶ୍ରୀମନ୍ଦିର । ଫୁଲମାଳାରେ ଝଟକୁଛି ସିଂହଦ୍ବାର  । ଆଜି ଉତ୍ସବ ମୁଖରିତ ଶ୍ରୀକ୍ଷେତ୍ର । ସବୁକିଛି ଜଗନ୍ନାଥ ମୟ । ମନ୍ତ୍ରଧ୍ବନି ଓ ବେଦପାଠରେ କମ୍ପୁଛି ଜଗନ୍ନାଥ ଧାମ । ସଭିଁଙ୍କ ମୁହଁରୁ ଭାସି ଆସୁଛି ଜୟ

ଆଜି କଂଗ୍ରେସରେ ସାମିଲ ହେବେ ଗମାଙ୍ଗ ପରିବାର

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ତାଙ୍କ ପରିବାର ସଦସ୍ୟଙ୍କ କଂଗ୍ରେସକୁ ଘରବାହୁଡ଼ା ହେବ । ଆଜି ନୂଆଦିଲ୍ଲୀରେ ଗିରିଧର, ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ

ଆଜିଠୁ ୨ଦିନ ବର୍ଷା ଆଶଙ୍କା

ଭୁବନେଶ୍ବର: ଆଜିଠୁ ୨ଦିନ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ

ଆଜି ଶ୍ରୀସେତୁ ଓ ଶ୍ରୀମାର୍ଗ ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ : ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ (ଶ୍ରୀସେତୁ) ଏବଂ ଜଗନ୍ନାଥ ବଲ୍ଲଭ ପରିସରରୁ ଦୋଳବେଦୀକୁ ସଂଯୋଗ କରୁଥିବା ନୂଆରାସ୍ତା (ଶ୍ରୀମାର୍ଗ) ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ଭକ୍ତଙ୍କୁ ଅପେକ୍ଷା କରିଛନ୍ତି ଶ୍ରୀମନ୍ଦିର

ସାରା ଶ୍ରୀକ୍ଷେତ୍ର ଜଗନ୍ନାଥମୟ

ପୁରୀ: ଚାରିଆଡେ ଚକାଆଖି । ସାରା ଶ୍ରୀକ୍ଷେତ୍ର ଜଗନ୍ନାଥମୟ। ନୟନରେ ନିଳଚକ୍ର । ଭରିଲା ଭକ୍ତର ମନ । ସମୁଦ୍ରକୂଳରୁ ସିଂହଦ୍ୱାର, ବଡ଼ଦାଣ୍ଡରୁ ବଡ଼ ଦେଉଳ ସବୁଠି ନାମ-ସଂକୀର୍ତ୍ତନ । ବେଦପାଠରେ କମ୍ପୁଛି ଶଙ୍ଖକ୍ଷେତ୍ର । ସେହି

୧୭ ଓ ୨୨ରେ ମଦ ବିକ୍ରି

କେନ୍ଦ୍ରାପଡ଼ା: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଏବଂ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଦିନ ବନ୍ଦ ରହିବ ଜିଲ୍ଲାର ସବୁ ମଦ ଦୋକାନ। ଏଭଳି ଘୋଷଣା କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜ।

ଦିନ ୧.୨୦ ମିନିଟରେ ପରିକ୍ରମା ପ୍ରକଳ୍ପକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

ପୁରୀ : ବୁଧବାର ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ । ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ବିଭିନ୍ନ କର୍ମ ଓ ପୂଜା ସହିତ ଆହୁତି ପ୍ରଦାନ କରାଯାଉଛି । ଯଜ୍ଞ ଶେଷରେ