THE BYAPINI
Browsing Category

ରାଜ୍ୟ

କମୁଛି କରୋନା ସଂକ୍ରମଣ

ରାଜ୍ୟରେ ୨୪ ଘଂଟାରେ ଆଉ ୧୫୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୩୦୯ ଜଣ ରହିଛନ୍ତି । କ୍ୱାରେଂଟାଇନରୁ ୯୧୮ ଓ ଲୋକାଲ କଂଟାକ୍ଟ ୬୫୪ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୨୩୩

ସୁନ୍ଦରଗଡ ଅତିରିକ୍ତ ଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ ଅତିରିକ୍ତ ଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍ ।ବିଶ୍ୱଜିତ୍ ମହାପାତ୍ରଙ୍କ ଘରେ ଚଢାଉ ଚାଲିଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ କରାଯାଉଛି ।ଭୁବନେଶ୍ୱର ସ୍ଥିତ ନୟାପଲ୍ଲୀ, ବାଲିଅନ୍ତା

୨୮ରୁ ସ୍କୁଲ ଆସିବେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲା

ବଦଳିଲା ସ୍କୁଲ ଖୋଲିବା ନିଷ୍ପତ୍ତି । ୧୪ ନୁହେଁ ୨୮ ତାରିଖରୁ ସ୍କୁଲ ଆସିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ । ୧୪ ତାରିଖରେ ସ୍କୁଲ ଖୋଲିବ ଏବଂ କେବଳ ଶିକ୍ଷକ, ଶିକ୍ଷୟିତ୍ରୀ ସ୍କୁଲ ଆସିବେ । ରାଜ୍ୟ ସରକାର ଆସନ୍ତା ୧୪

କମୁଛି ସଂକ୍ରମଣ ହେଲେ ମୃତ୍ୟୁରେ ଲାଗୁନି ବ୍ରେକ୍

କମୁଛି ସଂକ୍ରମଣ ହେଲେ ମୃତ୍ୟୁରେ ଲାଗୁନି ବ୍ରେକ୍ । ରାଜ୍ୟରେ ୨୪ଘଣ୍ଟାରେ ୧୭୧୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୯୯୭, ସ୍ଥାନୀୟ ଅଞ୍ଚଳରୁ ୭୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ୩୨୩ ଜଣ ୧୮ବର୍ଷରୁ କମ୍ ବୟସ ବର୍ଗର ଚିହ୍ନଟ

ଆଜିଠୁ ପୁଣି ଭିଜିବ ଓଡ଼ିଶା

ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ

୪ ଘଂଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।ଏହା ଏକ ଗୁପ୍ତ ସେବା ଏବଂ ଏକ

ରାଜଧାନୀ ରାଜରାସ୍ତାରେ ଗର୍ଜିଲା ବିଜେପି

ଭୁବନେଶ୍ୱର ଶିଶୁଭବନ ଛକରେ ପୁଲିସ-ବିଜେପି କର୍ମୀ ଧସ୍ତାଧସ୍ତି । ନବୀନ ନିବାସ ଘେରାଉ ପାଇଁ ରାଜଭବନ ଛକରୁ ବାହାରିଥିଲେ ଶତାଧିକ ବିଜେପି କର୍ମୀ । ଶିଶୁ ଭବନ ଛକରେ ପୋଲିସ ବିଜେପି କର୍ମୀଙ୍କୁ ଅଟକାଇଥିଲା । ବିଜେପି କର୍ମୀ

୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର । ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ, ଯଥା – ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ

ଖସୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ରାଜ୍ୟରେ ୧୫୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍ ୩ ଶହ ୨୯ ଜଣ ଆକ୍ରାନ୍ତ ଅଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଂଘରୋଧରୁ

ପିଲାମାନଙ୍କୁ ସ୍କୁଲ ଛାଡିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ୟ୍ୟନ୍ତ ୧୪ ତାରିଖରେ ଖୋଲିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପିଲାମାନଙ୍କୁ ଏକ