Browsing Category
ରାଜ୍ୟ
ଫେବ୍ରୁଆରୀ ପହିଲାରୁ ଖୋଲିବ ଶ୍ରୀମନ୍ଦିର
ଫେବ୍ରୁଆରୀ ପହିଲାରୁ ଖୋଲିବ ଶ୍ରୀମନ୍ଦିର । ଶ୍ରଦ୍ଧାଳୁମାନେ ପୁଣି କରିପାରିବେ ଜଗାଦର୍ଶନ । ଶ୍ରୀମନ୍ଦିର ଖୋଲିବା ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସୂଚନା ମୁତାବକ ପୂର୍ବଭଳି ରବିବାର ଜଗାଦର୍ଶନ ବନ୍ଦ ରହିବ ।!-->…
କମୁଛି କରୋନା ଗ୍ରାଫ୍
ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର । ଦିନକରେ ଆଉ ୫ ହଜାର ୫୭ ନୂଆ ପଜିଟିଭ୍ ଚିହ୍ନଟ । ଗତକାଲି ଏହି ସଂଖ୍ୟା ଥିଲା ୫ ହଜାର ୯୦୧ । ୨୪ ଘଂଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଥିବା ବେଳେ ୫ ହଜାର ୫୭ ପଜିଟିଭ୍!-->…
ଫେବୃଆରୀରେ ଖୋଲିବ କି ଶ୍ରୀମନ୍ଦିର? ଆଜି ବସିବ ଛତିଶା ନିଯୋଗ ବୈଠକ
ସାଧାରଣ ଭକ୍ତଙ୍କ ପାଇଁ ଖୋଲିବ କି ଶ୍ରୀମନ୍ଦିର ? ଆଜି ଅପରାହ୍ନ ସାଢ଼େ ୪ଟାରେ ବସିବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ଏହି ବୈଠକ ବସିବ । ଏଥିରେ ଅନ୍ୟମାନଙ୍କ!-->…
ସାମ୍ବାଦିକ ସମ୍ମିଳନୀରେ କାନ୍ଦିଲେ ପ୍ରସାଦ ହରିଚନ୍ଦନ
ଚଳିତ ପଞ୍ଚାୟତ ନିର୍ବାଚନରେ ସତ୍ୟବାଦୀରେ କଂଗ୍ରେସ କୌଣସି ଜିଲ୍ଲା ପରିଷଦ ପ୍ରାର୍ଥୀ ଦେଇନଥିବା ବେଳେ ଏଥିପାଇଁ ସ୍ଥାନୀୟ ନେତା ତଥା ପୂର୍ବତନ ବିଧାୟକ ପ୍ରସାଦ ହରିଚନ୍ଦନ ଦାୟୀ ଚର୍ଚ୍ଚା ହେଉଥିଲା । ଏପରିକି ସତ୍ୟବାଦୀ କଂଗ୍ରେସ!-->…
ଏକାଠି ବସିଲେ ସାଆନ୍ତେଙ୍କ ଦୁଇ ସେବକ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଗଜପତି ଭେଟିଛନ୍ତି । ଉଭୟଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ହୋଇଥିବା ଜଣାପଡିଛି । ଏହି ସାକ୍ଷାତ ସମୟରେ!-->…
ପଞ୍ଚାୟତ ନିର୍ବାଚନ ପାଇଁ ବିଜେପି ଜାରି କଲା ନିର୍ବାଚନୀ ଇସ୍ତାହାର
ପଞ୍ଚାୟତ ନିର୍ବାଚନ ପାଇଁ ବିଜେପି ଜାରି କଲା ନିର୍ବାଚନୀ ଇସ୍ତାହାର । ବିଜେପି ସଭାପତି ସମୀର ମହାନ୍ତି ଓ ଅନ୍ୟ ବରିଷ୍ଠ ନେତୃବନ୍ଦଙ୍କ ଉପସ୍ଥିତିରେ ଇସ୍ତାହାର ପତ୍ର ଉନ୍ମୋଚିତ ହୋଇଛି । ପଂଚାୟତା ଗ୍ରାମସଭା, ପଲ୍ଲୀ ସଭା ଆଦି ହେବ!-->…
‘ରାଜ୍ୟରେ ସଂକ୍ରମଣ ପିକ୍ ଛୁଇଁଥିବା ଜଣାପଡୁଛି’
କରୋନା ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରାଜ୍ୟରେ କରୋନା ସଂକ୍ରମଣ ପିକ୍ ଛୁଇଁ ସାରିଥିବା ଜଣାପଡୁଛି । ଦୈନିକ ସଂକ୍ରମଣ ମଧ୍ୟ କମୁଛି। ରାଜ୍ୟରେ ଆକ୍ଟିଭ କେସ୍!-->…
ରାଜ୍ୟରେ ତଳକୁ ଖସୁଛି କରୋନା ଗ୍ରାଫ୍..ଦେଶରେ ସାମାନ୍ୟ ବୃଦ୍ଧି
ଆଜି ରାଜ୍ୟରେ ତଳକୁ ଖସିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୯୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୮୨ ଜଣ!-->…
କାଲିଠୁ ବଢିବ ଶୀତ!
ଆସନ୍ତାକାଲି ପାଖରୁ ୩୦ ମଧ୍ୟରେ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଲହରୀ ହେବାର ସମ୍ଭାବନା । ଗତକାଲି ପାଖରୁ ଓଡିଶାକୁ ଉତର-ପଶ୍ଚିମ ଦିଗରୁ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବାହ ହେଉଛି । ତେଣୁ ଆସନ୍ତାକାଲି ପାଖରୁ ୩୦ ମଧ୍ୟରେ ଆଭ୍ୟନ୍ତରୀଣ!-->…
ସାଧାରଣତନ୍ତ୍ର ଦିବସ : ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ସାଧାରଣତନ୍ତ୍ର ଦିବସ । ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ!-->…