Browsing Category
ରାଜ୍ୟ
କିଶୋରଙ୍କୁ ଟିକା ଦେବାକୁ ଆଜିଠୁ ପଞ୍ଜିକରଣ
କିଶୋରଙ୍କୁ ଟିକାକରଣ ପାଇଁ ଆଜିଠୁ ଆରମ୍ଭ ହେବ ସ୍ଲଟ୍ ବୁକିଂ । ଆସନ୍ତା ୩ ତାରିଖରୁ ୧୫ରୁ ୧୮ ବର୍ଷ ପିଲାଙ୍କୁ ଦିଆଯିବ ଟିକା । ଏଥିପାଇଁ ଆଜିଠାରୁ ଅନଲାଇନ୍ ପଞ୍ଜିକରଣ ଆରମ୍ଭ ହେଉଛି । ଟିକାକଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ!-->…
ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ
ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି । ଶିକ୍ଷକ ଓ ଅଣଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ହୋଇଛି । ଏଥିରେ୨୬ହଜାରରୁ ଅଧିକ ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବେ । ୨୦୨୨ରୁ ଏହି ସପ୍ତମ ବେତନ କମିଶନ ଲାଗୁ ହେବ । ଆସନ୍ତା ଜାନୁଆରୀ!-->…
ନୂଆବର୍ଷରୁ ନୂଆ ନିୟମ
ନୂଆବର୍ଷରୁ ନୂଆ ନିୟମ । ଆଉ ଗାଡି ଚାଳକଙ୍କୁ ବାରମ୍ବାର ଧାଇଁବାକୁ ପଡିବନି ଆରଟିଓ ଅଫିସ ।ଜାନୁଆରୀ ପହିଲାରୁ ଅନଲାଇନରେ ହେବ ପରିବହନ ବିଭାଗର ସବୁ କାମ । ନୂଆବର୍ଷରୁ ବଡ ସଂସ୍କାର ଆଣିବାକୁ ପରିବହନ ବିଭାଗର ବଡ ଉଦ୍ୟମ ।!-->…
‘ସ୍କୁଲ ଖୋଲିବା ନେଇ ଦ୍ୱନ୍ଦ୍ୱ ନାହିଁ’
ଜାନୁୟାରୀ ୩ ତାରିଖରୁ ହିଁ ପ୍ରଥମରୁ ପଞ୍ଚମ କ୍ଲାସ୍ ହେବ । ପରୀକ୍ଷା ମଧ୍ୟ ଠିକ୍ ସମୟରେ ହେବ। ଦ୍ୱନ୍ଦ୍ୱ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ ।ସେ ଆହୁରି ମଧ୍ୟ କହିଛନ୍ତି, ନୋଡାଲ ଅଫିସରମାନେ ଜିଲ୍ଲା ବୁଲୁଛନ୍ତି। ସଚିବ ଡିଇଓ ଓ!-->…
ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ
ପରଲୋକରେ ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତି । କିଶୋର ମହାନ୍ତିଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । କିଶୋର ମହାନ୍ତିଙ୍କ ଦେହାନ୍ତକୁ କେହି ବିଶ୍ୱାସ କରିପାରୁନାହାନ୍ତି । ହୃଦଘାତରେ ତାଙ୍କର ମୃତ୍ୟୁ!-->…
ଭୁବନେଶ୍ୱରରେ ୩ ଦିନ ସବୁ ଧର୍ମାନୁଷ୍ଠାନ ବନ୍ଦ
ଭୁବନେଶ୍ୱରରେ ଆଗାମୀ ୩ ଦିନ ସବୁ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ବନ୍ଦ । ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆଗକୁ ଆସୁଛି ନୂଆବର୍ଷ । ତେବେ ନୂଆବର୍ଷ ପାଇଁ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ!-->…
ରାଜ୍ୟରେ ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ବଢିଲା ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୯ ଜଣ ଆକ୍ରାନ୍ତ!-->…
ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇ ରାଜ୍ୟ ନିର୍ବାଚନ ଆୟୋଗ ସଂପୂର୍ଣ୍ଣ ପ୍ରସ୍ତୁତ । ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ୱାର୍ଡମେମ୍ବର, ସରପଞ୍ଚ ଓ ସମିତିସଭ୍ୟଙ୍କ ପାଇଁ ଜାରି ହୋଇଛି ଚିହ୍ନ । ୱାର୍ଡ ମେମ୍ବରଙ୍କ ପାଇଁ!-->…
ଆଜିଠୁ ୫ ଦିନ ବନ୍ଦ ରହିବ ନନ୍ଦନକାନନ
ନୂଆ ବର୍ଷରେ ପର୍ୟ୍ୟଟକଙ୍କ ଭିଡ ଜମୁଥିବାରୁ ଆଜିଠୁ ୫ ଦିନ ବନ୍ଦ ରହିବ ନନ୍ଦନକାନନ । ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପର୍ୟ୍ୟଟକଙ୍କ ପାଇଁ ନନ୍ଦନକାନନକୁ ୫ ଦିନ ପାଇଁ ବନ୍ଦ ରଖାଯାଇଛି । କରୋନା ସଂକ୍ରମଣ ଏଡାଇବାକୁ ଆଜିଠାରୁ!-->…
ବଦଳିପାରେ ସ୍କୁଲ ଖୋଲିବା ନିଷ୍ପତ୍ତି!
ଆସନ୍ତା ଜାନୁଆରୀ ୩ ତାରିଖରୁ ରାଜ୍ୟରେ ପ୍ରାଥମିକ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ହୋଇଥିବା ବେଳେ ବଦଳିପାରେ ସ୍କୁଲ ଖୋଲିବା ନିଷ୍ପତ୍ତି । ବର୍ତମାନର କରୋନା ସ୍ଥିତିକୁ ଦେଖି ପ୍ରଥମରୁ ପଂଚମ ଶ୍ରେଣୀ ସ୍କୁଲ ଖୋଲିବା ନିଷ୍ପତ୍ତି!-->…