THE BYAPINI
Browsing Category

News

ପାରା ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ଜିତିଲେ ପ୍ରମୋଦ ଭଗତ: ୨ କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚୀନର ହାଙ୍ଗଝୌରେ ଚାଲିଥିବା ପାରା ଏସିଆନ୍ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ପୁରୁଷ ଏସଏଲ୍ ଥ୍ରୀ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ପ୍ରମୋଦ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ନିଜ ଦେଶର ନିତେଶ

ଆରପାରିରେ ସଙ୍ଗୀତ ନିର୍ଦ୍ଦେଶକ ଓ ଗୀତିକାର ସ୍ବରୂପ ନାୟକ

କଟକ: ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବରୁପ ନାୟକଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ଗତକାଲି ତାଙ୍କର ପରଲୋକ ହୋଇଥିଲା । ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ତଥା ଅଭିନେତା ସ୍ବରୂପ ନାୟକ ।

ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ

ମୁମ୍ବାଇ: ଇ-ମେଲ୍‌ ମାଧ୍ୟମରେ ‘ରିଲାଏନ୍‌ସ୍‌ ଇଣ୍ଡଷ୍ଟ୍ରିଜ୍‌’ର ଅଧ୍ୟକ୍ଷ ମୁକେଶ ଅମ୍ବାନିଙ୍କୁ ହତ୍ୟା ଧମକ ମିଳିଛି । ୨୦ କୋଟି ଟଙ୍କା ନଦେଲେ ତାଙ୍କୁ ହତ୍ୟା କରାଯିବ ବୋଲି ଜଣେ ଅଜ୍ଞାତ ବ୍ୟକ୍ତି ମୁକେଶ ଅମ୍ବାନିଙ୍କ

ଗୋଆରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ପଣଜୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଗୋଆର ମଡ଼ଗାଓ ସ୍ଥିତ ପଣ୍ଡିତ ଜବାହରଲାଲ ନେହରୁ ଷ୍ଟାଡିୟମରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କରିଛନ୍ତି । ଅକ୍ଟୋବର ୨୬ରୁ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା

ଭୀମ ପୃଷ୍ଟିଙ୍କୁ ୪୪ତମ ଶାରଳା ପୁରସ୍କାର

ଭୁବନେଶ୍ୱର : ବିଶିଷ୍ଟ କଥାକାର ଭୀମ ପୃଷ୍ଟି ପାଇଲେ ଚଳିତ ବର୍ଷର ସମ୍ମାନଜକନ ଶାରଳା ପୁରସ୍କାର। ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ସେ ଏହି ପୁରସ୍କାର ପାଇଛନ୍ତି। ସ୍ୱତନ୍ତ୍ର ସମାରୋହରେ ଆଜି ଇମ୍ଫା ଚାରିଟେବଲ ଟ୍ରଷ୍ଟ ‘ଇମ୍ପାକ୍ଟ’

ଓଡ଼ିଆ ଚଳଚ୍ଚିତ୍ର ‘ରାମ୍‌’ କୁ ନେଇ ଅଭିନେତା ମନୋଜ ମିଶ୍ର ଓ ଅନୁଭବ ବିବାଦ

ଭୁବନେଶ୍ବର : ଓଡ଼ିଆ ଚଳଚ୍ଚିତ୍ର  ‘ରାମ୍‌’କୁ ସମ୍ବଲପୁରରେ ଚଲାଇ ଦେଇନଥିବା ଅଭିଯୋଗ ଆଣି ପ୍ରଯୋଜକ ସଂଘ ଅଭିନେତା ମନୋଜ ମିଶ୍ରଙ୍କୁ ୨ ବର୍ଷ ପାଇଁ ବାସନ୍ଦ କରିଛି।  ଏହି ଘଟଣାକୁ ନେଇ ଅଭିନେତା ଅନୁଭବ ମହାନ୍ତି ସାମାଜିକ

ବାହ୍ୟ ମଳତ୍ୟାଗ, ଘାସରେ ଶୋଇବା, ବସିବା, ଖାଲି ପାଦରେ ଯାଆସ ସ୍କ୍ରବ୍ ଟାଇଫସ୍‌ର କାରଣ:କେନ୍ଦ୍ରୀୟ ଟିମ୍ ରିପୋର୍ଟ

ଭୁବନେଶ୍ବର: ବାହାରେ ମଳତ୍ୟାଗ, ଘାସରେ ଶୋଇବା, ବସିବା, ଖାଲି ପାଦରେ ଯିବା ଆସିବା ଆଦି ସ୍କ୍ରବ୍ ଟାଇଫସ୍‌ ସଂକ୍ରମଣ ପଛର ବଡ଼ କାରଣ। ଚଳିତବର୍ଷ ସୁନ୍ଦରଗଡ଼ ଜିଲ୍ଲାରେ ବହୁ ସଂଖ୍ୟାରେ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହେବା ସହିତ

୩୧ରେ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟପାଳ ଭାବେ ଆସନ୍ତା ୩୧ ତାରିଖରେ ବରିଷ୍ଠ ବିଜେପି ନେତା ରଘୁବର ଦାସ ଦାୟିତ୍ୱ ଗ୍ରହଣ କରିବେ। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଡଃ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ତାଙ୍କୁ ଓଡ଼ିଶାର ୨୬

ହୃଦ୍‌ଘାତରେ ଚୀନ୍‌ର ପୂର୍ବତନ ପ୍ରଧାନମନ୍ତ୍ରୀ ଲି କେକ୍ବିଆଙ୍ଗ୍‌ଙ୍କ ଦେହାନ୍ତ

ବେଜିଙ୍ଗ୍‌: ଶୁକ୍ରବାର ଦିନ ଆକସ୍ମିକ ହୃଦ୍‌ଘାତରେ ଚୀନ୍‌ର ପୂର୍ବତନ ପ୍ରଧାନମନ୍ତ୍ରୀ ଲି କେକ୍ବିଆଙ୍ଗ୍‌ଙ୍କର ଦେହାନ୍ତ ଘଟିଥିବା କଥା ସମ୍ବାଦ ପ୍ରସାରଣକାରୀ ସଂସ୍ଥା ‘ଚାଇନା ସେଣ୍ଟ୍ରାଲ୍‌ ଟେଲିଭିଜନ୍‌’ (ସିସିଟିଭି) ରିପୋର୍ଟ

ବାଲିଯାତ୍ରା ଷ୍ଟଲ ପାଇଁ ପଞ୍ଜିକରଣ ଆରମ୍ଭ

କଟକ: ନଭେମ୍ବର ୨୭ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଐତିହାସିକ କଟକ ବାଲିଯାତ୍ରା ଅନୁଷ୍ଠିତ ହେବ । ମହାନଦୀ ପଠାର ତଳ ଓ ଉପର ବାଲିଯାତ୍ରା ପଡିଆରେ ୮ ଦିନ ଧରି ଚାଲିବ ଯାତ୍ରା । ବାଲିଯାତ୍ରା ଷ୍ଟଲ ପାଇଁ ପଞ୍ଜିକରଣ