THE BYAPINI
Browsing Category

News

୨୪ରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହୋଇପାରେ ବର୍ଷା

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଧିରେ ଧିରେ ଘନୀଭୂତ ହେଉଛି । କାଲି ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ୨୩ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ

ରାଜଧାନୀର ୧୮୮ ଟି ପୂଜା ମଣ୍ଡପ ସୁରକ୍ଷାରେ ୩୧ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର: ପୁରପଲ୍ଲୀ ଠାରୁ ସହର ବଜାର ସବୁଠି ଉତ୍ସବମୁଖର।ଧରାଵତରଣ କରିବେ ମା’ ।ଭୁବନେଶ୍ବରରେ ମଧ୍ୟ ଦଶହରାକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଜଧାନୀରେ ଚଳିତବର୍ଷ ହେଉଥିବା ୧୮୮ ଟି ପୂଜା

ରୋହିତ ଶର୍ମାଙ୍କ ନାଁରେ କଟିଲା ଚାଲାଣ

ମୁମ୍ବଇ: ଦ୍ରୁତ ଗତିରେ ଗାଡ଼ି ଚଳାଉଥିବାରୁ ଭାରତୀୟ କ୍ରିକେଟ୍ ଅଧିନାୟକ ରୋହିତ ଶର୍ମାଙ୍କ ଚାଲାଣ କଟିଛି।  ଘଣ୍ଟା ପ୍ରତି ୨୦୦କିଲୋମିଟର ବେଗରେ ଗାଡ଼ି ଚଳାଉଥିବାରୁ ୩ଥର ରୋହିତଙ୍କ ନାଁରେ ଚାଲାଣ କଟିଛି। ପୁଣେ-ମୁମ୍ବଇ

STF କବଜାରେ ଅନ୍ତଃରାଜ୍ୟ ବ୍ୟାଙ୍କ ଠକେଇ ରାକେଟ: ୫ହଜାର ଆକାଉଣ୍ଟ ବିକ୍ରି

ଭୁବନେଶ୍ବର: STF କବଜାରେ ଏକ ଅନ୍ତଃରାଜ୍ୟ ବ୍ୟାଙ୍କ ଠକେଇ ରାକେଟ । ଏହି ରାକେଟ ଗରିବ ଆଦିବାସୀଙ୍କୁ କରୁଥିଲେ ଟାର୍ଗେଟ, ସାଇବର ଠକକୁ ବିକୁଥିଲେ ଆକାଉଣ୍ଟ । ରାକେଟର ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ STF । ଗିରଫ ୩

୧୬ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି

ଭୁବନେଶ୍ବର: ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକରେ ୭ଟି ବିଭାଗର ୧୬ଟି ପ୍ରସ୍ତାବରେ ମୋହର ବାଜିଛି । ସଂଗ୍ରହାଳୟର ସୁପରିଚାଳନା, ପ୍ରତ୍ନତତ୍ବ ଓ ଗ୍ରନ୍ଥାଳୟ ପାଇଁ ଗଠନ ହେବ ୩ଟି ସ୍ବତନ୍ତ୍ର

ଗ୍ଲୋବାଲ ମ୍ୟାରିଟାଇମ ଇଣ୍ଡିଆ ସମିଟ- ୨୦୨୩ରେ ଶ୍ରେଷ୍ଠ ଷ୍ଟଲର ପୁରସ୍କାର ପାଇଲା ଓଡ଼ିଶା

ଭୁବନେଶ୍ବର: ଗ୍ଲୋବାଲ ମ୍ୟାରିଟାଇମ ଇଣ୍ଡିଆ ସମିଟ- 2023ରେ ଓଡ଼ିଶାର ଷ୍ଟଲକୁ ଶ୍ରେଷ୍ଠ ଷ୍ଟଲର ପୁରସ୍କାର ମିଳିଛି । ଏହା ବ୍ୟତୀତ ମହାରାଷ୍ଟ୍ର ସହ ସ୍ୱତନ୍ତ୍ର ରାଜ୍ୟ ଅଧିବେଶନ ଆୟୋଜନ ପାଇଁ ମଧ୍ୟ ରନର୍ସ ଅପ ହୋଇଛି ଓଡ଼ିଶା । ଏହି

ଇସ୍ରାଏଲ-ହମାସ ଯୁଦ୍ଧ: ବଢ଼ିବ ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ : ଇସ୍ରାଏଲ-ଯୁଦ୍ଧର ପ୍ରଭାବରେ ପେଟ୍ରୋଲ, ଡିଜେଲ ଦର ବଢ଼ିପାରେ ବୋଲି ବଜାର ବିଶେଷଜ୍ଞ ଆକଳନ କରିଛନ୍ତି।ବଜାର ବିଶେଷଜ୍ଞଙ୍କ କହିବାନୁସାରେ, ଯଦି ଅଶୋଧିତ ତୈଳ ଯୋଗାଣ ହ୍ରାସ ପାଏ, ତେବେ ବଜାରରେ ମୂଲ୍ୟ ବୃଦ୍ଧି

ଇସ୍ରାଏଲର ସହ ବନ୍ଧୁ ଭାବେ ଠିଆ ହୋଇ ବ୍ରିଟେନ୍‌ ଗର୍ବିତ: ସୁନକ

ନୂଆଦିଲ୍ଲୀ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଆଜି ଇସ୍ରାଏଲ ଗସ୍ତ କରିଛନ୍ତି। ୨ ଦିନିଆ ମଧ୍ୟପ୍ରାଚ୍ୟ ଗସ୍ତରେ ଥିବା ସୁନକ ଆଜି ଇସ୍ରାଏଲରେ ପହଞ୍ଚିବାପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ମିଳିତ

ଆସନ୍ତା ରଥଯାତ୍ରା ସମୟରେ ଖୋଲାଯିବ ରତ୍ନଭଣ୍ଡାର

ଭୁବନେଶ୍ବର: ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିରସ୍ଥ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ସେଠାରେ ଗଚ୍ଛିତ ଥିବା ମୂଲ୍ୟବାନ ସମ୍ପତ୍ତିର ଗଣତି ଓ ମଣତି କରାଯିବ। ଏନେଇ ଗତ ଅଗଷ୍ଟ ୪ତାରିଖରେ ଗଜପତି ମହାରାଜାଙ୍କ

ବିଦ୍ୟୁତ୍‌ ଦର ବୃଦ୍ଧି ପାଇଁ ଅଦାନୀ ଦାୟୀ : ରାହୁଲ

ନୂଆଦିଲ୍ଲୀ: ପୁଣି ଥରେ ଅଦାନୀ ଗ୍ରୁପକୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆଦାନୀ ୩୨ ହଜାର କୋଟି ଟଙ୍କା ଠକେଇ କରିଛନ୍ତି ଏବଂ ଆଦାନୀଙ୍କ କାରଣରୁ ବିଦ୍ୟୁତ୍‌ ମହଙ୍ଗାରେ ମିଳୁଛି। କଂଗ୍ରେସ ନେତା କହିଛନ୍ତି,