THE BYAPINI
Browsing Category

News

ଏସସିବିରେ ହେଲା ମୋବାଇଲ ଆଲୁଅରେ ଚିକିତ୍ସା

କଟକ: ଏସ୍‌ସିବି ଡାକ୍ତରଖାନାରେ ବିଜୁଳି କାଟକୁ ନେଇ ଅଭାବନୀୟ ସ୍ଥିତି ଦେଖାଦେଇଛି । ଏକ କେବଲ୍‌ ଲାଇନ୍‌ରେ ସମସ୍ୟା ହେବାରୁ ମେଡିସିନ୍‌ ବିଭାଗର ଷଷ୍ଠ ୟୁନିଟ୍‌ ୱାର୍ଡ ସମେତ ଆନାଟୋମି ବିଭାଗ ଏବଂ ପୋଷ୍ଟମମର୍ଟମ୍‌ ରୁମ୍‌

ତିନିଗୁଣା ବଢ଼ିଲା ଭୁବନେଶ୍ୱର-ଉତ୍କେଲା ବିମାନ ଭଡ଼ା

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାବାସୀଙ୍କ ବହୁ ପ୍ରତୀକ୍ଷିତ ସ୍ୱପ୍ନ ଉତ୍କେଲା ଏୟାରଷ୍ଟ୍ରିପ୍‌କୁ ବିମାନବନ୍ଦରରେ ରୂପାନ୍ତରିତ କଲେ ସରକାର । ଗତ ଅଗଷ୍ଟ ୩୧ ତାରିଖରେ ପ୍ରଥମ କରି ଏହି ବିମାନବନ୍ଦରରୁ ଯାତ୍ରୀବାହୀ ବିମାନ ଚଳାଚଳ

ହବିଷ୍ୟାଳୀ ଯୋଜନା, ୩ରୁ ନାମ ପଞ୍ଜୀକରଣ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ପ୍ରତିବର୍ଷ ଧର୍ମମାସ କାର୍ତ୍ତିକରେ ‘ରାଇଦାମୋଦର ବ୍ରତ’ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳୀ ଯୋଜନା କାର୍ୟ୍ୟକାରୀ କରାଯାଉଛି। କୋଭିଡ଼ ମହାମାରୀ ପାଇଁ ୨୦୨୦ ଓ ୨୦୨୧ରେ ଏହି

ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ଚାଲିବ ସାଇବର ସୁରକ୍ଷା ଅଭିଯାନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସେପ୍‌ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି

ସାନ୍ତାଳୀ -ଓଡିଆ- ଇଂରାଜୀ ଶବ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି,

ସ୍କ୍ରବ୍‌ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦୀୟ ଟିମ୍‌

ସୁନ୍ଦରଗଡ଼: ସୁନ୍ଦରଗଡରେ ସ୍କ୍ରବ୍‌ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ୍‌ ପହଞ୍ଚିଛନ୍ତି । ତାଙ୍କ ସହ ରାଜ୍ୟର ୨ ଜଣ ସଦସ୍ୟ ରହିଛନ୍ତି । ଟିମ୍‌ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ

ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଲା ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ

ଭୁବନେଶ୍ୱର: ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଛି । ମେଣ୍ଟାଲ ଡିଜଅର୍ଡର ଶବ୍ଦକୁ ବାଦ୍‌ ଦେବା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ଶନିବାର ଘୋଷଣା କରିଛନ୍ତି । ନୟାଗଡ ବିଧାୟକ ଅରୁଣ ସାହୁ ଗତ ୨୮

ଅକ୍ଟୋବର ୫ ଯାଏଁ ବଢ଼ିଲା ମାଟ୍ରିକ୍‌ ଫର୍ମ ପୂରଣ ତାରିଖ

କଟକ: ମାଟ୍ରିକ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଫର୍ମ ଫିଲ୍‌ଅପ୍‌ ସମୟସୀମାକୁ ମାଧ୍ୟମିକ ଶିକ୍ଷା ପରିଷଦ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ  ବଢ଼ାଇ ଦେଇଥିବା ଜଣାପଡିଛି । ଏହି ସମୟସୀମା ବଢ଼ଇଥିବା ନେଇ ଆଜି ପରିଷଦ ପକ୍ଷରୁ ପ୍ରେସ୍‌

ଆପ୍‌ ଇଣ୍ଡିଆ ମେଣ୍ଟ ପ୍ରତି ପ୍ରତିଶ୍ରୁତିବଦ୍ଧ କହିଲେ କେଜ୍ରିୱାଲ, ଖୁବ୍‌ଶୀଘ୍ର ହେବ ଆସନ ବୁଝାମଣା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କ ଦଳ ଇଣ୍ଡିଆ ମେଣ୍ଟକୁ ସମର୍ଥନ ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି । ଗଣମାଧ୍ୟମକୁ କେଜ୍ରିୱାଲ କହିଛନ୍ତି, ତାଙ୍କ ଦଳ ଇଣ୍ଡିଆ ମେଣ୍ଟରୁ

ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକ, ୧୯ଟି ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର: ୧୨୨ତମ ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକରେ ୧୯ଟି ପ୍ରକଳ୍ପକୁ ଅନୁମୋଦନ । ମୋଟ୍‌ ୩ ହଜାର ୬ ଶହ ୬୩ କୋଟି ଟଙ୍କା ବିନିଯୋଗରେ ଏହି ପ୍ରକଳ୍ପଗୁଡ଼ିକ ପ୍ରତିଷ୍ଠା ହେବ । ଏହାଦ୍ବାରା ପ୍ରାୟ ୧୩