THE BYAPINI
Browsing Category

News

ସୀମାରେ ଅନୁପ୍ରବେଶ ରୋକିବ ମହୁମାଛି

ନୂଆଦିଲ୍ଲୀ : ଭାରତ-ବାଂଲାଦେଶ ସୀମା ଅଞ୍ଚଳରେ ବୃଦ୍ଧି ପାଉଥିବା ଅପରାଧୀକ କାର୍ଯ୍ୟକଳାପ ପାଇଁ ଏକ ଅଭିନବ ଉପାୟ ଅପଣାଇଛି ବିଏସ୍ଏଫ୍। ସୀମାରେ ଅନୁପ୍ରବେଶକାରୀଙ୍କ ଉପରେ ଅଙ୍କୁଶ ଲଗାଇବା ପାଇଁ ଏବେ ମହୁମାଛିର ସାହାଯ୍ୟ ନେବ ସୀମା

କଲେଜିୟମ ସୁପାରିସ ପ୍ରାର୍ଥୀଙ୍କୁ ପୁନର୍ବାର ଚୟନ ପାରିବେନି କେନ୍ଦ୍ର ସରକାର : ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ବିଚାରପତି ନିଯୁକ୍ତି ପାଇଁ କଲେଜିୟମ ସୁପାରିସ କରିଥିବା ପ୍ରାର୍ଥୀଙ୍କ ମଧ୍ୟରୁ କେନ୍ଦ୍ର ସରକାର ପୁନର୍ବାର ଚୟନ କରି ଅନୁମୋଦନ ଦେବା ଉପରେ ଆପତ୍ତି ଉଠାଇଛନ୍ତି ସୁପ୍ରିମ୍‌କୋର୍ଟ। କଲେଜିୟମଙ୍କ ତାଲିକା ଭିତରୁ ସରକାର

ବାହାରକୁ ଯିବା କଥା ସୋସିଆଲ ମିଡିଆରେ ଜଣାନ୍ତୁ ନାହିଁ

ଭୁବନେଶ୍ବର: ରାଜଧାନୀରେ ଥିବା ୨୧ଟି ଆପାର୍ଟମେଣ୍ଟରେ ଗତ ମାସକରେ କଳାକନା ବୁଲାଇଛନ୍ତି ଲୁଟେରା । ସିକ୍ୟୁରିଟି ଗାର୍ଡ ଓ ସିସିଟିଭିକୁ ସେମାନଙ୍କ ଖାତିର ନାହିଁ । କେବଳ ପୋଲିସକୁ ଦୋଷ ନଦେଇ ଲୋକେ ନିଜେ ସଚେତନ ହୁଅନ୍ତୁ । ଘର

୧୧ ଲକ୍ଷ ଟଙ୍କା ଜରିମାନା ଦେବ ବିଶାଳ ମେଗା ମାର୍ଟ

କଟକ: ରିଟେଲ ଚେନ୍‌ ‘ବିଶାଳ’ ମେଗା ମାର୍ଟକୁ ୧୧ ଲକ୍ଷ ଟଙ୍କା ଜରିମାନା। ‘ବିଶାଳ’ର ଭୁବନେଶ୍ୱର ସ୍ଥିତ ରସୁଲଗଡ଼ ଓ କଟକ ବିଡାନାସୀ ଷ୍ଟୋର ଉପରେ ଏହି ଜରିମାନା ହୋଇଛି। କଟକ ଜିଲ୍ଲା ଖାଉଟି ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ଉଭୟ

ମହୁଆ ମୋଇତ୍ରଙ୍କ ସଦସ୍ୟତା ରଦ୍ଦ ପାଇଁ ଏଥିକ୍ସ କମିଟିର ସୁପାରିଶ

ନୂଆଦିଲ୍ଲୀ: ଟିଏମସି ସାଂସଦ ମହୁଆ ମୋଇତ୍ରଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରୁଥିବା ଏଥିକ୍ସ କମିଟି ୫୦୦ ପୃଷ୍ଠାର ରିପୋର୍ଟ ଦାଖଲ କରିଛି । ଟିଏମସି ସାଂସଦଙ୍କୁ ତୁରନ୍ତ ବରଖାସ୍ତ କରିବାପାଇଁ ଏହି ରିପୋର୍ଟରେ ପ୍ୟାନେଲ୍

ମାନବ ଚାଲାଣ ମାମଲା: ୧୦ ରାଜ୍ୟରେ ଏନଆଇଏ ଚଢ଼ଉ

ନୂଆଦିଲ୍ଲୀ : ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମାନବ ଚାଲାଣ ମାମଲାରେ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇଛି। ସେହି ରାଜ୍ୟଗୁଡ଼ିକ ହେଲା ତ୍ରିପୁରା, ଆସାମ, ପଶ୍ଚିମବଙ୍ଗ, କର୍ଣ୍ଣାଟକ,

ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ’ ଆରମ୍ଭ

ଭୁବନେଶ୍ୱର : ମହିଳା ଶିଶୁ ବିକାଶ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଦ୍ୱାରା କଳିଙ୍ଗ ଷ୍ଟାଡିୟମରେ ଆନୁଷ୍ଠାନିକ ଭାବେ ଆରମ୍ଭ ହେଇଛି ରାଜ୍ୟସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉତ୍ସବ ‘ଉତ୍ସାହ’। ମିଶନ ଶକ୍ତି,

ହରଭଙ୍ଗାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଚାରିଛକ ସ୍ଥିତ ପ୍ୟାରେଡ଼ ପଡିଆରେ ବୁଧବାର ଆମ ଓଡିଶା ନବୀନ ଓଡିଶା ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ହୋଇଯାଇଛି। ହରଭଙ୍ଗା ବିଡ଼ିଓ ସ୍ୱପ୍ନିତା ନାୟକଙ୍କ

ବାଘ ଛାଲ ସହ ୨ ଗିରଫ

ରାୟଗଡା: ଏସଟିଏଫକୁ ମିଳିଛି ପୁଣି ଏକ ବଡ ସଫଳତା। ବିଶେଷ ସୂତ୍ରରୁ ଖବର ପାଇ ରାୟଗଡାରୁ ଦୁଇଟି ବାଘ ଛାଲ ଜବତ କରିବା ସହ ୨ ଜଣକୁ ଗିରଫ କରିଛି। ମଙ୍ଗଳବାର ଗୁଇନ୍ଦା ସୂତ୍ରରୁ ଖବର ପାଇଲା ଯେ ରାୟଗଡାର ଚାନ୍ଦିଲି ଥାନା ଅଂଚଳରେ ବାଘ

ଜେଲ୍‌ରୁ ମୁକୁଳିଲେ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ୱର: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକ ଆଜି କୋର୍ଟରୁ ଜାମିନ ପାଇବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ