THE BYAPINI

ଆଉ ୧୩୧ ପିଲା ସଂକ୍ରମିତ

Get real time updates directly on you device, subscribe now.

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା ।ଗତ ୨୪ ଘଣ୍ଟା ମଧ୍ୟରେ ୮୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ପିଲାଙ୍କ ସଂକ୍ରମଣ ସଂଖ୍ୟା କମୁନି । ୧୮ ବର୍ଷରୁ କମ ୧୩୧ ଜଣ ୨୪ ଘଂଟାରେ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୪୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୬୯ଜଣ ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.