THE BYAPINI

୨୪ ଘଣ୍ଟାରେ ୫୬୫ ସଂକ୍ରମିତ..୫ ମୃତ

Get real time updates directly on you device, subscribe now.

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲଲ୍ାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୫୬ଜଣ ରହିଛନ୍ତି ।ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ରେ ପହଞ୍ଚିଛି ।
ଗତ ୨୪ ଘଣ୍ଟାରେ ୫୬୫ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୨କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.