THE BYAPINI

ଦୀପାବଳି ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

Get real time updates directly on you device, subscribe now.

ଦୀପାବଳି ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି । ତେବେ ସ୍କୁଲ କେବେ ଖୋଲିବ ତାକୁ ନେଇ ବିଚାର ବିମର୍ଶ ଚାଲିଛି ।

ନୂଆ ବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଆଶା କରାଯାଉଛି । ପର୍ୟ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଖୋଲିବ । ପିଲାମାନଙ୍କ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ । ତେଣୁ ସେଥିପ୍ରତି ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ଏବେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠପଢା ସୁରୁଖୁରୁରେ ଚାଲିଛି ।

Get real time updates directly on you device, subscribe now.

Leave A Reply

Your email address will not be published.