THE BYAPINI

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରୁହ, ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଚିଠି

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଏସଆରସିଙ୍କ ଚିଠି । ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଚିଠି ଲେଖିଛନ୍ତି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ,

ଫସିଲେ ପ୍ରାଣୀଧନ ନିରୀକ୍ଷକ

ଭିଜିଲାନ୍ସ ଜାଲରେ ଭୁବନେଶ୍ବର ରଘୁନାଥପୁର କଳାରାହାଙ୍ଗର ପ୍ରାଣୀଧନ ନିରୀକ୍ଷକ । ପ୍ରାଣୀଧନ ନୀରିକ୍ଷକ ଜଗନ୍ନାଥ ରାଉତଙ୍କ ବାସଭବନରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ଓ କଟକ

ପୂର୍ବତନ ସରପଞ୍ଚଙ୍କୁ ନିର୍ମମ ହତ୍ୟା

ପୂର୍ବତନ ସରପଞ୍ଚଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବ୍ଲକର ୨୭ ନମ୍ବର ଜୋନ୍ ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମର ପୂର୍ବତନ ସରପଞ୍ଚ ଓ ପୂର୍ବତନ

ରାଜଧାନୀରେ ରାତି ଅଧରେ ଫୁଟିଲା ଗୁଳି

ରାଜଧାନୀରେ ଗହଣା ଦୋକାନୀଙ୍କୁ ଗୁଳି । । ରାତି ଅଧରେ ବ୍ୟବସାୟ ସାରି ଘରମୁହାଁ ହେଉଥିବା ବ୍ୟବସାୟୀଙ୍କୁ ଟାର୍ଗେଟ କରୁଛନ୍ତି ଲୁଟେରା। ସାମନ୍ତରାପୁର ଛକରେ ହୋଇଛି ଗୁଳିମାଡ଼ । ଦେବୀ ଦୁର୍ଗା ଜୁଏଲାରୀ ମାଲିକ ଓ କାରିଗର ଲୁଟ୍‌ର

କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡକରା

କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଆସିଛି ଡାକରା । ପିସିସିର ନୂଆ ସଭାପତି ଘୋଷଣା ଚର୍ଚ୍ଚା ଭିତରେ ଆସନ୍ତା ୫ ତାରିଖରେ ଦିଲ୍ଲୀ ରାଜ୍ୟ କଂଗ୍ରେସ ବିଧାୟକଙ୍କ ସହ ଆଲୋଚନା କରିବେ ରାହୁଲ ଗାନ୍ଧୀ । ଦଳୀୟ ସଂଗଠନ ଉପରେ ହେବ

ପବିତ୍ର ଅକ୍ଷୟ ତୃତୀୟା: ଅଖିମୁଠି ଅନୁକୂଳ, ରଥ ନିର୍ମାଣର ହେବ ଅନୁକୂଳ

ଆଜି ପବିତ୍ର ଅକ୍ଷୟ ତୃତୀୟା ।ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମାଲକ୍ଷ୍ମୀ ପୂଜାର୍ଚନା ସହ

ବିଡିଓଙ୍କୁ ମାଡ ମାରି ବିଧାୟକ ଗିରଫ

ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଗିରଫ । ଭୁବନେଶ୍ୱର ଯାଉଥିବା ବେଳେ ଗିରଫ କରିଛି ଦେବଗଡ଼ ପୁୁଲିସର ସ୍ୱତନ୍ତ୍ର ଟିମ୍ । ବିଧାୟକଙ୍କ ସମେତ ଅନ୍ୟ ୩ ସହଯୋଗୀଙ୍କୁ ଗିରଫ କରିଛି ପୋଲିସ । ଦେବଗଡ ତିଲେଇବଣି ବିଡିଓ

ପୁରୀରେ ଏଏସଆଇ ଟିମ୍

ପୁରୀରେ ପହଞ୍ଚିଲା ଏଏସଆଇର ତିନି ଜଣିଆ ଟିମ୍ । ଏଏସଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲିପ ଖମାରୀ, ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ, ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଚିତ୍ତରଞ୍ଜନ ଦାସ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଯାଇ ସମସ୍ତ

ପୁଣି ବଢିଲା ରନ୍ଧନ ଗ୍ୟାସ ଦର

ପୁଣି ମହଙ୍ଗା ମାଡ, ବଢିଲା ଏଲପିଜି ଦର । ସିଲିଣ୍ଡର ପିଛା ୧୦୪ ଟଙ୍କା ବୃଦ୍ଧି ପାଇଛି । ତେବେ ଏହି ଦର ବୃଦ୍ଧି ଘରୋଇ ଏଲପିଜି ଉପରେ ହୋଇନାହିଁ । ବରଂ କମର୍ସିଆଲ ଏଲପିଜି ଉପରେ ହୋଇଛି । ଘରୋଇ ସିଲିଣ୍ଡର ଉପରେ କୌଣସି ବର୍ଦ୍ଧିତ

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ୩ ମୃତ

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ । ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଟ୍ରକ୍ ପଛରେ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି । ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଶନିବାର ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲା ବଡ଼ଚଣା ନିକଟରେ ୧୬