ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି,୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଇତାଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ଣ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା!-->…