THE BYAPINI

ମାହାଙ୍ଗା ଗଣହତ୍ୟା: ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ମାହାଙ୍ଗା କୁସୁପୁର ଗଣହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ରିପୋର୍ଟ ଅନୁସାରେ ମୃତକଙ୍କ ଶରୀରର ଏକାଧିକ ସ୍ଥାନରେ କ୍ଷତ ଚିହ୍ନ ରହିଛି । କ୍ଷତଚିହ୍ନରୁ ସ୍ପଷ୍ଟ ହେଉଛି ହତ୍ୟାକାଣ୍ଡାରେ ଧାରୁଆ ଅସ୍ତ୍ରଶସ୍ତ୍ର ବ୍ୟବହାର

ଦେଶରେ ୨୪ ଘଂଟାରେ ୧୨୪୭ ଆକ୍ରାନ୍ତ ଚିହ୍ନଟ

ଦେଶରେ ଗତ ୨୪ ଘଂଟାରେ ୧୨୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ୯୩୬ କମ୍ ମାମଲା ଆସିଛି । ଗତକାଲି ଗୋଟିଏ ଦିନରେ ୨ ହଜାର ୧୮୩ ପଜିଟିଭ୍ ହୋଇଥିଲେ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍

ୱେବସାଇଟରେ ଆଜିଠୁ ମିଳିବ ମାଟ୍ରିକ ଆଡମିଟ କାର୍ଡ

ଆଜିଠୁ ମିଳିବ ମାଟ୍ରିକ ଆଡମିଟ୍ କାର୍ଡ ଦଶମ ଶ୍ରେଣୀ ସମେଟିଭ୍ ଆସେସମେଣ୍ଟ-୨ ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ଆଜିଠୁ ବୋର୍ଡ ୱେବସାଇଟ୍ ରେ ଉପଲବ୍ଧ ହେବ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନେ ବୋର୍ଡ ୱେବସାଇଟ୍ ରେ ବିଦ୍ୟାଳୟର କୋଡ୍

ଆଜିଠୁ ଖୋଲୁଛି ଲୋକସେବା ଭବନ

ଆଜିଠୁ ଖୋଲୁଛି ଲୋକସେବା ଭବନ । ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲୁଛି । ସ୍ୱୀକୃତିପ୍ରାପ୍ତ ସାମ୍ବାଦିକ ଯାଇପାରିବେ ଲୋକସେବା ଭବନ । କୋଭିଡ ସ୍ଥିତିରେ ସୁଧାର ଆସିବା ପରେ ଗୃହ ବିଭାଗ ପକ୍ଷରୁ ଏହି

ପରଲୋକରେ ପ୍ରଫୁଲ କର, ସବୁ ମହଲରେ ଶୋକର ଛାୟା

ପରଲୋକରେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ କର । ୮୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି । ଗତକାଲି ରାତି ୧୦ ଟା ୨୦ ମିନିଟ୍ ସମୟରେ ତାଙ୍କର ପରଲୋକ ହୋଇଯାଇଛି । ରାତି ୯ ଟା ପରେ ସେ ରାତ୍ରିଭୋଜନ

ମନେପଡନ୍ତି ବିଜୁ ବାବୁ..

ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା

ଜଳୁଛି ସାରା ଓଡ଼ିଶା

ଏପ୍ରିଲରୁ ଜଳୁଛି ସାରା ଓଡ଼ିଶା । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା । ସକାଳ ୧୧ଟା ପରେ ଘରୁ ବାହାରିବା ଏକ ପ୍ରକାର କଷ୍ଟକର ହୋଇପଡ଼ୁଛି । ଚଳିତ ମାସ ଆରମ୍ଭରୁ ଏଭଳି ଖରା ଜାରି ରହିଥିବା ବେଳେ

ଆଇପିଏଲରୁ ବାହାରିଲେ ଷ୍ଟାର ବୋଲର ଦୀପକ ଚହର

ଚେନ୍ନାଇ ପାଇଁ ବଢିଲା ଟେନସନ । ଆଇପିଏଲରୁ ବାହାରିଲେ ଷ୍ଟାର ବୋଲର ଦୀପକ ଚହର । ଚଳିତ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ ଲଗାତାର ଖରାପ ପ୍ରଦର୍ଶନ କରିଆସୁଥିଲା ବେଳେ ପୁଣି ଏକ ଝଟକା ଲାଗିଛି ଚେନ୍ନାଇକୁ । ଦଳର ଷ୍ଟାର ବୋଲର ଦୀପକ

୪ ଜିଲ୍ଲାରେ ମୃଦୁ ଭୂମିକମ୍ପ

ଆଜି ରାଜ୍ୟର ୪ ଜିଲ୍ଲାରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ଗଞ୍ଜାମରେ ମୃଦୁ ଭୂମିକମ୍ପ ହୋଇଛି । ଗଞ୍ଜାମରେ ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ରେକର୍ଡ କରାଯାଇଛି । ଭୂମିକମ୍ପ ଆଜି

ଚଳିତ ବର୍ଷ ସ୍ୱାଭାବିକ ମୌସୁମୀ

ଚଳିତ ବର୍ଷ ସ୍ୱାଭାବିକ ମୌସୁମୀ । ସ୍ୱାଭାବିକ ରହିବ ଦକ୍ଷିଣ-ପଶ୍ଚିମ ମୌସୁମୀ । ଭାରତୀୟ ପାଣିପାଗ ବିଭାଗର ଆକଳନ । ମୌସୁମୀ ଜୁନରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ରହିବ । ଚଳିତ ବର୍ଷ ୯୬ରୁ ୧୦୪ପ୍ରତିଶତ ବର୍ଷା ହେବା ନେଇ ଆକଳନ