THE BYAPINI

ତେଲ ଦର ବୃଦ୍ଧିରେ ଲାଗୁନି ବ୍ରେକ୍

ରାଜ୍ୟରେ ଉପର ମୁହାଁ ତେଲଦର ।ଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ରବିବାର ପଞ୍ଚମ ଦିନ ପେଟ୍ରୋଲ ୫୦ ପଇସା ଓ

ବ୍ରହ୍ମପୁରରେ ମେୟର ପଦ ହାତେଇଲା ବିଜେଡି

ବିଜେଡି ହାତକୁ ଗଲା ବ୍ରହ୍ମପୁର ମହାନଗର ମେୟର ପଦବୀ । ବିଜୟୀ ହେଲେ ବିଜେଡି ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ। ୨୦, ୨୩୬ ଭୋଟ ବ୍ୟବଧାନରେ ଜିତିଲେ ସଂଘମିତ୍ରା। ବିଜେପିର ସବିତା ସୁଆର ଓ କଂଗ୍ରେସର ମଞ୍ଜୁ ରଥଙ୍କୁ ହରାଇ ମେୟର ପଦ

ପୌର ଫଇସଲା: ଜାଣନ୍ତୁ କିଏ କେଉଁଠି ବିଜୟୀ?

୧୦୫ଟି ମ୍ୟୁନିସିପାଲିଟି ଓ ଏନ୍‌ଏସିର ଅଧ୍ୟକ୍ଷ ପଦ ପାଇଁ ଅନୁଷ୍ଠିତ ହୋଇଥିବା ନିର୍ବାଚନର ଫଳାଫଳ ଆଜି ଆସିଛି। ଆସନ୍ତା ଜାଣିବା କିଏ କେଉଁଠି ଅଧ୍ୟକ୍ଷ ପଦ ହାତେଇଛନ୍ତି ନିମ୍ନରେ ପଢ଼ନ୍ତୁ • ନବରଙ୍ଗପୁର ପୌର ପରିଷଦ ଅଧ୍ୟକ୍ଷ

ଆସୁଛି ମେୟର ଭୋଟ୍ ଗଣତିର ଟ୍ରେଣ୍ଡ୍, କିଏ ଆଗରେ କିଏ ପଛରେ ପଢ଼ନ୍ତୁ

ଚାଲିଛି ଭୋଟ୍ ଗଣତି, ଆସିଲା ଭୁବନେଶ୍ୱରର ଟ୍ରେଣ୍ଡ୍ ।କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମେୟର ପଦ କେଉଁ ଦଳ ଅକ୍ତିଆର କରିବ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଭୁବନେଶ୍ୱରରେ ଭୋଟ୍‌ ଗଣତି ବିଳମ୍ବ ହୋଇଥିବା ବେଳେ କଟକରେ ଦେଖିବାକୁ

ଆଜି ଆସିବ ପୌର ରାୟ

ପୌର ନିର୍ବାଚନ ପାଇଁ ଆଜି ସକାଳ ୮ ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ଭଦ୍ରକ ଜିଲ୍ଲା ଧାମନଗର ଏନ୍ଏସିକୁ ଛାଡ଼ି ୩ଟି ମହାନଗର ନିଗମ ଏବଂ ୧୦୫ ପୌରାଞ୍ଚଳର ଜନାଦେଶ ଆଜି ଆସିବ। ଶନିବାର ଦିନ ୩ ମହାନଗର ନିଗମ ଭୁବନେଶ୍ବର, କଟକ ଓ

ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ

ଗୁଳିଫୁଟିବାରୁ ଭଞ୍ଜନଗର ଗାଙ୍ଗପୁର ଥାନା ଅଧିକାରୀଙ୍କ ମୃତ୍ୟୁ । ନିଜ ରିଭଲଭର ସଫା କରୁଥିବା ସମୟରେ ଗୁଳି ଫୁଟିଲା । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ହସ୍ପିଟାଲରେ ହିଁ ଆଇଆଇସିଙ୍କ

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ଗତ ୪ ଦିନ ମଧ୍ୟରେ ତୃତୀୟ ଥର ଦର ବୃଦ୍ଧି ହୋଇଛି । ଦିଲ୍ଲୀରେ ଲିଟର ପିଛା ୮୦ ପଇସା ଲେଖାଏଁ ମହଙ୍ଗା ହୋଇଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ୮୬ ଓ ଡିଜେଲରେ ୮୫ ପଇସା ବୃଦ୍ଧି ହୋଇଛି ।

ଆଜି ଶପଥ ନେବେ ଯୋଗୀ

ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଯୋଗୀ ଆଦିତ୍ୟନାଥ । ଲକ୍ଷ୍ନୌର ଏକନା ଷ୍ଟାଡିୟମରେ ଏହି ଶପଥ ସମାରୋହ ଅନୁଷ୍ଠିତ ହେବ । ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବାର

ଅଧିନାୟକ ପଦ ଛାଡିଲେ ମହେନ୍ଦ୍ର ସିଂ ଧୋନୀ

ଇଣ୍ଡିଆନ୍ ପ୍ରିମିଅର ଲିଗ୍ (ଆଇପିଏଲ)ରେ ବଡ ଧରଣର ଅଦଳବଦଳି ହୋଇଛି । ଚେନ୍ନାଇ ସୁପର କିଙ୍ଗର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ମହେନ୍ଦ୍ର ସିଂ ଧୋନୀ । ଧୋନିଙ୍କ ସ୍ଥାନରେ ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଅଧିନାୟକ ଦାୟିତ୍ୱ

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ପ୍ରତିଟି ଭୋଟ୍ ମୂଲ୍ୟବାନ

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ