THE BYAPINI

ଯୁଦ୍ଧର ପ୍ରଥମ ଦିନରେ ୟୁକ୍ରେନରେ ୧୩୭ ଜଣଙ୍କ ମୃତ୍ୟୁ

ରୁଷ ଓ ୟୁକ୍ରେନ ମଧ୍ୟରେ ଘମାଘୋଟ ଲଢ଼େଇ ଆରମ୍ଭ ହୋଇଯାଇଛି। ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଏହି ଯୁଦ୍ଧ ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି। ପ୍ରଥମ ଦିନ ରୁଷ କରିଥିବା ହମଲାରେ ୟୁକ୍ରେନ ୧୩୭ ଜଣଙ୍କୁ ହରାଇଥିବା ରାଷ୍ଟ୍ରପତି

ଶେଷ ପର୍ୟ୍ୟାୟରେ ୭୦ ପ୍ରତିଶତ ଭୋଟିଂ

ରାଜ୍ୟରେ ପଞ୍ଚମ ପର୍ୟ୍ୟାୟ ମତଦାନ ଶେଷ ହୋଇଛି । ଶେଷ ପର୍ୟ୍ୟାୟରେ ସାରା ରାଜ୍ୟରେ ୭୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ ଥର ପାଇଁ ମାଲକାନାଗିରିରେ ୭୦ ଶତକଡ଼ା ମତଦାନ

ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପାଇଁ ଆଡଭାଇଜରି

ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପାଇଁ ଆଡଭାଇଜରି ଜାରି କରାଯାଇଛି । ୟୁକ୍ରେନ୍ ପରିସ୍ଥିତି ଚିନ୍ତାଜନକ ରହିଛି, ଯୁଦ୍ଧ ପରିସ୍ଥିତି ଲାଗି ରହିଛି । ଭାରତୀୟମାନଙ୍କୁ ଘରେ ରହିବାକୁ ଦୂତାବାସ ପକ୍ଷରୁ ପରାମର୍ଶ ଦିଆଯାଇଛି । ଯେଉଁଠି

ଋଷର ୫ଟି ବିମାନ ଖସାଇଲା ୟୁକ୍ରେନ

ଋଷ ପକ୍ଷରୁ ପ୍ରଥମେ ଆକ୍ରମଣ ପରେ ଏବେ ୟୁକ୍ରେନ ଏହାର ଜବାଦ ଦେବା ଆରମ୍ଭ କରିଛି ।ଋଷର ୫ଟି ଲଢୁଆ ବିମାନକୁ ଆକାଶପଥରେ ଧ୍ୱଂସ କରିଥିବା ଦାବି କଲା ୟୁକ୍ରେନ । ୟୁକ୍ରେନ ଆକାଶରେ ଏବେ ଫାଇଟର ଜେଟ ପଇଁତରା ମାରୁଥିବା ବେଳେ ଋଷର ୫ଟି

ପୁଟିନଙ୍କ କଡ଼ା ଧମକ..ଯିଏ ମୁଣ୍ଡ ପୁରାଇବ ପରିଣାମ ଭୋଗିବ

ୟୁକ୍ରେନ ବିରୁଦ୍ଧରେ ଋଷର ଯୁଦ୍ଧ ଘୋଷଣା ପରେ ଆରମ୍ଭ ହୋଇଛି ଘନଘନ ଆକ୍ରମଣ । ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସାମରିକ କାର୍ୟ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବା ସହ ପଶ୍ଚିମ ଦେଶଗୁଡ଼ିକୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି କୌଣସି

ୟୁକ୍ରେନ ଉପରେ ଋଷର ଆକ୍ରମଣ

ଋଷ- ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଯାଇଛି ଯୁଦ୍ଧ । ୟୁକ୍ରେନର ବିଭିନ୍ନ ସ୍ଥାନରେ ଋଷ ସେନାର ରକେଟ ମାଡରେ ୟୁକ୍ରେନର ୩୦୦ରୁ ଅଧିକ ଲୋକ ପ୍ରାଣ ହରାଇଥିବା ସୂଚନା ରହିଛି । ଏନେଇ ସୂଚନା ଦେଇଛନ୍ତି ୟୁକ୍ରେନ ଗୃହମନ୍ତ୍ରୀ । ଅନ୍ୟପଟେ

ଋଷର ସେନା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୋଲାଖୋଲି ଭାବେ ୟୁକ୍ରେନ ବିରୋଧରେ ସାମାରିକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିନ ମିଲାଟାରୀ ଅପରେସନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପୁଟିନ ସାମରିକ

ଆଜି ଶେଷ ପର୍ୟ୍ୟାୟ ନିର୍ବାଚନ

ଆଜି ରାଜ୍ୟରେ ଆରମ୍ଭ ହୋଇଛି ପଞ୍ଚମ ତଥା ଶେଷ ପର୍ୟ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ୨୫ ଜିଲ୍ଲାର ୪୮ ବ୍ଲକରେ ଆରମ୍ଭ ହୋଇଛି ଭୋଟିଂ । ୧୩୧ ଜିଲ୍ଲା ପରିଷଦ ଆସନରେ ନେତା ବାଛୁଛନ୍ତି ଜନତା । ୯୭୫

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା : ଆଉ ୩ ଗିରଫ

ବିଂଝାରପୁରର ବାଛୋଳରେ ସାମ୍ବାଦିକ ଆକ୍ରମଣ ଘଟଣାରେ ଆଉ ୩ ଜଣ ଗିରଫ ହୋଇଛନ୍ତି । ଏହି ଘଟଣାରେ ଏ ଯାଏଁ ଗିରଫଦାରୀଙ୍କ ସଂଖ୍ୟା ୧୫ରେ ପଂହଚିଛି । ପୂର୍ବରୁ ୧୨ ଜଣ ଗିରଫ ହୋଇ କୋର୍ଟଚାଲାଣ ହୋଇସାରିଛନ୍ତି । ତେବେ ମୁଖ୍ୟ ଅଭିଯୁକ୍ତ

ନିର୍ବାଚନ କମିଶନଙ୍କ ଅଫିସ ଆଗରେ ମୁହାଁମୁହିଁ ବିଜେଡି-ବିଜେପି

କିଏ କରୁଛି ନିର୍ବାଚନୀ ହିଂସା ? ଏହାକୁ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଅଫିସ ଆଗରେ ମୁହାଁମୁହିଁ ହୋଇଛନ୍ତି ବିଜେଡି-ବିଜେପି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଉଭୟ ବିଜେଡି ଓ ବିଜେପି ପକ୍ଷରୁ ଧାରଣା