THE BYAPINI

ନୂଆ ଲୁକରେ ନବୀନ

ନୂଆ ଲୁକରେ ନବୀନ । ଟ୍ରାକ ପ୍ୟାଣ୍ଟକୁ ଧଳା ରଙ୍ଗର ଟି-ସାର୍ଟ ପିନ୍ଧି କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଥିଲେ ମୁୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରିବା ସହ

ଲାଲୁଙ୍କୁ ୫ ବର୍ଷ ଜେଲ ଦଣ୍ଡ

ଲାଲୁ ଯାଦବଙ୍କୁ ୫ ବର୍ଷ ଜେଲ । ଚାରା ଘୋଟଲା ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ । ଗୋଖାଦ୍ୟ ଦୁର୍ନୀତି ମାମଲାରେ ସ୍ପେଶାଲ ସିବିଆଇ କୋର୍ଟ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି ।

ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

କୋଟିପତି ଏଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ନିକଟରେ ତ୍ରିନାଥ ମିଶ୍ରଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ

ତୃତୀୟ ପର୍ୟ୍ୟାୟରେ ୭୮.୬ % ମତଦାନ

ତୃତୀୟ ପର୍ୟ୍ୟାୟରେ ରାଜ୍ୟରେ ୭୮.୬ % ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୁବର୍ଣ୍ଣପୁରରେ ସର୍ବାଧିକ ୮୭.୪୪ ପ୍ରତିଶତ ମତଦାନ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬୬.୭୫

ତଳମୁହାଁ କରୋନା ମିଟର

କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୦୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪

ଜଗା ଦର୍ଶନ ପାଇଁ ହଟିଲା କଟକଣା

ଶ୍ରୀଜିଉଙ୍କ ଦର୍ଶନ ପାଇଁ ହଟିଲା କୋଭିଡ୍ କଟକଣା। ଦୀର୍ଘ ଦୁଇ ବର୍ଷ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କଟକଣା କୋହଳ ହୋଇଛି । ଆଜିଠାରୁ ଆଉ କୋଭିଡ୍ ନେଗେଟିଭ୍ ରିପୋର୍ଟ କିମ୍ବା ଟିକା ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ

ରାଜନଗରରେ ନିର୍ବାଚନୀ ହିଂସା..ପୁଲିସକୁ ପିଟିଲେ ଲୋକେ

ରାଜନଗର ଗୋଖଣିରେ ନିର୍ବାଚନୀ ହିଂସା । ରାଜ୍ୟରେ ତୃତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି । ପ୍ରଥମେ ଯାଜପୁରରେ ନିର୍ବାଚନୀ ହିଂସା ଘଟଣା ସାମ୍ନାକୁ ଆସିଥିବା ବେଳେ ଏବେ ରାଜନଗରରୁ ମଧ୍ୟ ନିର୍ବାଚନୀ ହିଂସା ଘଟଣା

ଶରଧାବାଲିରେ ବିଶ୍ୱ ବୈଷ୍ଣବ ସମ୍ମିଳନୀ

ପୁରୀ ଶରଧାବାଲିରେ ଉଦଘାଟନ ହୋଇଛି ବିଶ୍ୱ ବୈଷ୍ଣବ ସମ୍ମିଳନୀ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଉଦଘାଟନ କରିଛନ୍ତି । ଏଥିରେ ସମ୍ମିଳିତ ଶ୍ରଦ୍ଧାଳୁ ତଥା ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରିବା ସହ ଭାରତର ସନାତନ ଧର୍ମ ତଥା

ରାଜସ୍ଥାନରେ ଭୟଙ୍କର ଦୁର୍ଘଟଣା, ପାଣିକୁ ଖସିପଡିଲା ବର ଗାଡି

ରାଜସ୍ଥାନର କୋଟା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି । ନଦୀକୁ ଖସିଲା ବରଯାତ୍ରୀ କାର। ବିବାହ କରିବାକୁ ଯାଉଥିବା ବରଗାଡି ଦୁର୍ଘଟଣାଗ୍ରସ୍ତ । ବର ସହିତ ପ୍ରାଣ ହରାଇଲେ ୯ ଜଣ । ଗାଡିଟି ପାଣିରେ ଖସି ପଡିବାରୁ ୯ ଜଣ ବ୍ୟକ୍ତି

ତୃତୀୟ ପର୍ଯ୍ୟାୟ: ସକାଳ ୯ଟା ସୁଦ୍ଧା ୧୫% ମତଦାନ

ଆଜି ତୃତୀୟ ପର୍ୟ୍ୟାୟ ଭୋଟିଂ ଜାରି ରହିଛି । ସକାଳ ୯ଟା ସୁଦ୍ଧା ୧୫ ପ୍ରତିଶତ ମତଦାନ ହୋଇଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସକାଳ ୭ଟାରୁ ୬୩ ବ୍ଲକର ୧୭୧ ଜିଲ୍ଲା