ରାଜ୍ୟ ଆଜିଠୁ ପୁଣି ଭିଜିବ ଓଡ଼ିଶା Byapini Bureau Feb 9, 2022 0 ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ!-->…
ରାଜ୍ୟ ୪ ଘଂଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ Byapini Bureau Feb 9, 2022 0 ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।ଏହା ଏକ ଗୁପ୍ତ ସେବା ଏବଂ ଏକ!-->…
ରାଜ୍ୟ ରାଜଧାନୀ ରାଜରାସ୍ତାରେ ଗର୍ଜିଲା ବିଜେପି Byapini Bureau Feb 8, 2022 0 ଭୁବନେଶ୍ୱର ଶିଶୁଭବନ ଛକରେ ପୁଲିସ-ବିଜେପି କର୍ମୀ ଧସ୍ତାଧସ୍ତି । ନବୀନ ନିବାସ ଘେରାଉ ପାଇଁ ରାଜଭବନ ଛକରୁ ବାହାରିଥିଲେ ଶତାଧିକ ବିଜେପି କର୍ମୀ । ଶିଶୁ ଭବନ ଛକରେ ପୋଲିସ ବିଜେପି କର୍ମୀଙ୍କୁ ଅଟକାଇଥିଲା । ବିଜେପି କର୍ମୀ!-->…
ରାଜ୍ୟ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର Byapini Bureau Feb 8, 2022 0 ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର । ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ, ଯଥା – ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ!-->…
ଦେଶ ପରଲୋକରେ ମହାଭାରତର ଭୀମ Byapini Bureau Feb 8, 2022 0 ପୁଣି ଥରେ ଏକ ଦୁଃଖଦ ଖବର ବଲିଉଡକୁ ଦୋହଲାଇ ଦେଇଛି। ଆଖି ବୁଜିଲେ ବି.ଆର ଚୋପ୍ରାଙ୍କ ପପୁଲାର ସିରିଏଲ ମହାଭାରତର ଭୀମ ଅଭିନେତା ପ୍ରବୀଣ କୁମାର ସୋବତି । ଦୀର୍ଘ ଦିନ ହେଲା ଅସୁସ୍ଥ ଥିବା ପ୍ରବୀଣ ୭୪ ବର୍ଷ ବୟସରେ ଶେଷ ନିଶ୍ୱାସ!-->…
ଦେଶ ଖସୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା Byapini Bureau Feb 8, 2022 0 ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ରାଜ୍ୟରେ ୧୫୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍ ୩ ଶହ ୨୯ ଜଣ ଆକ୍ରାନ୍ତ ଅଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଂଘରୋଧରୁ!-->…
ରାଜ୍ୟ ପିଲାମାନଙ୍କୁ ସ୍କୁଲ ଛାଡିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ Byapini Bureau Feb 7, 2022 0 ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ୟ୍ୟନ୍ତ ୧୪ ତାରିଖରେ ଖୋଲିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପିଲାମାନଙ୍କୁ ଏକ!-->…
ରାଜ୍ୟ ଚାଉଳ କିଣା ପ୍ରସଙ୍ଗକୁ ନେଇ ଏଫସିଆଇ ଅଫିସ୍ ଆଗରେ ଧାରଣା ଦେବ ବିଜେଡି Byapini Bureau Feb 7, 2022 0 କେନ୍ଦ୍ର ସରକାର ଉଷୁନା ଚାଉଳ ନ ଉଠାଇବା ପ୍ରତିବାଦରେ ଧାରଣା ଦେବ ବିଜେଡି । ସୋମବାର ପ୍ରେସମିଟ୍ କରି ବିଜୁ ଜନତା ଦଳର ମୁଖପାତ୍ର କେନ୍ଦ୍ର ସରକାର ଉପରେ ବର୍ଷିବା ସହିତ କେନ୍ଦ୍ର ସରକାର କାହିଁକି ବଳକା ଚାଉଳ ନେଉନାହାଁନ୍ତି ସେହି!-->…
ରାଜ୍ୟ ବର୍ଷା ଫେରାଇବେ ନାହିଁ ପାର୍ଲାମେଣ୍ଟ କାର୍ଡ Byapini Bureau Feb 7, 2022 0 ବର୍ଷା-ଅନୁଭବ ବିବାଦ ମାମଲାରେ ବର୍ଷାଙ୍କ ପାର୍ଲିଆମେଣ୍ଟ ସ୍ପାଉସ୍ କାର୍ଡ ପ୍ରତ୍ୟାହାର ଉପରେ ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ । କାର୍ଡ ସରେଣ୍ଡର କରିବାକୁ ପାର୍ଲାମେଣ୍ଟ ସଚିବଙ୍କ ନିର୍ଦ୍ଦେଶ ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ!-->…
ରାଜ୍ୟ ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ Byapini Bureau Feb 7, 2022 0 ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ । ଲାଂଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି କଟକ ଜିଲ୍ଲା ନରସିଂହପୁରର ଥାନା ଅଧିକାରୀ । ଏକ ଅସଂରକ୍ଷିତ ଜନଜାତି ଗୋଷ୍ଠୀଙ୍କ ମାମଲାର ସମାଧାନ ପାଇଁ ଆଇଆଇସି ଅଲେଖ ଗରଡିଆ ଲାଂଚ ନେଉଥିଲେ ।!-->…