THE BYAPINI

୨୦୨୨ ନିଟ୍ ପିଜି ପରୀକ୍ଷା ସ୍ଥଗିତ

ସ୍ଥଗିତ ରହିଲା ୨୦୨୨ ନିଟ୍ ପିଜି ପରୀକ୍ଷା । ପରୀକ୍ଷା ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ନିଟ୍ ପିଜି ପରୀକ୍ଷା ହେବାର ଥିଲା । ୬ରୁ ୮ ସପ୍ତାହ ପର୍ୟ୍ୟନ୍ତ

ତଳମୁହାଁ କରୋନା ଗ୍ରାଫ୍

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ୩ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ୨୪ ଘଂଟାରେ ୨ ହଜାର ୬୯୭ ନୂଆ ଆକ୍ରାନ୍ତ ଚିହ୍ନଟହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୫୬୮ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୨୯ ଜଣ ଚିହ୍ନଟ

୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ

ରାଜ୍ୟରେ ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ । ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଫେବ୍ରୁଆରୀ ୭ ତାରିଖରୁ ଅଷ୍ଟମ ଶ୍ରେଣୀରୁ ଉପରକୁ ସମସ୍ତ ସ୍କୁଲ ଖୋଲିବାକୁ ଥିବା ବେଳେ ୧୪ରୁ କେଜିରୁ

ଡିଜିଙ୍କ ନିକଟରେ ଫେରାଦ ହେଲା ବିଜେପି

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜିଙ୍କ ନିକଟରେ ଫେରାଦ ହେଲା ବିଜେପି ।ନିର୍ବାଚନୀ ହିଂସା ନେଇ ପୋଲିସ ଡିଜିଙ୍କୁ ଭେଟିଲା ବିଜେପି ଟିମ । ପୋଲିସ ଡିଜି ଏସକେ ବଂସଲଙ୍କୁ ଭେଟି ବିଜେପି ଦେଇଛି ଦାବି ପତ୍ର ।

ସମିତି ସଭ୍ୟ ପ୍ରାର୍ଥୀ ନିଖୋଜ, ରାସ୍ତାରୁ ମିଳିଲା ମଟରସାଇକେଲ ଓ ଚପଲ

ପୁସିଂ କାର୍ଡ ଛପାଇବାକୁ ଯାଇ ସମିତି ସଭ୍ୟ ପ୍ରାର୍ଥୀ ଗାଏବ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକରେ ଏପରି ଘଟଣା ଦେଖିବାକୁ ମିଳିଛି। ନିଖୋଜ ପ୍ରାର୍ଥୀଜଣକ ହେଲେ ନୂଆଗାଁ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା ।

ନଦୀରେ ଭାସିଯାଇଥିଲେ ୩୮ ଡ୍ରାଗନ ସେନା

ଗଲୱାନ ସଂଘର୍ଷକୁ ନେଇ ଖୋଲିଲା ଚୀନର ପୋଲ୍ । ଗଲୱାନ୍ ସଂଘର୍ଷରେ ମରିଥିଲେ ୩୮ ଚୀନ୍ ସେନା । ଅଷ୍ଟ୍ରେଲିଆ ନ୍ୟୁଜ୍ ପେପର ‘ଦ କ୍ଲାକସନ’ରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି । ଏଥିରେ କୁହାଯାଇଛି ଭାରତ-ଚୀନ୍ ମଧ୍ୟରେ ସଂଘର୍ଷ ବେଳେ

କରୋନା: କେଉଁ ଜିଲ୍ଲାରୁ କେତେ ପଜିଟିଭ?

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୧୫ ଜଣ ଅଛନ୍ତି। ୨,୧୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୫୧୪ଟି ହେଉଛି ଲୋକାଲ୍

ତଳକୋର୍ଟଙ୍କ ରାୟକୁ କାଏମ୍‌ ରଖିଲେ ହାଇକୋର୍ଟ

ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ୱିନୀ ଦାଶ ଓ ଡାକ୍ତର ସୁମିତ ସାହୁ ମାମଲାରେ ତଳ କୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି ଓଡ଼ିଶା ହାଇକୋର୍ଟ। ପ୍ରତିମାସ ୧୦ ତାରିଖ ସୁଦ୍ଧା ଭରଣପୋଷଣ ବାବଦକୁ ଡାକ୍ତର ସୁମିତ ତପସ୍ୱିନୀଙ୍କୁ ମାସିକ ୧୭

ବରିଷ୍ଠ ଆଇଏଏସ ବିନୋଦ କୁମାର ଚାକିରିରୁ ବିଦା

ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ ଅଧିକାରୀ ବିନୋଦ କୁମାର । ଦୁର୍ନୀତି ଅଭିଯୁକ୍ତିଙ୍କ ବିରୁଦ୍ଧରେ କଡା କାର୍ୟ୍ୟାନୁଷ୍ଠାନ । ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ବିନୋଦ କୁମାର ।

ଯୋଗାଣ ଅଧିକାରୀଙ୍କ ଘରେ ରେଡ୍

କଟକର କୁବେର ଯୋଗାଣ ଅଧିକାରୀଙ୍କ ଘରେ ରେଡ୍ । ରତ୍ନାକର ସେଠୀଙ୍କ ଘରେ ଭିଜିଲାନ୍ସ ଚଢାଉ କରାଯାଉଛି । ୧ କୋଟି ୧୩ ଲକ୍ଷ ଟଙ୍କାର ବୀମା ପଲିସି ଠାବ କରାଯାଇଛି । ଚାଉଳିଆଗଞ୍ଜରେ ୩ ମହଲା ଓ ବାଲିସାହିରେ ୨ ମହଲା କୋଠା ଠାବ