THE BYAPINI

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍

ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ ।ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାର ୫୨୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪୯୪୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭୯ ପଜିଟି ଚିହ୍ନଟ ହୋଇଛନ୍ତି । ସେହିପରି ୦ରୁ ୧୮ ବର୍ଷ

ରାଲି ଓ ରୋଡ ସୋ ଉପରେ ଗୋଟିଏ ସପ୍ତାହ ବଢିଲା କରୋନା କଟକଣା

ନିର୍ବାଚନ ଆୟୋଗଙ୍କ ବଡ ନିଷ୍ପତ୍ତି, ରାଲି ଓ ରୋଡ ସୋ ଉପରେ ଗୋଟିଏ ସପ୍ତାହ ବଢିଲା କରୋନା କଟକଣା । କରୋନା ମହାମାରୀକୁ ନଜରରେ ରଖି କେନ୍ଦ୍ର ନିର୍ବାଚନ ଆୟୋଗ ୫ ଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନରେ ରୋଡ ସୋ ଓ ରାଲି ଉପରେ

ଚାହୁଁ ଚାହୁଁ ଚାଲିଗଲା ୬ ଜୀବନ

ଚାହୁଁ ଚାହୁଁ ଚାଲିଗଲା ୬ ଜୀବନ । ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌। ଫଳରେ ବସ୍‌ଟି ଓଲଟି ପଡ଼ିଲା। ଏହି ଦୁର୍ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ବିଦୁ ଛକରେ। ଘରୋଇ ବସ୍ ‘ଶାନ୍ତିଲତା’ ଉଦଳାରୁ ଭୁବନେଶ୍ୱର ଯାଉଥିଲା ।

କରୋନାରୁ ସୁସ୍ଥ ହେବାର ୩ ମାସ ପରେ ତୃତୀୟ ଡୋଜ୍

କରୋନାରୁ ସୁସ୍ଥ ହେବାର ତିନି ମାସ ପରେ ନେଇପାରିବେ ପ୍ରିକସନ୍ ଡୋଜ୍ । କରୋନା ଟିକା ସହ ପ୍ରିକସନ୍ ଡୋଜ୍ ନେଇପାରିବେ । ଏନେଇ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖିଛି ଏନଏଚଏମ୍ ବା ଜାତୀୟ ସ୍ୱାସ୍ଥ୍ୟ ମିଶନ ।

୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୭ ମୃତ

ମୁମ୍ବାଇର ଭାଟିଆ ହସପିଟାଲ ନିକଟରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗୋଆଲିଆ ଟ୍ୟାଙ୍କ ଏରିଆରେ ଥିବା କମଲା ବିଲଡିଂରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ମୁମ୍ବାଇର

ରାଜ୍ୟରେ ତଳମୁହାଁ ସଂକ୍ରମଣ..ଦେଶରେ କିନ୍ତୁ ସ୍ଥିତି ଅଣାୟତ୍ତ

ରାଜ୍ୟରେ ତଳମୁହାଁ ହେଉଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮, ୮୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫୧୨୮ ଓ ଲୋକାଲ୍ କେସ୍ ୩୭୧୭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ

ବରଯାତ୍ରୀ ଗାଡିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ, ୫ ମୃତ

ସୁବର୍ଣ୍ଣପୁର ଜିଲ୍ଲାର ମହାନଦୀ ସେତୁ ଉପରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୫ ବୋଲେରୋ ଯାତ୍ରୀଙ୍କ ମୃତ୍ୟୁ ହୋଇଛି।

ଦେଶରେ ଦିନକରେ ୩ ଲକ୍ଷ ୪୭ ହଜାରରୁ ଅଧିକ ଆକ୍ରାନ୍ତ

ଦେଶରେ ପୁଣି କରୋନା ବିସ୍ଫୋରଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୦୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ

ରାଜ୍ୟରେ ୧୦ ହଜାର ତଳକୁ ଖସିଲା ସଂକ୍ରମଣ

ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୯୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୧୩୪ ଜଣ ସ୍ଥାନୀୟ

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ପୁଣି ଭିଜିବ ଓଡ଼ିଶା!

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ପୁଣି ଭିଜିବ ଓଡ଼ିଶା। ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି û ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।