THE BYAPINI

ଆଜିଠୁ ହାଇକୋର୍ଟ ବନ୍ଦ

କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ଆଜିଠାରୁ ବନ୍ଦ ରହିବ ହାଇକୋର୍ଟ । ରାଜ୍ୟରେ କରୋନା ସଂକ୍ରମଣ ଅପ୍ରତ୍ୟାଶିତ ଭାବେ ବଢିବା ସହିତ ହାଇକୋର୍ଟରେ ବହୁ କର୍ମଚାରୀ କରୋନା ଆକ୍ରାନ୍ତ ହେବା ଘଟଣାକୁ ବିଚାରକୁ ନିଆଯାଇ ସାନି

ଭୁବନେଶ୍ୱର ପାଇବ ପ୍ରଥମ ମହିଳା ମେୟର

ଭୁବନେଶ୍ୱର ପାଇବ ପ୍ରଥମ ମହିଳା ମେୟର । ମହିଳାଙ୍କ ପାଇଁ ସଂରକ୍ଷିତ ରହିଲା ବିଏମସି ମେୟର ପଦ । ପ୍ରଥମଥର ଭୁବନେଶ୍ୱର ମହାନଗର ନିଗମ ଦେଖିବ ମହିଳା ମେୟର । ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି ।

ପଞ୍ଚାୟତ ନିର୍ବାଚନ ପ୍ରଚାର: ଆସିଲା ଗାଇଡଲାଇନ

ପଞ୍ଚାୟତ ନିର୍ବାଚନ ପ୍ରଚାର ପାଇଁ ଆସିଲା ଗାଇଡଲାଇନ । ଏସଆରସି ଜାରି କଲେ ଗାଇଡଲାଇନ । ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରିବା ଉପରେ ପ୍ରାଧାନ୍ୟ । ସର୍ବାଧିକ ୫ ଜଣଙ୍କୁ ନେଇ ହୋଇ ପାରିବ ଘରକୁ ଘର ପ୍ରଚାର । ଡିଜିଟାଲ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ; ତଦନ୍ତ କମିଟି ଗଠନ କଲେ ସୁପ୍ରମିକୋର୍ଟ

ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ମାମଲାର ତଦନ୍ତ ପାଇଁ କମିଟି ଗଠନ କଲେ ସୁପ୍ରିମକୋର୍ଟ । ୪ ଜଣିଆ ତଦନ୍ତ କମିଟି ଗଠନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଇନ୍ଦୁ ମଲହୋତ୍ରାଙ୍କ

ମାଡିଚାଲିଛି ସଂକ୍ରମଣ..ସ୍ଥିତି ଉଦବେଗଜନକ

ଦେଶରେ ୨ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ । ଦିନକରେ ଚିହ୍ନଟ ହେଲେ ଲକ୍ଷେ ୯୪ ହଜାର ୭୨୦ ପଜିଟିଭ୍ ।ସଂକ୍ରମଣ ହାର ବି ୧୧ ଦଶମିକ ୦୫ ପ୍ରତିଶତ ହୋଇଯାଇଛି । ଗତକାଲି ତୁଳନାରେ ୨୬ହଜାର ୬୫୭ ଅଧିକ ମାମଲା ସାମ୍ନାକୁ ଆସିଛି । ସେହିପରି

ପଞ୍ଚଭୂତରେ ବିଲୀନ ହେଲେ ମିହିର

ପଞ୍ଚଭୂତରେ ଲୀନ ହେଲେ ମିହିର ଦାସ । ପୁଅ ଅମ୍ଳାନ ଦାସ ବାପାଙ୍କୁ ମୁଖାଗ୍ନି ଦେଇଛନ୍ତି । କଟକ ସତିଚଉରାରେ ଅନ୍ତ୍ୟେଷ୍ଟି କିୟା ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ମିହିରଙ୍କ ଶେଷ ଦର୍ଶନ

ମିହିର ଦାସଙ୍କ ପରଲୋକ

ଆଉ ନାହାନ୍ତି ବରିଷ୍ଠ ସିନେ ଅଭିନେତା ମିହିର ଦାସ। ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। କିଛିଦିନ ତଳେ

ଲକଡାଉନ୍‌ ମୁହାଁ ଦିଲ୍ଲୀ !

ଦେଶରେ କରୋନା ମହାମାରୀ ପାଇଁ ସ୍ଥିତି ସଙ୍ଗୀନ ହେବାକୁ ଲାଗିଲାଣି। ଚିନ୍ତା ବଢ଼ାଇଲାଣି ଓମିକ୍ରନ୍‌ ଭାରିଏଣ୍ଟ। ପ୍ରାୟ ସବୁ ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ବଢ଼ି ଚାଲିଛି। ଦେଶରେ ରାଜଧାନୀ ଦିଲ୍ଲୀରେ କରୋନା ଓ

ଲତା ମଙ୍ଗେଶକରଙ୍କୁ କରୋନା

ପ୍ରଖ୍ୟାତ କଣ୍ଠଶିଳ୍ପୀ ଲତା ମଙ୍ଗେଶକର କରୋନା ପଜିଟିଭ୍ । ୯୨ ବର୍ଷିୟ ଏହି ଗାୟିକା କରୋନା ସଂକ୍ରମିତ ହେବା ପରେ ତାଙ୍କୁ ବ୍ରିଚ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ତାଙ୍କର ଜଣେ ସଂପର୍କୀୟ ସୂଚନା ଦେଇଛନ୍ତି

ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା, ଫେବ୍ରୁଆରୀ ୧୬ରୁ ପଡ଼ିବ ଭୋଟ

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ । ୫ଟି ପର୍ୟ୍ୟାୟରେ ହେବ ଚଳିତ ପଞ୍ଚାୟତ ନିର୍ବାଚନ । ଆସନ୍ତା ଫେବ୍ରୁଆରୀ ୧୬, ୧୮, ୨୦, ୨୨, ୨୪ ତାରିଖରେ ନିର୍ବାଚନ ହେବ । ପ୍ରତି ପର୍ୟ୍ୟାୟ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ ।