THE BYAPINI

ଫିକା ପଡିବ ନୂଆବର୍ଷ

ଫିକା ପଡ଼ିବ ନୂଆବର୍ଷ । ନୂଆବର୍ଷକୁ ସ୍ୱାଗତ କରିବାକୁ ହେବନି କୌଣସି କାର୍ୟ୍ୟକ୍ରମ । ଜିରୋ ନାଇଟ ସେଲିବ୍ରେସନ ଉପରେ କଟକଣା ଲଗାଇଲେ ସରକାର । ନୂଆ ବର୍ଷରେ ସର୍ବସାଧାରଣ ସ୍ଥାନରେ ପିକନିକ ଉପରେ ବି କଟକଣା ଲଗାଯାଇଛି । ହୋଟେଲ,

ଏଇ ଶନିବାର ବାତ୍ୟା!

ଡିସେମ୍ବର ୪ରେ ବାତ୍ୟା ! ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁପାରେ ବାତ୍ୟା । ଏନେଇ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି ।ଆଜି ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ଗତି କରି

ଆଗାମୀ ୧୨ ଘଣ୍ଟାରେ ଲଘୁଚାପ!

ଆଗାମୀ ୧୨ ଘଂଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ, ଉତ୍ତର ପଶ୍ଚିମ ଦିଗକୁ ଗତି କରି ପରବର୍ତ୍ତୀ ୪୮ ଘଂଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।ଅବପାତ ପ୍ରଭାବରେ ୨ ତାରିଖରୁ

ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ

ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନା ପଜିଟିଭ । ସେ ଏବେ କଳିଙ୍ଗନଗର ସ୍ଥିତ ଟାଟା ମେଡିକାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି । ତାଙ୍କୁ ଅକ୍ସିଜେନ

କନେଷ୍ଟବଳଙ୍କ କୋଟି କୋଟି ସମ୍ପତ୍ତି

କନେଷ୍ଟବଳଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି । କନେଷ୍ଟବଳଙ୍କ ଘରେ ଚଢାଉ ବେଳେ ଏତେ ଟଙ୍କାର ସମ୍ପତ୍ତି ଦେଖି ତାଜୁବ ହୋଇଯାଇଛନ୍ତି ଭିଜିଲାନ୍ସ ଅଧିକାରୀ । କୁବେର କନେଷ୍ଟବଳ ଜଣକ ହେଉଛନ୍ତି ବ୍ରହ୍ମପୁର ଥାନାର ସୁଦର୍ଶନ ପ୍ରଧାନ ।

କୃଷି ଆଇନ ପ୍ରତ୍ୟାହାର ବିଲ୍ ପାରିତ

ଲୋକସଭାରେ କୃଷି ଆଇନ ପ୍ରତ୍ୟାହାର ବିଲ୍ ପାରିତ । ସଂସଦର ଶୀତ ଅଧିବେଶନର ପ୍ରଥମ ଦିନରେ କୃଷି ଆଇନ ପ୍ରତ୍ୟାହାର ବିଲ୍ ପାରିତ । ଲୋକସଭାରେ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆଣିଥିବା କୃଷି ଆଇନ ପ୍ରତ୍ୟାହାର ବିଲ୍ ପାରିତ

ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀ

ଇଡିରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଟାଟା ନିଯୁକ୍ତି ଠକେଇ ଘଟଣାରେ ତାଙ୍କୁ ସମନ୍ ହୋଇଥିବା ବେଳେ ଆଜି ସେ ଇଡିରେ ହାଜର ହୋଇଛନ୍ତି । ପୂର୍ବରୁ ସ୍ୱାସ୍ଥ୍ୟଗତ କାରଣରୁ ୨ଥର ହାଜର ହୋଇପାରିନଥିଲେ ପ୍ରଦୀପ ।

ଭିଜିଲାନ୍ସ ଜାଲରେ କନେଷ୍ଟବଳ

କନଷ୍ଟେବଲଙ୍କ ଘରେ ଭିଜିଲାନ୍ସ ରେଡ୍ । ବ୍ରହ୍ମପୁର ଥାନାର କନଷ୍ଟେବଳ ସୁଦର୍ଶନ ପ୍ରଧାନଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢାଉ କରିଛି । ଗଞ୍ଜାମର ୩ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି

ପୁଣି ବାତ୍ୟା ଭୟ

ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ୩୦ ତାରିଖବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଅଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଡିସେମ୍ବର ୨ରୁ ୪ତାରିଖ ପର୍ୟ୍ୟନ୍ତ

ସୁଡ଼ଙ୍ଗ ଭିତରେ ଚାଲିବ ରେଳ

ଆଗେଇ ଚାଲିଛି ତାଳଚେର ବିମଳାଗଡ଼ ରେଳ ପ୍ରକଳ୍ପ । ସୁନାଖଣି ଓ ସମଲ ଷ୍ଟେସନ ମଧ୍ୟରେ ଥିବା ବାରୁଅଁ ପାହାଡରେ ରେଳପଥ ପାଇଁ ୮୪୦ ମିଟର ସୁଡଙ୍ଗ ଖୋଳା କାମ ଶେଷ ପର୍ୟ୍ୟାୟରେ ପହଂଚିଛି । ୯୨୮ କୋଟି ଟଙ୍କା ବ୍ୟୟରେ ୧୪୯ ଦଶମିକ ୭୮