THE BYAPINI

ଆଜି ଭାରତ-ଆଫଗାନିସ୍ତାନ ଟକ୍କର

ଟି-୨୦ ବିଶ୍ୱକପରେ ଆଜି ଭାରତ-ଆଫଗାନିସ୍ତାନ ଟକ୍କର । କିସ୍ତାନ ଓ ନ୍ୟୁଜିଲାଣ୍ଡଠାରୁ ଶୋଚନୀୟ ପରାସ୍ତ ହେବା ପରେ ଆଜି ଆଫଗାନିସ୍ତାନକୁ ଭେଟିବ ଦଳ ।ଟ୍ବେଣ୍ଟି-୨୦ ବିଶ୍ବକପ୍ ପୂର୍ବରୁ ପ୍ରମୁଖ ଦାବିଦାର ଥିବା ଭାରତ ଏପର୍ୟ୍ୟନ୍ତ

ଏଥର ଦୀପାବଳୀରେ ଫୁଟିବ ଗ୍ରୀନ କ୍ରାକର

ଥର ଦୀପାବଳୀରେ ଫୁଟିବ ଗ୍ରୀନ କ୍ରାକର । ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଦେଲେ ହାଇକୋର୍ଟ । ରାତି ୮ରୁ ୧୦ କେବଳ ୨ ଘଣ୍ଟା ବାଣ ଫୁଟାଇବାକୁ ଅନୁମତି । ବାଣ ଫୁଟାଇବା ପାଇଁ ଅନୁମତି ମାଗିଥିଲା ଅଲ ଓଡିଶା ଫାୟାର ଡିଲର ଆସୋସିଏସନ

କୁବେର କନେଷ୍ଟବଳଙ୍କ କୋଟି କୋଟି ସମ୍ପତ୍ତି

ଆସିଲା କୁବେର କନେଷ୍ଟବଳଙ୍କ ସମ୍ପତ୍ତି ତାଲିକା । ସମ୍ପତ୍ତି ତାଲିକାର ହିସାବ ଦେଲା ଭିଜିଲାନ୍ସ । ପ୍ରସନ୍ନ ବେହେରାଙ୍କ ସମ୍ପତ୍ତି ୬କୋଟି ୯୭ ଲକ୍ଷ ୧୫ ହଜାର । ଆୟଠାରୁ ୨୨୧ ପ୍ରତିଶତ ଅଧିକ ସମ୍ପତ୍ତି ଠାବ । ପୂର୍ବରୁ କୁବେର

ଟିକା ନେଇ ନଥିବା ବ୍ୟକ୍ତିଙ୍କୁ ଖୋଜିବେ ଆଶାକର୍ମୀ

ମହାମାରୀ ରୋକିବା ପାଇଁ ଟିକାକରଣ ଏକମାତ୍ର ଉପାୟ ବୋଲି କୁହାଯାଉଛି । ଏପରି ସ୍ଥଳେ ଗ୍ରାମାଂଚଳରେ ବହୁ ଲୋକ ଆଦୌ ଟିକା ନେଇନଥିବା ବେଳେ ଦ୍ୱିତୀୟ ଡୋଜ ଟିକା ନେଇନଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ

ମହଙ୍ଗା ହେଲା ଗ୍ୟାସ ଦର

ମାସ ଆରମ୍ଭରୁ ମହଙ୍ଗା ମାଡ଼ । ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଝଟ୍କା । ପ୍ରେଟୋଲ ଓ ଡିଜେଲ ଦର ଲଗାତର ବୃଦ୍ଧି ପାଉଥିବା ବେଳେ ଆଜି ବଢିଛି ଗ୍ୟାସ୍ ଦର । ଅଣସବସିଡି ଗ୍ୟାସ୍ ଦର ବୃଦ୍ଧି ପାଇଛି । ୧୯ କେଜି ସିଲିଣ୍ଡର ଦର ୨୬୬

ତେଲ ଦରରେ ଲାଗୁନି ବ୍ରେକ୍

ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା ୩୭ ପଇସା ଓ ଡିଜେଲ ୪୦ ପଇସା ମହଙ୍ଗା ହୋଇଛି ।ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲଦର ବଢିବା ଦ୍ୱାରା ସରକାରୀ କମ୍ପାନି ଗୁଡିକ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢାଇ

ଦରବୃଦ୍ଧି ବିରୋଧରେ ବିଜେଡିର ପ୍ରତିବାଦ

ଦରବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ବିଜେଡି । ପାର୍ଟି ଅଫିସରୁ ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନେ ରାଜଭବନ ଯାଏଁ ସାଇକେଲ ଶୋଭାଯାତ୍ରା କରିଛନ୍ତି । ଶୋଭାଯାତ୍ରାରେ ଯାଇ ରାଜଭବନ ସମ୍ମୁଖରେ ବିଜେଡି ଧାରଣା

କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ଼

ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ରମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଟେନି ମୁଣ୍ଡଳୀରେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଆସିଛନ୍ତି । ବିମାନବନ୍ଦରରେ ପହଂଚିବା ପରେ ତାଙ୍କୁ ବିରୋଧ

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ । ଶ୍ରୀମନ୍ଦିର କାର୍ୟ୍ୟାଳୟ ଚାଲୁଥିବା ପୁରୁଣା କୋଠାକୁ ଉଚ୍ଛେଦ କରାଯାଉଛି । ଏଥିପାଇଁ ମରିଚିକୋଟ ଛକରୁ ଶ୍ରୀମନ୍ଦିର କାର୍ୟ୍ୟାଳୟ ପର୍ୟ୍ୟନ୍ତ ପୁଲିସ ଛାଉଣୀ ହୋଇଛନ୍ତି । ଏହା ହେଉଛି

ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇଟ୍

ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇଟ୍ । ଆଜି ଟି-୨୦ ବିଶ୍ୱକପରେ ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବେ । ଏହି ମ୍ୟାଚରେ କଡା ଟକ୍କର ଦେଖିବାକୁ ମିଳିବ । କାରଣ ଉଭୟ ଦଳ ନିଜର ପ୍ରଥମ ମ୍ୟାଚ ପାକିସ୍ତାନଠୁ ପରାସ୍ତ ହୋଇଛନ୍ତି । ତେଣୁ