୧୦୦ କୋଟି ଡୋଜ୍ କେବଳ ସଂଖ୍ୟା ନୁହେଁ ଦେଶର ସାମର୍ଥ୍ୟର ପ୍ରତିବିମ୍ବ
ଦେଶରେ ୧୦୦ କୋଟି ଡୋଜ୍ ଟିକାକରଣ ପୂରଣ ହେବା ପରେ ଦେଶବାସୀଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶବାସୀଙ୍କୁ ସମ୍ବୋଧନ କରି ମୋଦି କହିଛନ୍ତି ଯେ, ୧୦୦ କୋଟି ଡୋଜ୍ କେବଳ ଏକ ସଂଖ୍ୟା ନୁହେଁ ଏହା ଆମ ଦେଶର!-->…