THE BYAPINI

୩ ବର୍ଷରେ ୨୮୨ ହାତୀଙ୍କ ମୃତ୍ୟୁ

ବିଧାନସଭାରେ ବିଧାୟକ ଗଣେଶ ରାମ ଖୁଣ୍ଟିଆ ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ୨୦୧୮ରୁ ଏବେ ଯାଏଁ ରାଜ୍ୟରେ କେତେ ସଂଖ୍ୟକ ହାତୀ ଓ ବାଘର ମୃତ୍ୟୁ ହୋଇଛି ତାହାର ସବିଶେଷ ତଥ୍ୟ ରଖିଛନ୍ତି ବିଭାଗୀୟ ମନ୍ତ୍ରୀ…

ମାନସ ଦାସଙ୍କ ଘରେ ରେଡ୍

ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କ ଘରେ ଚଢାଉ । ଭୁବନେଶ୍ୱର ସ୍ଥିତ ଘରେ ସହିଦ ନଗର ପୋଲିସ ସହ ଖୋର୍ଦ୍ଧା ପୋଲିସର ରେଡ୍ । ଘରୁ ଗୁରୁତ୍ୱପୂର୍ଣ୍ଣ କାଗଜ ଜବତ କଲା ପୋଲିସ ।ଏବେ ଝାରପଡା ଜେଲରେ ଅଛନ୍ତି ମାନସ ଦାସ ଓ ପୁଅ…

‘ଆବଶ୍ୟକ ହେଲେ ସ୍କୁଲ ବନ୍ଦ ହେବ’

ଶିଶୁଙ୍କ ସଂକ୍ରମଣ ନେଇ ଡିଏମଇଟିଙ୍କ ସୂଚନା । ପିଲାମାନେ କରୋନାରେ ସଂକ୍ରମିତ ହେବା ପାଇଁ ପରିବାରକୁ ପରୋକ୍ଷରେ ଦାୟୀ କଲା ସ୍ୱାସ୍ଥ୍ୟ ବିଭାଗ। ପିଲାମାନଙ୍କୁ ସୁରକ୍ଷିତ ରଖିବା ଅଭିଭାବକଙ୍କ ଦାୟିତ୍ୱ । ପିଲାକୁ ଥଣ୍ଡା, କାଶ କି…

୨୪ଘଂଟାରେ କରୋନାରେ ଗଲା ୭ ଜୀବନ

୨୪ଘଂଟାରେ ରାଜ୍ୟରେ ୬୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ୫୭ ହଜାର ୩୦୩ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୧ ଦଶମିକ ୧୧ ପ୍ରତିଶତ ରହିଛି । କ୍ୱାରେଣ୍ଟାଇନ ସେଣ୍ଟରରୁ ୩୭୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ…

୬ ଜିଲ୍ଲାରେ ପ୍ରବଳ ବର୍ଷା

ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ସୋମବାର ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ…

ତୃତୀୟ ଥର ପାଇଁ ଦୈନିକ ଟିକାକରଣ ଟପିଲା କୋଟିଏ

ଟିକାକରଣରେ ନୂଆ ରେକର୍ଡ । ୧୧ ଦିନରେ ତୃତୀୟ ଥର ପାଇଁ ଦୈନିକ ଟିକାକରଣ ଟପିଲା କୋଟିଏ । ସୋମବାର ଦେଶରେ ୧ କୋଟି ୫ଲକ୍ଷରୁ ଅଧିକ ଡୋଜ ଟିକାକରଣ କରାଯାଇଛି । ଟୁଇଟ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ…

୮ ମାସରେ ଅମାନିଆ ଗଣିଲେ ୨୧ କୋଟିରୁ ଅଧିକ ଫାଇନ

ନିୟମ ଭାଙ୍ଗିବା ପଡିଲା ମହଙ୍ଗା । ରାଜଧାନୀରେ ଅମାନିଆ ଗଣିଛନ୍ତି ମୋଟା ଅଙ୍କର ଫାଇନ୍ । ୨୦୨୧ ଅଗଷ୍ଟ ଶେଷ ସୁଦ୍ଧା ବା ୮ ମାସ ଭିତରେ ଭୁବନେଶ୍ୱରରେ ଅମାନିଆଙ୍କଠୁ ୨୧ କୋଟି ୬୨ ଲକ୍ଷ ୯୯ ହଜାର ୧୦୦ ଟଙ୍କା ଫାଇନ ଆଦାୟ ହୋଇଛି ।…

ବଢୁଛି ମୁଣ୍ଡପିଛା ଋଣଭାର ଜାଣନ୍ତୁ ପ୍ରତି ମୁଣ୍ଡପିଛା ଋଣଭାର କେତେ?

ବଢୁଛି ମୁଣ୍ଡପିଛା ଋଣଭାର, ଦଶବର୍ଷରେ ଦୁଇଗୁଣାରୁ ଅଧିକ ବଢିଲା । ପୂର୍ବରୁ ମୁଣ୍ଡପିଛା ଋଣ କେତେ ଥିଲା, ଏବେ କେତେରେ ପହଞ୍ଚିଛି । ଏଭଳି କିଛି ତଥ୍ୟ ବାବଦରେ ପୂରା ତଥ୍ୟ ଆଜି ଗୃହରେ ରଖିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।…

ଲଘୁଚାପର ରୂପ ନେଲା ଘୁର୍ଣ୍ଣିବଳୟ..ଆଜି ଓ କାଲି ପ୍ରବଳ ବର୍ଷିବ!

ଲଘୁଚାପର ରୂପ ନେଲା ଘୁର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ଏବଂ ଦକ୍ଷିଣ କେନ୍ଦ୍ରାଞ୍ଚଳ ବଙ୍ଗୋପସାଗରର ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଆଗାମୀ ଆଜି ଏବଂ ଆସନ୍ତାକାଲି…

ସୁନା ଆଣିଲେ ଓଡ଼ିଆ ପୁଅ..ମୁଖ୍ୟମନ୍ତ୍ରୀ କହିଲେ ରାଜ୍ୟ ପାଇଁ ସ୍ୱର୍ଣ୍ଣିମ ମୂହୁର୍ତ୍ତ

ଟୋକିଓ ପାରାଲିମ୍ପିକ୍ସରେ ସାରା ଦେଶର ପାଇଁ ଗୌରବ ଆଣିଲେ ଓଡିଆ ପୁଅ ପ୍ରମୋଦ ଭଗତ । ପୁରୁଷ ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ପ୍ରମୋଦ । ଫାଇନାଲରେ ବ୍ରିଟେନର ଡାନିଏଲ ବେଥେଲଙ୍କୁ ୨୧-୧୪, ୨୧-୧୭ରେ ହରାଇ…