THE BYAPINI

୧୦୦ ତଳକୁ ଖସୁନି ପିଲାଙ୍କ ସଂକ୍ରମିତ ସଂଖ୍ୟା

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ । ହେଲେ ଶିଶୁଙ୍କ ସଂକ୍ରମିତ ସଂଖ୍ୟା ୧୦୦ ତଳକୁ ଖସୁନି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ

ଆଜିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ

ଚାରି ମାସ ପରେ ଆଜିଠୁ ପୁଣି ଆରମ୍ଭ ହୋଇଛି ଭକ୍ତ ଓ ଭଗବାନଙ୍କ ମିଳନ । ଶ୍ରୀମନ୍ଦିରରେ ଜଗା ଦର୍ଶନ କରୁଛନ୍ତି ସର୍ବସାଧାରଣ । ଶ୍ରଦ୍ଧାଳୁମାନେ କିଭଳି ମନ୍ଦିରକୁ ଯାଇ ଶୃଙ୍ଖଳିତ ଦର୍ଶନ କରିପାରିବେ ସେଥିପାଇଁ ପ୍ରଶାସନ ପକ୍ଷରୁ

ଡିଏଫ୍ଓ ଓ ବିଦ୍ୟାଭାରତୀଙ୍କ ହୋଇପାରେ ଲାଏ ଡିଟେକ୍ସନ ଟେଷ୍ଟ

ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଡିଏଫ୍ଓ ଏବଂ ବିଦ୍ୟାଭାରତୀ ପଣ୍ଡାଙ୍କର ଆବଶ୍ୟକ ହେଲେ କରାଯିବ ଲାଏ ଡିଟେକ୍ସନ ଟେଷ୍ଟ। ଆଜି ଡିଏଫ୍ଓଙ୍କୁ ୩ ଘଣ୍ଟା ଧରି ମାରାଥନ ଜେରା କରିଥିଲେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍। ସଂଗ୍ରାମ

ଅଟକ ପରେ ଭାରତୀୟଙ୍କୁ ମୁକ୍ତ କଲା ତାଲିବାନ

ପ୍ରବାସୀ ଭାରତୀୟଙ୍କୁ ଅଟକ ପରେ ମୁକ୍ତ କଲା ତାଲିବାନ । ଆଫଗାନିସ୍ତାର ରାଜଧାନୀ କାବୁଲ ଏୟାରପୋର୍ଟ ନିକଟରୁ ନେଇଯାଇଥିବା ସମସ୍ତ ଭାରତୀୟ ପୁଣି ଏୟାରପୋର୍ଟକୁ ଫେରୁଛନ୍ତି । ତାଲିବାନୀ ସମସ୍ତ ଲୋକଙ୍କ ପାସପୋର୍ଟ ଯାଞ୍ଚ କରିବା

ଡ୍ରାଇଭର ହିଁ ମାଷ୍ଟରମାଇଣ୍ଡ

ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଥାନା ନିକଟସ୍ଥ ଆସିକା ରୋଡ୍‌ରେ ଥିବା ଆକ୍ସିସ ବ୍ୟାଙ୍କ ସାମନାରୁ ଏଟିଏମ ଟଙ୍କା ଲୋଡିଂ ଭ୍ୟାନ ଅପହରଣ ଘଟଣାରେ ପୋଲିସକୁ ମିଳିଛି ସଫଳତା । ଗାଡିର ଚାଳକ ଆଶିଷ ଦିଗାଲ ହିଁ ନିଜେ ଅପହରଣ ନାଟକ

ଡିଏଫ୍‌ଓଙ୍କୁ ଜେରା କରୁଛି କ୍ରାଇମ୍‌ବ୍ରାଞ୍ଚ

ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ନେଇ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇଛନ୍ତି ଡିଏଫଓ ସଂଗ୍ରାମ ବେହେରା । ପାରଳାଖେମୁଣ୍ଡି ପୁଲିସ ଗେଷ୍ଟ ହାଉସ୍‌ରେ କ୍ରାଇମ୍‌ବ୍ରାଞ୍ଚର ୪ ଜଣିଆ ଟିମ୍‌ ତାଙ୍କୁ ପଚରାଉଚରା କରୁଛି।

୧୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ୧୦ ହଜାର ଡେଇର୍ଛି ମୋଟ ସଂକ୍ରମିତଙ୍କ ସଂଖ୍ୟା । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୪ରେ ପହଞ୍ଚିଛି । ୨୪ ଘଣ୍ଟାରେ ୭୧ ହଜାର ୨୬୪ ନମୂନା ପରୀକ୍ଷା ହୋଇଥିବା ବେଳେ ସଂକ୍ରମଣ ହାର ରହିଛି ୧.୨୭% । ୨୪ ଘଣ୍ଟା ମଧ୍ୟରେ

ଆଉ ରହିବନି ଚିକିତ୍ସା ପାଇଁ ଟଙ୍କା ଚିନ୍ତା..

ମାଲକାନଗିରିରେ ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ପ୍ରଥମ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କରି

ରେଳମନ୍ତ୍ରୀଙ୍କ ରେଳଯାତ୍ରା

ରେଳମନ୍ତ୍ରୀଙ୍କ ରେଳଯାତ୍ରା । ରାୟଗଡ଼ାକୁ ଟ୍ରେନରେ ଗଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ବୈଷ୍ଣବଙ୍କ ରାୟଗଡ଼ାକୁ ଟ୍ରେନ ଯାତ୍ରା ସମୟରେ ଯାତ୍ରୀଙ୍କ ସହ କଥା ହେଲେ, ସୁଖ ଦୁଃଖ ବୁଝିଲେ । ଆଜି ଭୋର ୪ଟା ୪୫ରେ

ରାଜ୍ୟରେ ୧୦ ଲକ୍ଷ ଟପିବ ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି । ହେଲେ ଶିଶୁଙ୍କ ସଂକ୍ରମିତ ସଂଖ୍ୟା ଚିନ୍ତା ବଢାଉଛି । ସେହିପରି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିପାରେ । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ