THE BYAPINI

ଆଉ ୧୦ ବର୍ଷ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ହକି ଇଣ୍ଡିଆକୁ ବଡ ଭେଟି ଦେଇଛନ୍ତି ନବୀନ । ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ ନବୀନ କରିଛନ୍ତି ବଡ ଘୋଷଣା । ଆହୁରି ୧୦ ବର୍ଷ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବାକୁ ନବୀନ ଘୋଷଣା କରିଛନ୍ତି ।

କାବୁଲରୁ ଫେରିଲେ ଭାରତୀୟ.. ଭାରତ ମାତାକି ଜୟ ଧ୍ୱନୀରେ କମ୍ପିଲା ପରିବେଶ

କାବୁଲରୁ ଆସିଲା ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ । ୧୨୦ ଜଣ ଭାରତୀୟଙ୍କୁ ନେଇ ଗୁଜୁରାଟର ଜାମନଗରରେ ପହଂଚିଛି ବାୟୁସେନାର ସି-୧୯ ଏୟାରକ୍ରାଫ୍ଟ । ଆଇଟିବିପି ଯବାନ ଓ ଦୂତାବାସ କର୍ମଚାରୀଙ୍କୁ ନେଇ ବାୟୁସେନାର ସ୍ୱତନ୍ତ୍ର

ବିଶ୍ୱ ଦେଖିବ ହାଇଭୋଲଟେଜ ମ୍ୟାଚ୍

ଟି-୨୦ ବିଶ୍ୱକପ୍ ପାଇଁ ମ୍ୟାଚ୍ ସୂଚୀ ଘୋଷଣା କରିଛି ଅର୍ନ୍ତରାଷ୍ଟ୍ରୀୟ କ୍ରିକେଟ ପରିଷଦ । ହାରି ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଆସିଛି ବଡ଼ ଖବର। ଗୋଟିଏ ଗ୍ରୁପରେ ଅଛନ୍ତି ଚିର ପ୍ରତିଦ୍ବନ୍ଦୀ ଭାରତ ଓ ପାକିସ୍ତାନ। ଅକ୍ଟୋବର

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍

ଓଡିଶାରେ ଭାରତୀୟ ପୁରୁଷ ଓ ମହିଳା ହକି ଖେଳାଳି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କଡ଼ା ସୁରକ୍ଷାରେ ହୋଟେଲ ନିଆଯାଇଛି । ଖେଳାଳି ମାନେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା

ଆଉ ୯୬ ପିଲାଙ୍କୁ କରୋନା

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । କିନ୍ତୁ ଛୋଟ ଛୁଆ ସଂକ୍ରମିତ ହେବା ଚିନ୍ତାବଢାଇଛି । ଗତ ୨୪ ଘଣ୍ଟାରେ ୫୦ ହଜାର ୭୨୭ ନମୂନା ପରୀକ୍ଷା ହୋଇଥିବା ବେଳେ ୭୨୦ ପଜିଟିଭ ଚିହ୍ନଟ ହୋଇଛନ୍ତି ।

‘ଆମେରିକୀୟଙ୍କୁ ଆକ୍ରମଣ ହେଲେ, ସ୍ଥିତି ଭୟଙ୍କର ହେବ’

ଆଫଗାନିସ୍ତାନକୁ ତାଲିବାନ କବଜା କରିବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଆଫଗାନିସ୍ତାନରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରସଙ୍ଗରେ ଜୋ ବାଇଡେନ୍ ଦ୍ୱାଇଟ୍ ହାଉସରୁ ଦେଶକୁ ସମ୍ବୋଧିତ

ହକି ଖେଳାଳିଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତି

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାରତୀୟ ହକି ଟିମ୍ । କାଲି ୧୧ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ମହିଳା ଓ ପୁରୁଷ ହକି ଟିମ୍‌ର ଖେଳାଳି। ସେମାନଙ୍କୁ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟତ ସମ୍ବର୍ଦ୍ଧିତ କରିବେ।

ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ । ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ

କାବୁଲ ବିମାନ ବନ୍ଦରରେ ଦଳାଚକଟା

ଆଫଗାନିସ୍ତାନରେ ସ୍ଥିତି ଅସମ୍ଭାଳ । ସହରରେ ତାଲିବାନ ସେନା ପଶିବା ପରେ କାବୁଲବାସୀ ଆତଙ୍କିତ ହୋଇପଡ଼ିଛନ୍ତି । ତାଲିବାନ ହାତକୁ ଆଫଗାନିସ୍ତାନ ଯିବାପରେ ଏବେ କଲବଲ ହେଉଛନ୍ତି ଏଠିକାର ନାଗରିକ ଓ ଏଠାରେ ରହୁଥିବା ବିଦେଶୀ ନାଗରିକ

ଆଜିଠୁ ପୁରୀ ସହରବାସୀଙ୍କ ଜଗା ଦର୍ଶନ

ଆଜିଠାରୁ ପୁରୀ ସହରବାସୀଙ୍କ ଜଗା ଦର୍ଶନ । ୨୦ ତାରିଖ ପର୍ୟ୍ୟନ୍ତ ୪ଦିନ କେବଳ ପୁରୀ ସହରବାସୀ ମହାପ୍ରଭୁଙ୍କ ଦର୍ଶନ କରିବେ । ପୁରୀବାସୀଙ୍କ ଦର୍ଶନ ପାଇଁ ପୌରସଂସ୍ଥା ପକ୍ଷରୁ ଟୋକନ ବ୍ୟବସ୍ଥା କରାଯାଇଥିବାବେଳେ ଏହି ଟୋକନ ସହ