THE BYAPINI

ଆଜିଠୁ ନବମ ଶ୍ରେଣୀ ପାଠପଢା

ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ରମ୍ଭ ହୋଇଛି। ସକାଳ ୯ଟାରୁ ଦିନ ସାଢ଼େ ୧୨ଟା ଯାଏ କ୍ଲାସ୍‌ରୁମ୍‌ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ। ସାମାଜିକ ଦୂରତ୍ୱ ରକ୍ଷା କରି କ୍ଲାସ ରୁମରେ ସିଟିଂ ଆରେଞ୍ଜମେଣ୍ଟ ହୋଇଛି।ତେବେ ରବିବାର ଓ

୧୮ ବର୍ଷରୁ କମ ୧୦୪ ଜଣ ସଂକ୍ରମିତ

ରାଜ୍ୟରେ ହଜାରେ ତଳକୁ ଖସିଛି ଦୈନିକ ସଂକ୍ରମଣ ସଂଖ୍ୟା । ହେଲେ ଘାରିଲାଣି ତୃତୟ ଲହରର ଭୟ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହୁଛି। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ

୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖରେ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଛୋଟ ପିଲାଙ୍କୁ କରୋନା

ରାଜ୍ୟରେ କେତେ ପିଲା ସଂକ୍ରମିତ ହେଉଛନ୍ତି । ପ୍ରଥମ ଥର ପାଇଁ ତାର ହିସାବ ଦେଇଛନ୍ତି ସରକାର । ଗତ ୨୪ ଘଣ୍ଟାରେ ୧,୦୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ଆକ୍ରାନ୍ତଙ୍କ ମଧ୍ୟରେ

ଆତ୍ମନିର୍ଭରଶୀଳ ଭାରତ ଗଠନ ପାଇଁ ମୋଦିଙ୍କ ନୂଆ ନାରା

ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ପତାକା ଉତୋଳନ କରି ଏକ ନୂଆ ନାରା ଦେଇଛନ୍ତି । ଆତ୍ମନିର୍ଭରଶୀଳ ଭାରତ ପାଇଁ “ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ” ସହିତ “ସବକା ପ୍ରୟାସ” ମଧ୍ୟ

ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡ଼ିଶା ସାଜିବ ରୋଲମଡେଲ

୭୫ତମ ସ୍ୱାଧୀନତା ଦିବସ ପାଳୁଛି ପୂରା ଦେଶ । ଆଜି ରାଜ୍ୟସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ନବୀନ କହିଛନ୍ତି ଭାରତର ଗଣତନ୍ତ୍ର ଭାରତର ସବୁଠୁ ବଡ

କ୍ରାଇମବ୍ରାଂଚ ବାହାର କରିବ ମୃତ୍ୟୁର ସତ!

ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ ଭାର ନେବା ପରେ ପାରଳାଖେମୁଣ୍ଡିରେ କ୍ରାଇମବ୍ରାଞ୍ଚ ଟିମ୍। ପୁଣି ଡିଏଫଓ ଏବଂ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ଜେରା କରିବ ବୋଲି ସୂଚନା ମିଳିଛି।

୧୬ରୁ ଖୋଲିବ ସ୍ୱର୍ଗଦ୍ୱାର

୧୬ରୁ ଖୋଲିବ ସ୍ୱର୍ଗଦ୍ୱାର । ଆସନ୍ତା ୧୬ ତାରିଖରୁ ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ଶବଦାହ ସମୟରେ କୋଭିଡ୍ କଟକଣା ମଧ୍ୟରେ ୧୦ ଜଣ ଉପସ୍ଥିତ ରହିପାରିବେ । ତେବେ ସ୍ୱର୍ଗଦ୍ୱାରରେ

ବାହାରିଲା +୨ କଳା ପରୀକ୍ଷା ଫଳ..ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ । କଳା ରେଗୁଲାରରେ ପାସ୍ ହାର ୯୮.୫୮% ରହିଛି। ୧ ଲକ୍ଷ ୮୯ ହଜାର ୩୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧ ଲକ୍ଷ ୮୬ ହଜାର ୬୮୫ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ରେଗୁଲାର ପ୍ରଥମ ଶ୍ରେଣୀରେ

ହଜାରେ ତଳକୁ ଖସୁନି ସଂକ୍ରମଣ

ରାଜ୍ୟରେ କରୋନା ସଂକ୍ରମଣ ଏକ ପ୍ରକାର ସ୍ଥିର ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ପଜିଟିଭ ୪୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୨୫ଜଣ,