THE BYAPINI

ଏମିତି ବି ଆସେ ମୃତ୍ୟୁ

ରାୟଗଡା: ଏମିତି ବି ଆସେ ମୃତ୍ୟୁ । ହସ୍ପିଟାଲରୁ ଫେରୁଥିଲେ ହେଲେ ଅଧାବାଟରେ ଚାଲିଗଲା ଜୀବନ । ରାୟଗଡ଼ା ଜିଲ୍ଲା ଅମ୍ବାଦଳା ନିକଟ ମଂଜରିକୋପା ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆମ୍ବୁଲାନ୍ସକୁ ଧକ୍କା ଦେଲା ଟ୍ରେଲର।

ବିଜେଡି ଦେବ ୨୭% ଓବିସି ପ୍ରାର୍ଥୀ

ଓବିସିଙ୍କୁ ନେଇ ବଡ଼ କାର୍ଡ଼ ଖେଳିଲା ବିଜୁ ଜନତା ଦଳ । ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଘୋଷଣା ହୋଇଛି। ଏନେଇ ପ୍ରେସମିଟ୍‌ କରି ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର

୨୫ ଜଣଙ୍କୁ ଉଠାଇନେଲା ପୁଲିସ

ଖରସ୍ରୋତା ଆନ୍ଦୋଳନ ପରେ ୨୫ଜଣଙ୍କୁ ଉଠାଇନେଲା ପୋଲିସ । ବରୁଣାଡିହରେ ଗତକାଲିର ଖରସ୍ରୋତା ସଂଗ୍ରାମ ସମିତି କର୍ମକର୍ତ୍ତା ଓ ପୁଲିସ ମଧ୍ୟରେ ଗଣ୍ଡଗୋଳ ପରେ ଘଟଣାସ୍ଥଳରେ ୧୪ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ଅଛନ୍ତି । ଗତକାଲିର ଘଟଣା

ଖୋର୍ଦ୍ଧାରେ ବଢୁଛି ସଂକ୍ରମଣ

ରାଜ୍ୟରେ କରୋନା ସଂକ୍ରମଣ ପୁଣି ୧୧ଶହ ଉପରେ ରହିଛି ।ଖୋର୍ଦ୍ଧାରେ ସଂକ୍ରମଣ ବଢିବଢି ଚାଲିଛି ।ଖୋର୍ଦ୍ଧାରୁ ସର୍ବାଧିକ ୪୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଅନୁଗୁଳ ଜିଲ୍ଲାରୁ ୪୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ

ବିରୋଧୀଙ୍କ ଉପରେ ବର୍ଷିଲେ ୭ ମନ୍ତ୍ରୀ

ସଂସଦ ମଧ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ହାତାହାତି ଘଟଣାରେ ମୁହାଁମୁହିଁ ହୋଇଛନ୍ତି ଶାସକ ଏବଂ ବିରୋଧୀ । ବିରୋଧୀ ଦଳ ଅଭିଯୋଗ ଆଣିଛନ୍ତି, ବାହାରୁ ମାର୍ଶାଲ ଅଣାଯାଇ ବିରୋଧୀଦଳ ସଦସ୍ୟଙ୍କ ସହ ଦୁର୍ବବ୍ୟହାର କରାଯାଇଛି । ଏହାରି

ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ

ଉଗ୍ରରୂପ ନେଇଛି କେନ୍ଦ୍ରାପଡା ଖରସ୍ରୋତା ବିବାଦ । ରାଜକନିକାରେ ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ । ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ପାଇଁ ହେଉଥିବା ମେଗା ଜଳ ପ୍ରକଳ୍ପକୁ ଜୋରଦାର ବିରୋଧ । ପ୍ରଶାସନ ପକ୍ଷରୁ ଧାରା ୧୪୪

ପୁଣି ୧୧ ଶହ ଛୁଇଁଲା ସଂକ୍ରମଣ

ରାଜ୍ୟରେ କରୋନା ସଂକ୍ରମଣ ପୁଣି ବଢିକି ୧୧ ଶହରେ ପହଞ୍ଚିଛି । ହଜାରେ ତଳକୁ ଖସିଥିବା ବେଳେ ଦୁଇ ଦିନ ହେବ ହଜାରେ ଉପରେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୯୭

ଆଜିଠୁ ମହାପ୍ରଭୁଙ୍କ ଦର୍ଶନ

ଖୋଲିଲା ଶ୍ରୀମନ୍ଦିର।ଆଜି ଓ ଆସନ୍ତାକାଲି ସେବାୟତଙ୍କ ପରିବାର ଜଗା ଦର୍ଶନ କରିପାରିବେ ।। ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଠାରୁ ରାତ୍ର ପହୁଡ ପର୍ୟ୍ୟନ୍ତ ଯେକୌଣସି ଦ୍ବାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ ସେବାୟତ ପରିଵାର।

ହକି ତାରକାଙ୍କୁ ପୁରସ୍କାର ସହ ଚାକିରି

ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବ‌ା ୪ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଓଡ଼ିଆ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶାହାଙ୍କୁ ଭେଟିଲେ ବିଜେଡି ସାଂସଦ

ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ବିଜେଡି ସଂସଦୀୟ ଦଳ ।କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟି ୫୦ ପ୍ରତିଶତ ସଂରକ୍ଷଣ ସୀମା ହଟାଇବା ପାଇଁ ଦାବି କରିଛନ୍ତି।ଉଭୟ ଲୋକସଭା ଓ ରାଜ୍ୟ ସଭାର ବିଜେଡି ସାଂସଦ ମାନେ ଗୃହମନ୍ତ୍ରୀଙ୍କୁ