THE BYAPINI

ଶ୍ରୀମନ୍ଦିର ପାଇଁ ଏସଓପି

ଶ୍ରୀମନ୍ଦିର ଖୋଲିବା ନେଇ ଆସିଲା ଏସଓପି । ଅଗଷ୍ଟ ୧୨ ଓ ୧୩ରୁ ସେବାୟତଙ୍କ ପରିବାର ଲୋକ ମହାପ୍ରଭୁଙ୍କ ଦର୍ଶନ କରିବେ । ସେହିଭଳି ଆସନ୍ତା ୧୬ରୁ ୨୦ ତାରିଖ ମଧ୍ୟରେ ପୁରୀବାସୀଙ୍କୁ ଦର୍ଶନ ପାଇଁ ସୁଯୋଗ ମିଳିବ । ସେହିଭଳି ଆସନ୍ତା

ପୁଣି ହଜାରେ ଉପରେ ସଂକ୍ରମଣ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ୨୪ ଘଂଟାରେ ୧୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୬୨୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୪୫୨ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୭୨ ଆକ୍ରାନ୍ତ

ରେଡ୍ ଆଲର୍ଟରେ ଭୁବନେଶ୍ୱର ବିମାନବନ୍ଦର

ରେଡ୍ ଆଲର୍ଟରେ ଭୁବନେଶ୍ବର ବିମାନବନ୍ଦର । ଆତଙ୍କବାଦୀ ସଙ୍ଗଠନ ଅଲକାଏଦା ଦିଲ୍ଲୀ ବିମାନବନ୍ଦରକୁ ଉଡାଇ ଦେବାକୁ ଧମକ ଦେବା ପରେ ଭୁବନେଶ୍ବର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଅଗଷ୍ଟ ୧୦ତାରିଖରୁ ୨୦

ରାଜଭବନ ଆଗରେ ବିଜେପିର ଧାରଣା

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ମୁଖ୍ୟାଳୟ ସ୍ଥାନାନ୍ତର ଦାବିକୁ ଜୋରଦାର କଲା ବିଜେପି । ପଶ୍ଚିମ ଓଡ଼ିଶା ବିକାଶ ପରିଷଦକୁ ନେଇ ଏକାଠି ହୋଇଛନ୍ତି ପଶ୍ଚିମ ଓଡ଼ିଶାର ବିଜେପି ବିଧାୟକ ଓ ନେତା । ରାଜଭବନ ସମ୍ମୁଖରେ ଧାରଣା ଦେଇଛନ୍ତି

ବଢିଲା +୨ ସିଟ୍

ବଢିଲା +୨ ସିଟ ସଂଖ୍ୟା । ଚଳିତ ବର୍ଷ ଯୁକ୍ତ ୨ରେ ମୋଟ ୫୪ ହଜାର ୯୦୦ସିଟ ବୃଦ୍ଧି ହେଲା । ୭୨ ହଜାର ସିଟ ବୃଦ୍ଧି ପାଇଁ ମୋଟ ଆବେଦନ ଆସିଥିଲା । କଳାରେ ସିଟ ବୃଦ୍ଧି ପାଇଁ ୪୦ହଜାର ଆବେଦନ ଆସିଥିବାବେଳେ ୩୮ହଜାର ସିଟ ବୃଦ୍ଧି ପାଇଁ

ଭିଜିଲାନ୍ସ ଧରପଗଡ଼

ଆଜି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଆୟବର୍ହିଭୂତ ସମ୍ପତିଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ୟ୍ୟାଳୟର କିରାଣିଙ୍କ ଘରେ ଭିଜିଲାନ୍ସ ରେଡ୍ । ଶ୍ରୀଗୁଣ୍ଡିଚା

ଆଜିଠୁ ଖୋଲିଲା ଘଟଗାଁ ତାରିଣୀ ମନ୍ଦିର

ଆଜିଠୁ ଖୋଲିଲା ଘଟଗାଁ ତାରିଣୀ ମନ୍ଦିର। କୋଭିଡ୍ ଗାଇଡ୍ ଲାଇନ୍ ମଧ୍ୟରେ ଭକ୍ତଙ୍କୁ ମନ୍ଦିର ପ୍ରବେଶ ଅନୁମତି ମିଳିବ।ଭକ୍ତମାନେ ମାସ୍କ ପିନ୍ଧି ମନ୍ଦିର ପ୍ରବେଶ କରିବେ ଏବଂ ମାଙ୍କୁ ଦର୍ଶନ କରିପାରିବେ। କୋଭିଡ୍ ଗାଇଡଲାଇନ୍ ମଧ୍ୟରେ

ପୁଣି ହଜାରେ ଉପରେ ସ୍ରଂକମଣ

ରାଜ୍ୟରେ ପୁଣି ହଜାରେ ଉପରେ ରହିଛି ସ୍ରଂକମଣ । ୨୪ ଘଣ୍ଟାରେ ୧୦୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୫୬,୮୫୯ ଟେଷ୍ଟିଂ କରାଯାଇଥିବା ବେଳେ ଟେଷ୍ଟ ପଜିଟିଭିଟି ରେଟ୍ ୧.୮୩% ରହିଛି। କ୍ଷ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩ ଚିହ୍ନଟ

ଏଥର ବି ଫିକା ପଡିବ ପାର୍ବଣ

ବିନା ଭକ୍ତରେ ହେବ ପାର୍ବଣ ପୂଜା । ପାର୍ବଣ ନେଇ ଆସିଲା ସ୍ୱତନ୍ତ୍ର ରିଲିଫ୍ କମିଶନଙ୍କ ଗାଇଡଲାଇନ୍ । ଗତବର୍ଷ ଭଳି ଏବର୍ଷ ମଧ୍ୟ ବିନା ଭକ୍ତରେ ସମସ୍ତ ପୂଜା, ପାର୍ବଣ ହେବ । ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା, କାଳି

ଡ୍ରଗ୍ସ ମୁକ୍ତ ହେବ ଟୁଇନ ସିଟି

କଟକରୁ ପୁଣି ଜବତ ହେଲା ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର । ସ୍ପେଶାଲ ସ୍କ୍ବାଡ୍ ଓ ଲାଲବାଗ ଥାନା ପୋଲିସ ମିଳିତ ଅପରେସନରେ ଜବତ କରିଛି । ଏକ କିଲୋ ୫୯ ଗ୍ରାମ ବ୍ରାଉନସୁଗାର ଜବତ ଘଟଣାରେ ୬ ଜଣଙ୍କୁ ଗିରଫ କରିଛି