THE BYAPINI

ଅଗଷ୍ଟ ୨୨ ସୁଦ୍ଧା ମାଟ୍ରିକ ଅଫଲାଇନ ରେଜଲ୍ଟ

ଜୁଲାଇ ୩୦ରୁ ଆରମ୍ଭ ହେବ ମାଟ୍ରିକ ଅଫ ଲାଇନ ପରୀକ୍ଷା। ଅଗଷ୍ଟ ୫ ଯାଏ ପରୀକ୍ଷା ହେବାକ ଥିବା ବେଳେ ପରୀକ୍ଷା ପାଇଁ ୧୫ ହଜାର ୧୧୫ ଜଣ ଫର୍ମ ପୂରଣ କରିଛନ୍ତି । ଗଂଜାମରୁ ସର୍ବାଧିକ ୧୩ ଶହ ୧୫ ଜଣ ଫର୍ମପୂରଣ କରିଛନ୍ତି । ଅଗଷ୍ଟ

ଖୋଲିବ ଦଶମ,ଦ୍ୱାଦଶ

କରୋନା କଟକଣା ଭିତରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ଜୁଲାଇ ୨୬ରୁ ଖୋଲିବ ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ । ସକାଳ ୧୦ଟାରୁ ଅପରାହ୍ନ ଗୋଟାଏ ୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲିବ । ରବିବାର ଓ ସମସ୍ତ ସରକାରୀ ଛୁଟିଦିନରେ ସ୍କୁଲ ବନ୍ଦ

ୟୁଜିସିର ନୂଆ ଗାଇଡଲାଇନ

uକରୋନା ସଂକ୍ରମଣ ଭିତରେ ୟୁଜିସି ପକ୍ଷରୁ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରିବା ସହ ୟୁଜିସି ଅପଡେଟ ଏକାଡେମିକ କ୍ୟାଲେଣ୍ଡର ମଧ୍ୟ ପ୍ରକାଶ କରିଛି। ସେହିପରି

କୋଟିଏ ଟଙ୍କାର ବ୍ରାଉନସୁଗାର

ଭଦ୍ରକ: ଧଳାଜହର ରାକେଟର ପର୍ଦ୍ଦାଫାଶ । ଭଦ୍ରକରେ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ କରିଛି ପୁଲିସ । ଏକ ଅଟୋରୁ କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଛି ଭଦ୍ରକ ଗ୍ରାମାଂଚଳ ପୋଲିସ୍ । ଏକ ଅଟୋ ଯୋଗେ ଏକ କିଲୋ

ମିଶନ ଶକ୍ତିକୁ ୪୫୩ କୋଟି

ମିଶନ ଶକ୍ତିକୁ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି । ୩୩୮ ବ୍ଲକ ମିଶନ ଶକ୍ତି ଭବନ

ରାଜ୍ୟ ସରକାରଙ୍କୁ ଦିଆଯାଉ ୯୫% ଟିକା

କୋଭିଡ଼ ସ୍ଥିତି ନେଇ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ସହ ଆଲୋଚନା ବେଳେ ରାଜ୍ୟର ସ୍ଥିତି ସଂପର୍କରେ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବର୍ଷା ତୁମେ ଭଲରେ ରୁହ..

ବର୍ଷା ତୁମେ ଭଲରେ ରୁହ, ଖୁସିର ରୁହ । ଆଜି ପୁଣି ପାରିବାରିକ ଅଦାଲତରେ ହାଜର ହୋଇଥିଲେ ସାଂସଦ ଅନୁଭବ ମହାନ୍ତିା ଆଉ କୋର୍ଟରୁ ହାଜର ହୋଇ ଫେରିବା ପରେ ଏପରି ବୟାନ ରଖିଥିଲେ ଅନୁଭବ ମହାନ୍ତି । କହିଥିଲେ, ବର୍ଷା ତୁମେ ଭଲରେ ରୁହ ।

ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ପୁଣି ମୁହାଁମୁହିଁ ହେବେ ପାରମ୍ପାରିକ ପ୍ରତିଦ୍ୱନ୍ଦୀ । ହାଇଭୋଲଟେଜ ମ୍ୟାଚ ଦେଖିବେ କିକ୍ରେଟ ପ୍ରେମୀ । କରୋନା ମହାମାରୀ ଭିତରେ ଆସନ୍ତା ଅକ୍ଟୋବର ୧୭ରୁ ନଭେମ୍ବର ୧୪ ଭିତରେ ଆଇସିସି ଟି-୨୦ ବିଶ୍ୱକପ୍ ଖେଳାଯିବ । ଗୋଟିଏ ଗ୍ରୁପରେ

ଆଜି ହେରା ପଞ୍ଚମୀ…ଅଭିମାନିନୀ ମହାଲକ୍ଷ୍ମୀ ମହାପ୍ରଭୁଙ୍କ ରଥ ଭାଙ୍ଗିବେ

ଆଜି ହେରା ପଞ୍ଚମୀ । ପରମ୍ପରା ପୂର୍ବକ ଆଡ଼ପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ସଂଧ୍ୟା ଆଳତୀ ପରେ ବିମାନ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି

ପଞ୍ଚାୟତ ନିର୍ବାଚନ ପାଇଁ ସଜବାଜ । ଜିଲ୍ଲାପାଳଙ୍କୁ ଭୋଟବାକ୍ସର ତାଲିକା ମାଗିଲେ ନିର୍ବାଚନ କମିଶନ । ୨୬ ଜୁଲାଇ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।ରାଜ୍ୟରେ ଆସନ୍ତା ବର୍ଷ ଅର୍ଥାତ ୨୦୨୨ ମସିହା ଫେବୃୟାରୀ ମାସରେ