THE BYAPINI

୨୬ ଜଣଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ:  ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ କ୍ରୀଡା ପୁରସ୍କାର ପାଇଁ ମନୋନୀତ ହୋଇଥିବା ଖେଳାଳିମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ମହମ୍ମଦ ଶାମିଙ୍କ ସମେତ ୨୬ ଜଣ ଭାରତୀୟ ଖେଳାଳିଙ୍କୁ ଅର୍ଜୁନ

କ୍ରିକେଟର ଶାମିଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ: ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେଲେ ଭାରତୀୟ କ୍ରିକେଟ ଟିମର ଷ୍ଟାର ବୋଲର ମହମ୍ମଦ ଶାମି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ଶାମି । ରାଷ୍ଟ୍ରପତି ଭବନରେ ଆୟୋଜିତ

୯ ବିଧାୟକଙ୍କୁ ଟିକେଟ ମିଳିବା ନିଶ୍ଚିତ:ତାରା ବାହିନୀପତି

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ବିଧାୟକ ତାରା ବାହିନୀପତି ବଡ ବୟାନ ଦେଇଛନ୍ତି । ତାରା କହିଛନ୍ତି, ୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ୬୦ରୁ ୭୦ ଟିକେଟ ଫାଇନାଲ ହୋଇସାରିଛି । ୯ ଜଣ ବିଧାୟକଙ୍କୁ ଟିକେଟ ମିଳିବା

ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର , କାହିଁକି ଜାଣନ୍ତୁ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସରେ ସ୍ୱତନ୍ତ୍ର ଅତିଥି ହେବେ ପିଏମ ଆବାସ ହିତାଧିକାରୀ । ଏଥିପାଇଁ ଦିଲ୍ଲୀରୁ ଡାକରା ଆସିଛି । ସାଧାରଣତନ୍ତ୍ର ଦିବସ ଅବସରରେ ସ୍ୱତନ୍ତ୍ର ଅତଥି ଭାବେ କର୍ତବ୍ୟ ପଥରେ ସାମିଲ ହେବେ । ଏନେଇ ମୁଖ୍ୟ

ଭୟଙ୍କର ଦୁର୍ଘଟଣା, ୪ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଋଷିକେଶରେ ଭୟଙ୍କର ଦୁର୍ଘଟଣା। ଗଛରେ ପିଟି ହେଲା ଗାଡ଼ି। ଏଥିରେ ବନବିଭଗାର ଦୁଇ ରେଞ୍ଜରଙ୍କ ସମେତ ଚାରିଗଲା ୪ ଜଣଙ୍କ ପ୍ରାଣ। ସେହିପରି ଆଉ ଜଣେ କେନାଲରେ ବୁଡି ନିଖୋଜ ଅଛନ୍ତି। ଘଟିଛି

ମୋଦୀଙ୍କ ସପକ୍ଷରେ ବାହାରିଲା ମାଳଦ୍ୱୀପ ଶିଳ୍ପ ସଂଘ

ନୂଆଦିଲ୍ଲୀ: ଘନଉଛି ଭାରତ-ମାଳଦ୍ୱୀପ ବିବାଦ । ମୋଦୀ ବିରୋଧୀ ମନ୍ତବ୍ୟ ଦେବା ପରେ ଏବେ ଚାରିଆଡୁ ମାଳଦ୍ୱୀପକୁ ନିନ୍ଦା କରାଯାଉଛି । ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସପକ୍ଷରେ ବାହାରିଛି ମାଳଦ୍ୱୀପ ପର୍ୟ୍ୟଟନ

ଆଜିଠୁ କାଳିଆ ଛାତ୍ରବୃତ୍ତି ଆବେଦନ

ଭୁବନେଶ୍ୱର: କାଳିଆ ଛାତ୍ରବୃତ୍ତି ପାଇଁ ମଙ୍ଗଳବାର ଠାରୁ ଆବେଦନ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ କମନ ସ୍କଲାରସିପ ପୋର୍ଟାଲରେ ଅନ୍‌ଲାଇନ୍‌ରେ ୩୧ ତାରିଖ ପର୍ୟ୍ୟନ୍ତ ଆବେଦନ କରିପାରିବେ। ଅନ୍‌ଲାଇନ୍‌ରେ କାଳିଆ ଛାତ୍ରବୃତ୍ତି ପାଇଁ

ମାଳଦୀପ ରାଷ୍ଟ୍ରପତିଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ: ଭାରତର ଶକ୍ତିକୁ ଅଣଦେଖା କରିବା ମାଳଦୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ପାଇଁ ମହଙ୍ଗା ପଡିପାରେ। ପୂର୍ବରୁ ମାଳଦ୍ଵୀପର ବିରୋଧୀମାନେ ଭାରତ ସହିତ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ସେଠାରେ ସରକାରଙ୍କୁ ଦାୟୀ

ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷଣ ଅଧିକାରୀ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷଣ ଅଧିକାରୀ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ ମଟର ଯାନ ନିରକ୍ଷଣ ଅଧିକାରୀପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ

ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ(ଟିଜିଟି) ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ୨୦୬୪ ଟିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। କଳା, ପିସିଏମ୍‌‌,