THE BYAPINI

ମୋଦୀଙ୍କ ବିରୋଧରେ ମନ୍ତବ୍ୟ ଦେଇ ୩ ମନ୍ତ୍ରୀ ନିଲମ୍ବିତ

ନୂଆଦିଲ୍ଲୀମାଳଦ୍ୱୀପରେ ଲାକ୍ଷାଦ୍ୱୀପ ଝଡ଼ । ଭାରତ ବିରୋଧୀ ମନ୍ତବ୍ୟ ପାଇଁ ନିଲମ୍ବିତ ହେଲେ ମାଳଦ୍ୱୀପର ୩ ମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲାକ୍ଷାଦ୍ୱୀପ ଗସ୍ତ ଉପରେ ଆପତିଜନକ ମନ୍ତବ୍ୟ ଦେଇଥିବା ମାଳଦ୍ୱୀପ

ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି ୪ କଳାବାଘ

ଭୁବନେଶ୍ୱର:  ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି କଳା ବାଘ ପରିବାର । ୪ଟି ବିରଳ କଳା ବାଘ ଜଙ୍ଗଲରେ ଏକାଠି ବୁଲୁଥିବା ବନ ବିଭାଗ କ୍ୟାମେରାରେ କଏଦ ହୋଇଛି ।ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ

ଶ୍ରୀମନ୍ଦିରରେ ବିଦେଶିନୀ

ପୁରୀ: ଶ୍ରୀମନ୍ଦିରରେ ପଶିଗଲେ ଜଣେ ଅଣହିନ୍ଦୁ। ସଂପୃକ୍ତ ଅଣହିନ୍ଦୁ ହେଉଛନ୍ତି ଜଣେ ବିଦେଶିନୀ ଓ ଇସ୍କନ ଧର୍ମାବଲମ୍ବୀ। ସଂପୃକ୍ତ ବିଦେଶିନୀ ଶ୍ରୀମନ୍ଦିରର କଡ଼ା ସୁରକ୍ଷା ବଳୟ ଭେଦ କରି ସାତପାହାଚ ନିକଟରେ ପହଞ୍ଚିବା ପରେ ପୁଲିସ

ଜି. ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ୧୫ ଡିଗ୍ରି ତଳେ ୧୯ ସହରର ତାପମାତ୍ରା ଥିବା ଜଣାଯାଇଛି। ୭. ୪ ଡିଗ୍ରୀ ସହ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କୋରାପୁଟରେ ସର୍ବନିମ୍ନ

ପୁଣି ଧର୍ମଘଟ, ତୈଳ ସଙ୍କଟ

ଭୁବନେଶ୍ୱର: ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ୟ୍ୟନ୍ତ ଧର୍ମଘଟ ଡାକରା ଦିଆଯାଇଛି। କେନ୍ଦ୍ରର ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌-୨୦୨୩)ରେ ଗାଡ଼ି ଚାଳକଙ୍କ ପାଇଁ

ହସିନା ପୁଣି ପ୍ରଧାନମନ୍ତ୍ରୀ

ଢାକା: ବାଂଲାଦେଶରେ ହିଂସାତ୍ମକ ଘଟଣା ତଥା ମୁଖ୍ୟ ବିରୋଧୀ ଦଳ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି (ବିଏନପି) ଦ୍ୱାରା ନିର୍ବାଚନ ବହିଷ୍କାର ମଧ୍ୟରେ ନିର୍ବାଚନ ଆୟୋଗ ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଆୱାମୀ

ମୋଦିଙ୍କ ଉପରେ ବିବାଦୀୟ ବୟାନ, ମାଳଦ୍ଵୀପ ହାଇକମିସନଙ୍କୁ ସମନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆପତ୍ତିଜନକ ବୟାନ ଦେବା ମାଳଦ୍ଵୀପ ଉପରେ ଭାରି ପଡ଼ିଛି। ପ୍ରଥମେ ସୋସିଆଲ ମିଡିଆରେ ମାଲଦ୍ୱୀପକୁ ବଏକଟ କରିବା ପାଇଁ ଏକ ଅଭିଯାନ ଆରମ୍ଭ ହୋଇଥିଲା, ଏହା ପରେ ଅଗ୍ରଣୀ ଭାରତୀୟ

ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି। ମହମ୍ମଦ ସିରାଜ ଏବଂ ଜଶପ୍ରିତ ବୁମରାଙ୍କୁ ବିଶ୍ରାମ ଦିଆଯାଇଛି। ବିସିସିଆଇ ପକ୍ଷରୁ ଟ୍ବିଟ୍ କରି

ଥମୁନି ମାଳଦ୍ୱୀପ ଝଡ଼; ସମସ୍ତ ଫ୍ଲାଇଟ ବୁକିଂ ରଦ୍ଦ

ନୂଆଦିଲ୍ଲୀ: ଲାକ୍ଷାଦ୍ୱୀପକୁ ନେଇ ଜୋର ଧରିଲା ମାଳଦ୍ୱୀପ ଝଡ଼ । ସୋଶାଲ ମିଡିଆରେ ଟ୍ରେଣ୍ଡ ହେଉଛି ୰ଈକ୍ଟଚ୍ଚମକ୍ଟଗ୍ଧଗ୍ଧଗବକ୍ଷୟସଙ୍ଖରଗ୍ଦ । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପମାନ ସୂଚକ ମନ୍ତବ୍ୟ ଦେଇ ସସପେଣ୍ଡ

ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା। ସକାଳ ୬ଟାରୁ ଗଣନାକାର୍ୟ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ। ଏଥିପାଇଁ ଡ୍ୟାମର ୫ଶହ ବର୍ଗ କିଲୋମିଟର ଅଞ୍ଚଳକୁ ମୋଟ ୨୧ଟି