ପ୍ରାର୍ଥୀ ତାଲିକା ଘୋଷଣା କଲା ଟିଏମସି : ନନ୍ଦିଗ୍ରାମରୁ ଲଢିବେ ଦିଦି
ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ତୃଣମୂଳ କଂଗ୍ରେସ ପାର୍ଟି । ୨୯୪ଟି ଆସନ ମଧ୍ୟରୁ ୨୯୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଟିଏମସି । ଏଥର ଦଳ ୧୦୦ ଟି ଆସନରେ ନୂଆ!-->…