THE BYAPINI

ତେଲଙ୍ଗାନାରେ ବିଜୟ ମୁହାଁ କଂଗ୍ରେସ

ନୂଆଦିଲ୍ଲୀ: ମତଦାନ ଗଣନାର ପ୍ରାରମ୍ଭିକ ପର୍ୟ୍ୟାୟ ଫଳାଫଳ ଅନୁଯାୟୀ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଭାଜପା ମ୍ୟାଜିକ ନମ୍ବର ଅତିକ୍ରମ କରି ଅନ୍ୟ ମାନଙ୍କ ଠାରୁ ଆଗରେ ରହିଛି। ସେହିପରି ଛତିଶଗଡରେ ମଧ୍ୟ ଶାସକ କଂଗ୍ରେସକୁ ମଧ୍ୟ

୩ ରାଜ୍ୟରେ ଆସିବ ବିଜେପି, ତେଲେଙ୍ଗାନାରେ କଂଗ୍ରେସ

ନୂଆଦିଲ୍ଲୀ: ଗତ ମାସରେ ତେଲେଙ୍ଗାନା, ଛତିଶଗଡ଼, ମଧ୍ୟ ପ୍ରଦେଶ, ରାଜସ୍ଥାନ ଓ ମିଜୋରାମରେ ବିଧାନସଭା ନିର୍ବାଚନ ହୋଇଥିଲା। ମିଜୋରାମକୁ ଛାଡ଼ି ଆଜି ଅନ୍ୟ ଚାରିଟି ରାଜ୍ୟରେ ଭୋଟ୍ ଗଣତି ଚାଲିଛି। ସକାଳ ୮ଟାରୁ ଭୋଟ୍ ଗଣତି ଚାଲିଛି।

ବାତ୍ୟା: ୫୪ଟି ଟ୍ରେନ୍‌ ବାତିଲ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ୫୪ଟି ଟ୍ରେନ୍‌କୁ ବାତିଲ କଲା ପୂର୍ବତଟ ରେଳବାଇ । ବାତ୍ୟା ‘ମିଚାଉଁ’କୁ ଆଖି ଆଗରେ ରଖି ଭୁବନେଶ୍ବରରୁ ଛାଡୁଥିବା ୧୨ଟି ଟ୍ରେନ୍ ବାତିଲ୍ କଲା ରେଳବାଇ । ବାତିଲ ଟ୍ରେନ୍‌ଗୁଡ଼ିକ ମଧ୍ୟରେ

ଦନ୍ତା ଆକ୍ରମଣରେ ବୃଦ୍ଧ ମୃତ

କେନ୍ଦୁଝର : ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ । କେନ୍ଦୁଝର ଜିଲ୍ଲା ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅନ୍ତର୍ଗତ ଭେଜଡ଼ିହି ଗାଁରେ ଜମିରେ ଧାନ ଜଗିଥିବା ବେଳେ, ହାତୀ ଆକ୍ରମଣରେ ବନମାଳୀ ମୁଣ୍ଡାଙ୍କ ମୃତୁ୍ୟ ହୋଇଥିବା ଜଣାପଡିଛି।

୫ଜିଲ୍ଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ । ଘଣ୍ଟା ପ୍ରତି ୫କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି । କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୪ ଆହତ

ଭୁବନେଶ୍ବର : ରାଜଧାନୀରେ ପୁଣି ଏକ ସଡକ ଦୁର୍ଘଟଣା । ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ନିକଟରେ ଘଟିଥିବା ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି । ଏକ ଦ୍ରୁତଗାମୀ କାର୍ ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ମାଡିଯାଇ

କୁଖ୍ୟାତ ଅପରାଧୀକୁ ଏନ୍‌କାଉଣ୍ଟର

କଟକ: କୁଖ୍ୟାତ ଅପରାଧୀକୁ ଏନ୍‌କାଉଣ୍ଟର । ଅପରାଧୀ ଲିପୁ ଓରଫ ସୁଶାନ୍ତ ସାହୁଙ୍କୁ ଏନ୍‌କାଉଣ୍ଟର କଲା ନିଶ୍ଚିନ୍ତକୋଇଲି ପୋଲିସ । ଶନିବାର ବିଳମ୍ବିତ ରାତିରେ ନିଶ୍ଚିନ୍ତକୋଇଲି ଥାନା ପୋଲିସ ପାଟ୍ରୋଲିଂ କରିବା ସମୟରେ ଅସୁରେଶ୍ୱର

ସୃଷ୍ଟି ହେଲା ବାତ୍ୟା ‘ମିଗଜାଉମ୍’

ଭୁବନେଶ୍ୱର: ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେଇଛି । ଏହା ଆସନ୍ତା ୫ ତାରିଖରେ ଆନ୍ଧ୍ରପ୍ରଦେଶ ସଂଲଗ୍ନ ଉତ୍ତର ତାମିଲନାଡ଼ୁ-ପୁଡୁଚେରୀ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଏହାର ପ୍ରଭାବରେ ଅରେଞ୍ଜ ଆଲର୍ଟ ଜାରି କରିଛି

ଓଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର : ୧୧ ଓଏଏସ ଅଫିସରଙ୍କ ବଦଳି କରିଛନ୍ତି ରାଜ୍ୟ ସରକାର । ୧୧ଜଣ ଓଏଏସ୍ ଅଫିସରଙ୍କୁ ବିଭିନ୍ନ ଜିଲ୍ଲାରେ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତି । ଏ ନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ

ପିଟିଆଇ ଅଧ୍ୟକ୍ଷ ପଦ ଛାଡ଼ିଲେ ଇମ୍ରାନ

ଇସଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପାକିସ୍ତାନ ତେହରିକ୍-ଇ-ଇନସାଫ୍ (ପିଟିଆଇ)ର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ଗୋହର ଖାଁଙ୍କୁ ଦଳର ମଧ୍ୟବର୍ତ୍ତୀକାଳୀନ