THE BYAPINI

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଛତିଶଗଡ ମୁଖ୍ୟମନ୍ତ୍ରୀ

ରାୟପୁର: ଅନଲାଇନ ବେଟିଂର ବେଆଇନ ବ୍ୟବସାୟ ସହ ଜଡିତ ପ୍ଲାଟଫର୍ମ ଏବଂ ୱେବସାଇଟ ଉପରେ ପ୍ରତିବନ୍ଧକ ଲଗାଇବାକୁ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସେ ଚିଠିରେ

ପୁଣି ଯୁଦ୍ଧ ଆରମ୍ଭ: ଇସ୍ରାଏଲର ରକେଟ ମାଡ଼ରେ ଶତାଧିକ ପାଲେଷ୍ଟିନୀୟ ନିହତ

ନୂଆଦିଲ୍ଲୀ:  ସପ୍ତାହେ ଧରି ଚାଲିଥିବା ସନ୍ଧି ଶେଷ ହେବା ପରେ ଶୁକ୍ରବାର ଗାଜା ଷ୍ଟ୍ରିପ୍‌ରେ ହମାସ୍‌ ସହ ଇସ୍ରାଏଲର ଯୁଦ୍ଧ ପୁଣି ଆରମ୍ଭ ହୋଇଛି। ଇସ୍ରାଏଲର ରକେଟ ମାଡ଼ରେ ଶତାଧିକ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଯୁଦ୍ଧ

ଡିସେମ୍ବର ୩୧ ସୁଦ୍ଧା ସରିବ ବରମୁଣ୍ଡା ବସ୍ ଟର୍ମିନାଲ

ଭୁବନେଶ୍ବର: ଡିସେମ୍ବର ୩୧ ସୁଦ୍ଧା ସରିବ ଭୁବନେଶ୍ବର ବରମୁଣ୍ଡା ବସ୍ ଟର୍ମିନାଲ । ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ୟ୍ୟର ସ୍ଥିତି

ଶ୍ରୀମନ୍ଦିରର ଚାରିଦ୍ବାର ତୁରନ୍ତ ଖୋଲାଯାଉ : ଶରତ ପଟ୍ଟନାୟକ

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ସଦ୍‌ବୁଦ୍ଧି ଦିଅନ୍ତୁ। ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରର ଚାରିଦ୍ୱାର ତୁରନ୍ତ ଖୋଲାଯାଉ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରେ ଅଳିଆ ପାହାଡ ଛିଡା କରାଇଛନ୍ତି: ମନମୋହନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ସ୍ୱଚ୍ଛ ଭାରତ ଯୋଜନାରେ କୋଟି କୋଟି ଟଙ୍କା ଦେଉଛନ୍ତି, କିନ୍ତୁ ଓଡ଼ିଶାରେ ତାହାର କୌଣସି ସୁଫଳ ମିଳୁନାହିଁ । ମୁଖ୍ୟମନ୍ତ୍ରୀ ନବୀନ ବାବୁ ଭୁବନେଶ୍ୱରେ ଅଳିଆ ପାହାଡ ଛିଡା କରାଇଛନ୍ତି । ନବୀନ ଶାସନ

ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ଶୃଙ୍ଖଳା ଜିତିଲା ଭାରତ

ରାୟପୁର  : ସୂର୍ୟ୍ୟକୁମାର ଯାଦବଙ୍କ ନେତୃତ୍ବାଧୀନ ଯୁବ ଭାରତୀୟ ଦଳ ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ଶୃଙ୍ଖଳା ବିଜୟୀ ହୋଇଛି। ଶୁକ୍ରବାର ରାୟପୁରରେ ଖେଳାଯାଇଥିବା ୪ର୍ଥ ମ୍ୟାଚରେ ଭାରତ ୨୦ ରନରେ ଅଷ୍ଟ୍ରେଲିଆକୁ ପରାସ୍ତ

ମିଜୋରାମ ବିଧାନସଭା ନିର୍ବାଚନ:ବଦଳିଲା ରେଜଲ୍ଟ ତାରିଖ

ନୂଆଦିଲ୍ଲୀ: ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନର ରେଜଲ୍ଟ ତାରିଖ। ୩ ତାରିଖ ବଦଳରେ ୪ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ତାରିଖ ପରିବର୍ତ୍ତନ ସମ୍ପର୍କରେ ଆଜି ଭାରତୀୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।

ଉଦ୍ଧାର ଶ୍ରମିକଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଉତ୍ତରକାଶୀ ଟନେଲରୁ ସୁରକ୍ଷିତ ଉଦ୍ଧାର ହୋଇଥିବା ୫ଜଣ ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୪ଜଣ ଶ୍ରମିକ ଓଡ଼ିଶା ଫେରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ

ଭୋଟର ତାଲିକାରୁ ୧.୮୭ଲକ୍ଷ ଭୋଟର ବାଦ୍‌

ଭୁବନେଶ୍ୱର: ଗତ ଅକ୍ଟୋବର ୨୭ରୁ ନଭେମ୍ବର ୧୧ତାରିଖ ପର୍ୟ୍ୟନ୍ତ ଚାଲିଥିବା ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ୟ୍ୟ ଶେଷ ହୋଇଛି। ଏହି ଅବଧି ମଧ୍ୟରେ ରାଜ୍ୟରେ ମୋଟ ୫ଲକ୍ଷ ୫୧ହଜାର ୨୩୭ଜଣ ନୂଆ ଭୋଟର ତାଲିକାରେ

ବାତ୍ୟା:ଓଡ଼ିଶା ଆସିବନି କିନ୍ତୁ ପଡିବ ପ୍ରଭାବ

ଭୁବନେଶ୍ବର: ଓଡ଼ିଶା ଆସିବନି କିନ୍ତୁ ପଡିବ ପ୍ରଭାବ। ଦକ୍ଷିଣ ଓଡ଼ିଶାରେ ବାତ୍ୟା ମିଚାଉଁର ବଡ ପ୍ରଭାବ ପଡିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ଉତ୍ତର ତାମିଲନାଡୁ ଏବଂ ଚେନ୍ନାଇର