ବିହାର ରେଳ ଦୁର୍ଘଟଣାରେ ୪ ମୃତକଙ୍କ ପରିବାରକୁ ୧୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି
ପାଟନା: ବିହାରର ବକ୍ସର ଜିଲାରେ ଘଟିଥିବା ରେଳ ଦୁର୍ଘଟଣାରେ ମୃତକଙ୍କ ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ୧୦ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଥିବାବେଳେ ବିହାର ରାଜ୍ୟ ସରକାର ପ୍ରତ୍ୟେକ ମୃତକଙ୍କ ପରିବାରଙ୍କୁ ୪ ଲକ୍ଷ!-->…