THE BYAPINI

ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର:ରାଜଧାନୀରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ବେଡଶିଟ୍‌ ଦ୍ୱାରା ଫ୍ୟାନ୍‌ରେ ଝୁଲି  ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳର ପ୍ରଭୁପାଦ ମହାରଣା (୨୪)। ଚନ୍ଦ୍ରଶେଖରପୁର

ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ୟ୍ୟାୟରେ ମାଲକାନଗିରି ସମେତ ୪ଟି ଜିଲ୍ଲାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା । ମାଲକାନଗିରି ଜିଲ୍ଲାରୁ

ଜିଏସ୍‌ଟି ଆଦାୟରେ ପୁଣି ଥରେ ଓଡ଼ିଶାର ଭଲ ପ୍ରଦର୍ଶନ ,ଜାଣନ୍ତୁ କେତେ

ଭୁବନେଶ୍ୱର : ଜିଏସ୍‌ଟି ଆଦାୟରେ ପୁଣି ଥରେ ଭଲ ପ୍ରଦର୍ଶନ କରିଛି ଓଡ଼ିଶା । ସେପ୍ଟେମ୍ବର ମାସରେ ଜିଏସ୍‌ଟି ଓ ସମନ୍ୱିତ ଜିଏସ୍‌ଟି ବାବଦରେ ୧୬୫୧.୫୮ କୋଟି ଟଙ୍କା ଆଦାୟ କରାଯାଇଛି ଯାହା ଗତ ବର୍ଷ ସେପ୍ଟେମ୍ବର ମାସ ତୁଳନାରେ ଏହା

ଭାରତ ଫେରିବ ଛତ୍ରପତି ଶିବାଜୀଙ୍କ ‘ବାଘ ନଖ’

ନୂଆଦିଲ୍ଲୀ: ନଭେମ୍ବରରେ ଫେରିବ ଛତ୍ରପତି ଶିବାଜୀ ମହାରାଜଙ୍କ 'ବାଘ ନଖ'। ଶିବାଜୀଙ୍କ ୩୫୦ତମ ରାଜ୍ୟାଭିଶେଷକ ଉତ୍ସବ ପାଳନ ଅବସରରେ ଏହି ଅସ୍ତ୍ର ବ୍ରିଟେନରୁ ଫେରିବ। ପୂର୍ବରୁ ଏନେଇ ବ୍ରିଟେନ ସରକାରଙ୍କ ସହ କଥାବାର୍ତ୍ତା

ମହାତ୍ମା ଗାନ୍ଧିଙ୍କ ଆଦର୍ଶ ଚିରକାଳ ପାଇଁ ପ୍ରାସଙ୍ଗିକ ରହିବ:ରାଷ୍ଟ୍ରପତି

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାସୁମନ ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦି ମୁର୍ମୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହୁ ମାନ୍ୟଗଣ୍ୟ

ବାପୁଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାସୁମନ ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦି ମୁର୍ମୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହୁ ମାନ୍ୟଗଣ୍ୟ

କଟକ ବଡ଼ ଡାକ୍ତରଖାନାରେ ଏବେ ପାଣି ସମସ୍ୟା

ଭୁବନେଶ୍ୱର:  ଦୁଇ ଦିନ ତଳେ ବିଜୁଳି ନ ଥିଲା। ଏବେ ଆସୁନାହିଁ ପାଣି। କଟକ ବଡ଼ ଡାକ୍ତରଖାନାରେ ଏବେ ପାଣି ସମସ୍ୟା ଦେଖାଦେଇଛି। ଗତକାଲି ରାତିରୁ ମେଡିକାଲର ବିଭିନ୍ନ ୱାର୍ଡକୁ ଜଳ ଯୋଗାଣ ଠପ୍ ହୋଇଯାଇଥିଲା। ଆଜି ସକାଳେ କିଛି ସମୟ

ଆଜି ମହାତ୍ମା ଗାନ୍ଧିଙ୍କ ଜୟନ୍ତୀ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଆଜି ଜନ୍ମ ଜୟନ୍ତୀ । ବାପୁଙ୍କୁ ସମାଧି ପୀଠ ରାଜଘଟରେ ପହଞ୍ଚି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଅରେଞ୍ଜ

ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରୁ ପୁଣି ୯ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ : ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୯ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ପଜିଟିଭ ସଂଖ୍ୟା ୩୦୪କୁ