THE BYAPINI

ଏସିଆନ ଗେମ୍ସ: ପାକିସ୍ତାନକୁ ୨-୧ରେ ହରାଇ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ

ନୂଆଦିଲ୍ଲୀ: ଏସିଆନ୍‌ ଗେମ୍ସ ୨୦୨୩ର ସ୍କାସ୍‌ ଖେଳର ଫାଇନାଲ ମ୍ୟାଚ୍‌ରେ ବାଜି ମାରିଲାନେଲା ଭାରତ । ଭାରତୀୟ ସ୍କ୍ୱାସ୍‌ ଦଳ ଫାଇନାଲରେ ପାକିସ୍ତାନକୁ ୨-୧ରେ ପରାସ୍ତ କରି ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଆଣିଛି । ବେଷ୍ଟ-ଅଫ୍‌-ଥ୍ରୀ

ସ୍କ୍ରବ୍‌ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦୀୟ ଟିମ୍‌

ସୁନ୍ଦରଗଡ଼: ସୁନ୍ଦରଗଡରେ ସ୍କ୍ରବ୍‌ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ୍‌ ପହଞ୍ଚିଛନ୍ତି । ତାଙ୍କ ସହ ରାଜ୍ୟର ୨ ଜଣ ସଦସ୍ୟ ରହିଛନ୍ତି । ଟିମ୍‌ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ

ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଲା ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ

ଭୁବନେଶ୍ୱର: ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଛି । ମେଣ୍ଟାଲ ଡିଜଅର୍ଡର ଶବ୍ଦକୁ ବାଦ୍‌ ଦେବା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ଶନିବାର ଘୋଷଣା କରିଛନ୍ତି । ନୟାଗଡ ବିଧାୟକ ଅରୁଣ ସାହୁ ଗତ ୨୮

ଅକ୍ଟୋବର ୫ ଯାଏଁ ବଢ଼ିଲା ମାଟ୍ରିକ୍‌ ଫର୍ମ ପୂରଣ ତାରିଖ

କଟକ: ମାଟ୍ରିକ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଫର୍ମ ଫିଲ୍‌ଅପ୍‌ ସମୟସୀମାକୁ ମାଧ୍ୟମିକ ଶିକ୍ଷା ପରିଷଦ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ  ବଢ଼ାଇ ଦେଇଥିବା ଜଣାପଡିଛି । ଏହି ସମୟସୀମା ବଢ଼ଇଥିବା ନେଇ ଆଜି ପରିଷଦ ପକ୍ଷରୁ ପ୍ରେସ୍‌

ଆପ୍‌ ଇଣ୍ଡିଆ ମେଣ୍ଟ ପ୍ରତି ପ୍ରତିଶ୍ରୁତିବଦ୍ଧ କହିଲେ କେଜ୍ରିୱାଲ, ଖୁବ୍‌ଶୀଘ୍ର ହେବ ଆସନ ବୁଝାମଣା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କ ଦଳ ଇଣ୍ଡିଆ ମେଣ୍ଟକୁ ସମର୍ଥନ ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି । ଗଣମାଧ୍ୟମକୁ କେଜ୍ରିୱାଲ କହିଛନ୍ତି, ତାଙ୍କ ଦଳ ଇଣ୍ଡିଆ ମେଣ୍ଟରୁ

ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକ, ୧୯ଟି ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର: ୧୨୨ତମ ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକରେ ୧୯ଟି ପ୍ରକଳ୍ପକୁ ଅନୁମୋଦନ । ମୋଟ୍‌ ୩ ହଜାର ୬ ଶହ ୬୩ କୋଟି ଟଙ୍କା ବିନିଯୋଗରେ ଏହି ପ୍ରକଳ୍ପଗୁଡ଼ିକ ପ୍ରତିଷ୍ଠା ହେବ । ଏହାଦ୍ବାରା ପ୍ରାୟ ୧୩

୨ ହଜାର ଟଙ୍କିଆ ନୋଟ୍‌ ବଦଳାଇବା ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ଭାରତର ରିଜର୍ଭ ବ୍ୟାଙ୍କ ଅକ୍ଟୋବର ଶେଷ ପର୍ୟ୍ୟନ୍ତ ୨୦୦୦ ଟଙ୍କିଆ ନୋଟ୍ ଫେରସ୍ତ କରିବାର ସମୟସୀମା ବୃଦ୍ଧି କରିପାରେ ବୋଲି ମନି କଣ୍ଟ୍ରୋଲର ପୂର୍ବରୁ ରିପୋର୍ଟ ଦେବା ପରେ ଆଜି ଆରବିଆଇ ଅକ୍ଟୋବର ୭ ଯାଏଁ ଏହି ସମୟସୀମା

ବଢିଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦର

ନୂଆଦିଲ୍ଲୀ: ପୁଣି ଖାଉଟିଙ୍କୁ ବଡ଼ ଝଟ୍‌କା ଲାଗିଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକ ବାଣିଜ୍ୟିକ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ମୂଲ୍ୟ ବୃଦ୍ଧି ଘୋଷଣା କରିଛନ୍ତି। ୧୯ କେଜିର ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ ୨୦୯ ଟଙ୍କା

ମହମ୍ମଦ ମୁଇଜୁ ମାଳଦ୍ୱୀପର ନୂତନ ରାଷ୍ଟ୍ରପତି

ନୂଆଦିଲ୍ଲୀ: ମାଳଦ୍ୱୀପ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମହମ୍ମଦ ମୁଇଜୁ ମାଳଦ୍ୱୀପର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୪ ପ୍ରତିଶତ ଭୋଟ୍‌ ସହ ମୁଇଜୁ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି।

ବଢ଼ିଲା ହୀରାକୁଦ ଜଳଭଣ୍ଡାର ୭ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ହୋଇଥିବା ବେଳେ ଶୁକ୍ରବାର ସନ୍ଧ୍ୟା ୬ଟାରେ ଜଳସ୍ତର ୬୩୦ ଫୁଟ ଛୁଇଁଛି । ଫଳରେ ୭ଟି ସ୍ଲୁଇସ୍‌ ଗେଟ୍‌ ବାଟେ ଜଳ ନିଷ୍କାସନ ହେଉଛି । ହୀରାକୁଦ ଜଳଭଣ୍ଡାରକୁ