THE BYAPINI

ମୋବାଇଲ ପାଇଁ ବିଷ ପିଇଦେଲା ନାବାଳକ

କେନ୍ଦୁଝର: ସ୍କୁଲରୁ ଫେରି ଘରେ ମୋବାଇଲ ଦେଖୁଥିଲା ପୁଅ। ମା’ ଆକଟ କରିବାରୁ ବିଷ ପିଇ ଦେଲା ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବରଦାପାଳ ଗାଁରେ। ନାବାଳକ ଜଣଙ୍କ ଅଷ୍ଟମ ଶ୍ରେଣୀର ଛାତ୍ର।

ବିକ୍ରମ ଏବଂ ପ୍ରଜ୍ଞାନଠାରୁ ମିଳୁନି କୌଣସି ସିଗନାଲ

ବେଙ୍ଗାଲୁରୁ: ଦୀର୍ଘ ୧୪ ଦିନର ରାତି ପରେ ଚନ୍ଦ୍ରପୃଷ୍ଠରେ ସୂର୍ୟ୍ୟ ଉଦୟ ହୋଇଛି। ଚନ୍ଦ୍ରଯାନ-୩ର ଲ୍ୟାଣ୍ଡର ଏବଂ ରୋଭର ଉପରେ ସୂର୍ୟ୍ୟକିରଣ ପଡ଼ିବାରେ ଲାଗିଛି। ନୂଆ କିରଣ ସହିତ ନିଦରୁ ଉଠାଇବା ପାଇଁ ଭାରତୀୟ ମହାକାଶ ଗବେଷଣା

ଆଜି ଅପରାହ୍ଣ ୫ଟାରେ ସିଏମଓରେ ଶିକ୍ଷକ ସଂଘ ବୈଠକ

ଭୁବନେଶ୍ୱର: ଆଜି ଅପରାହ୍ଣ ୫ଟାରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ( ପିଷ୍ଟା)କୁ ବୈଠକ ପାଇଁ ସିଏମଓ ଅଫିସରୁ ସ୍ୱତନ୍ତ୍ର ଡାକରା ଆସିଛି। ଏନେଇ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଙ୍ଘର ସଭାପତି ବ୍ରହ୍ମାନନ୍ଦ ମହାରଣା ସୂଚନା

ଯାହା ପ୍ରଶ୍ନ ଆସିବ ତାହାର ଜବାବ ଦିଆଯିବ:ବିଜେଡି

ଭୁବନେଶ୍ୱର:ବିଧାନସଭାର ମୌସୁମୀ ଅଧିବେଶନ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଶୁକ୍ରବାର ତିନି ଦଳ ବିଜେଡି, ବିଜେପି ଓ କଂଗ୍ରେସର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହୋଇଛି। ବିଜେପି ଓ କଂଗ୍ରେସଙ୍କ ପାଖରେ ସରକାରଙ୍କ ବିରୋଧରେ

ବିଧାନସଭାରେ ଏହାକୁ ନେଇ ସରକାରଙ୍କୁ ଘେରିବ କଂଗ୍ରେସ

ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଶୁକ୍ରବାର ତିନି ଦଳ ବିଜେଡି, ବିଜେପି ଓ କଂଗ୍ରେସର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହୋଇଛି। ବିଜେପି ଓ କଂଗ୍ରେସଙ୍କ ପାଖରେ ସରକାରଙ୍କ

ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇବ ବିଜେପି

ଭୁବନେଶ୍ବର: ବିଧାନସଭାର ମୌସୁମୀ ଅଧିବେଶନ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଶୁକ୍ରବାର ତିନି ଦଳ ବିଜେଡି, ବିଜେପି ଓ କଂଗ୍ରେସର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହୋଇଛି। ବିଜେପି ଓ କଂଗ୍ରେସଙ୍କ ପାଖରେ ସରକାରଙ୍କ

ଆଜି ରାଧାଷ୍ଟମୀ:ନଗର ପରିକ୍ରମା କରିବେ ସୁଦର୍ଶନ ମହାପ୍ରଭୁ

ପୁରୀ: ଶନିବାର ପବିତ୍ର ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଶନିବାର ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରକୁ ତାଙ୍କ ବିମାନରର

ଆଜି ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ: ଆଜି ଉତ୍ତରପ୍ରଦେଶର ବାରଣାସୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାରଣାସୀରେ ପହଞ୍ଚିବା ପରେ ମଧ୍ୟାହ୍ନ ସମୟରେ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ଏହି ଷ୍ଟାଡିୟମ

ଏବେ ବଢ଼ିବନି ବାର୍ଦ୍ଧକ୍ୟ-ବିଧବା ଭତ୍ତା

ଭୁବନେଶ୍ବର: ଆଗକୁ ନିର୍ବାଚନ ଥିବାରୁ ସରକାର ବିଭିନ୍ନ ଭତ୍ତା ରାଶିକୁ ବୃଦ୍ଧି କରିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ରାଜ୍ୟରେ ଗରିବ ଲୋକମାନଙ୍କୁ ମିଳୁଥିବା ମାସିକ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତାର ପରିମାଣ

ହଷ୍ଟେଲ ରୁମରୁ ଡାକ୍ତରୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଇରଙ୍ଗପୁର: ହଷ୍ଟେଲ ରୁମରୁ ଡାକ୍ତରୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନା ଅନ୍ତର୍ଗତ ରଙ୍ଗାମାଟିଆ ସ୍ଥିତ ପିଆରଏମ ମେଡ଼ିକାଲ କଲେଜରୁ ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।