ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ପରଲୋକରେ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା । ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ଗତକାଲି ଗୀତାଙ୍କ ପରଲୋକ ଘଟିଛି । ସ୍ବର୍ଗତା ଗୀତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କନ୍ୟା ଏବଂ ମୁଖ୍ୟମନ୍ତ୍ରୀ ନବୀନ!-->…