THE BYAPINI

ଏପ୍ରିଲ ୨୮ରୁ ଯୁକ୍ତ ଦୁଇ ପରୀକ୍ଷା

Get real time updates directly on you device, subscribe now.

ଏପ୍ରିଲ ୨୮ ତାରିଖରେ ହେବ ଯୁକ୍ତ ଦୁଇ ପରୀକ୍ଷା ଏନେଇ ସିଏଚଏସଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଇଁ ପରୀକ୍ଷା ହେବ ।୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ । ଖରାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଦିନ ଗୋଟିଏ ସିଟିଂରେ ପରୀକ୍ଷା କରାଯିବ । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ । ବାର୍ଷିକ ପରୀକ୍ଷାର ୮୦ ପ୍ରତିଶତ ଓ କ୍ୱାର୍ଟର ଏଣ୍ଡେରେ ହୋଇଥିବା ପରୀକ୍ଷାର ୨୦ ପ୍ରତିଶତ ମାର୍କକୁ ହିସାବକୁ ନିଆଯିବ ।

Get real time updates directly on you device, subscribe now.

Leave A Reply

Your email address will not be published.